Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ, ସୋସିଆଲ ମିଡିଆରେ ଫଟୋ ଭାଇରାଲ
ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ । ଭିଡିଓ ଭାଇରାଲ ପରେ ଜୋର ଧରିଲା ଚର୍ଚ୍ଚା । ଲିଙ୍ଗରାଜ ମନ୍ଦିରରେ ସିଗାରେଟ ଟାଣିବାର ଫଟୋ ଭାଇରାଲ୍ ହୋଇଛି । ଏହି ଫଟୋଟି ଦେବୀ ପ୍ରସାଦ ଦାସ ନାମକ ଜଣେ ବ୍ୟକ୍ତିଙ୍କର ବୋଲି ଜଣାପଡ଼ିଛି ।
ତେବେ ସିଗାରେଟ୍ ଟାଣିବାର ଫଟୋ!-->!-->!-->…
ବିଦ୍ୟୁତ୍ ତାର ବିଛାଇଲେ, ସିଧା ଘରୁ କଟାଯିବ ବିଦ୍ୟୁତ୍ ସଂଯୋଗ
ଭୁବନେଶ୍ବର: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହାତୀ, ବାରାହା ଏବଂ ଅନ୍ୟ ଜୀବଜନ୍ତୁଙ୍କ ମୃତ୍ୟୁ ଲଗାତାର ବଢିଚାଲିଥିବା ବେଳେ ଆଜି ଗୃହରେଏହାକୁ ନେଇ ବର୍ଷିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କେଭି ସିଂ ଦେଓ । ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନରେ, ବିଦ୍ୟୁତ୍ ତାର ଲାଗି!-->…
ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣା: ୪ଟି ଟିମ୍ ଗଠିତ
ବୁର୍ଲା: ବୁର୍ଲା ଭିମସାର ପରିସରରୁ ଶିଶୁପୁତ୍ର ଚୋରି ଘଟଣାକୁ ନେଇ ତତ୍ପର ହୋଇଉଠିଛି ପ୍ରଶାସନ। ୪ଟି ଟିମ୍ ଗଠନ କରାଯାଇ ଚୋରିକରିଥିବା ମହିଳାଙ୍କୁ ଧରିବା ଲାଗି ଜୋରଦାର ପ୍ରଚେଷ୍ଟା ଚାଲିଛି। ଏନେଇ ବିଭିନ୍ନ ଜିଲ୍ଲା ପୁଲିସକୁ ଆଲର୍ଟ କରାଯାଇଛି। ଉକ୍ତ ମହିଳାଙ୍କ ଫଟୋ ବି ପୁଲିସ!-->…
କାକଟପୁରର ମା’ ମଙ୍ଗଳା ଓ ମୟୂରଭଞ୍ଜର କୀଚକେଶ୍ବରୀ ମନ୍ଦିରକୁ ନେଇ ବଡ ନିଷ୍ପତ୍ତି
ଭୁବନେଶ୍ବର: ପୁରୀ ଜିଲ୍ଲା କାକଟପୁର ସ୍ଥିତ ମା’ ମଙ୍ଗଳା ମନ୍ଦିର ଏବଂ ମୟୂରଭଞ୍ଜ ଜିଲ୍ଲା ଖିଚିଂରେ ଥିବା ମା’ କୀଚକେଶ୍ବରୀ ମନ୍ଦିରକୁ ନେଇ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାରଙ୍କ ‘ତୀର୍ଥଯାତ୍ରା କାୟାକଳ୍ପ ଏବଂ ଆଧ୍ୟାତ୍ମିକ ସମ୍ବର୍ଦ୍ଧନ ଅଭିଯାନ’ (ପ୍ରସାଦ)!-->…
ଡିସେମ୍ବର ୪ ତାରିଖରେ ପୁରୀରେ ପାଳନ ହେବ ନୌସେନା ଦିବସ, ଯୋଗ ଦେବେ ରାଷ୍ଟ୍ରପତି
ପୁରୀ : ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀରେ ପାଳନ ହେବ ନୌସେନା ଦିବସ। ପୁରୀ ସମୁଦ୍ର ତଟରେ ଯୁଦ୍ଧ କୌଶଳ ଦେଖାଇବେ ଭାରତୀୟ ନୌବୀର । ଏଥିରେ ମୁଖ୍ୟ ଅତିଥି ଭାବେ ତିନି ସେନାର ସୁପ୍ରିମ କମାଣ୍ଡର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେବେ। ସେହି ଦିନ ରାଷ୍ଟ୍ରପତି!-->…
ରାଜ୍ୟର ୫୮ଟି ସବଡିଭିଜନ୍ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା
ଭୁବନେଶ୍ୱର: ଚାଷୀଙ୍କ ପାଇଁ ଆଶ୍ୱସ୍ତି ଖବର ଆଣିଲେ ଉପମୁଖ୍ୟମନ୍ତ୍ରୀ । କହିଲେ, ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର। ରାଜ୍ୟର ୫୮ଟି ସବଡିଭିଜନ୍ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ବିଧାନସଭା ପ୍ରଶ୍ନକାଳରେ କୃଷି ମନ୍ତ୍ରୀ କେ.ଭି ସିଂହଦେଓ ଏଭଳି!-->…
ବିଧାନସଭାରେ ଗନ୍ଧମାର୍ଦ୍ଦନ ତାତି: ଆଦାନୀକୁ କାରଖାନା କରିବାକୁ ଦେବୁନାହିଁ କହିଲେ ସିଂହଦେଓ
ଭୁବନେଶ୍ୱର : ବିଧାନସଭାରେ ଗନ୍ଧମାର୍ଦ୍ଦନ ତାତି । ଗୃହରେ ଶୂନ୍ୟକାଳରେ ଉଠିଲା ଗନ୍ଧମାର୍ଦ୍ଦନ ପ୍ରସଙ୍ଗ । ମୁହାଁମୁହିଁ ହେଲେ ପ୍ରସନ୍ନ ଆଚାର୍ଯ୍ୟ ଓ କେଭି ସିଂହଦେଓ। ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଉଠାଇଲେ ପ୍ରସଙ୍ଗ । ଗନ୍ଧମାର୍ଦ୍ଦନରେ ବକ୍ସାଇଟ ଭରପୁର ରହିଛି । ସରକାର!-->…
କାର୍ଯ୍ୟରେ ଯୋଗ ଦେଲେ ବରିଷ୍ଠ ଆଇଏଏସ ସୁଜାତା କାର୍ତ୍ତିକେୟନ
ଭୁବନେଶ୍ବର: ଶେଷରେ କାର୍ଯ୍ୟରେ ଯୋଗ ଦେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତ । ୬ ମାସରୁ ଛୁଟିରେ ଫେରିବା ପରେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି । ଗତକାଲି ସୁଜାତାଙ୍କ ସାନି ଛୁଟି ଖାରଜ ହେବା ପରେ ଆଜି କାର୍ଯ୍ୟରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି ।
ତେବେ ବିଜେଡିର ନିର୍ବାଚନୀ!-->!-->!-->…
୨୦୨୫ ସୁଦ୍ଧା ସ୍କୁଲ ସ୍ତରରେ ନୂଆ ଜାତୀୟ ଶିକ୍ଷା ନୀତି, ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ
ଭୁବନେଶ୍ୱର : ୨୦୨୫ ସୁଦ୍ଧା ରାଜ୍ୟରେ ସ୍କୁଲ ସ୍ତରରେ ଲାଗୁ ହେବ ନୂଆ ଜାତୀୟ ଶିକ୍ଷା ନୀତି । ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଗୋଟିଏ ପରେ ଗୋଟିଏ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି । ନୂଆ ଶିକ୍ଷା ନୀତି ଲାଗୁ ହେବା ପାଇଁ ଗଠନ ହୋଇଛି ଟାସ୍କ ଫୋର୍ସ!-->…
ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ
କେନ୍ଦୁଝର: ଜୁନିଅର୍ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଆଜି ସକାଳୁ ସକାଳୁ ଭିଜିଲାନ୍ସ ରେଡ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚାଲିଛି ରେଡ୍।
ଭୁବନେଶ୍ୱର, କେନ୍ଦୁଝର, ଯାଜପୁର ସମେତ ୭ଟି ସ୍ଥାନରେ!-->!-->!-->…