Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଲିଘାଟ ଚଢ଼ାଉ ପୂର୍ବରୁ ଦିଆଯାଉଛି ଖବର : ପ୍ରଶାସନ ର ଚଢ଼ାଉ କେବଳ ଧର୍ମକୁ ଆଖି ଠାର …!
ଅଫିସର.. ନେତା.. ଓ ମାଫିଆ ମାନଙ୍କ ମଧ୍ୟରେ ଚୋରା ପୀରତି...!!
ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ଙ୍କ ଆଉ ୬ ମାସ ଛୁଟି ଆବେଦନକୁ ଅଗ୍ରାହ୍ୟ କଲେ ରାଜ୍ୟ ସରକାର
ଭୁବନେଶ୍ବର: ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍ କାର୍ତ୍ତିକେୟନ୍ଙ୍କୁ ରାଜ୍ୟ ସରକାର ଆସନ୍ତାକାଲି (୨୦୨୪ ନଭେମ୍ବର ୨୭) ଚାକିରିରେ ଯୋଗ ଦେବାକୁ ପରାମର୍ଶ ଦେଇଛନ୍ତି। ଏଥି ସହିତ ରାଜ୍ୟ ସରକାର ଶ୍ରୀମତୀ କାର୍ତ୍ତିକେୟନଙ୍କ ଆଉ ୬ ମାସ ଛୁଟି ଆବେଦନକୁ ଅଗ୍ରାହ୍ୟ କରି!-->…
ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ
ଓଡ଼ିଶା ପ୍ରତିବର୍ଷ ବାତ୍ୟା, ବନ୍ୟା ପରି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିଆସୁଛି। ଲୋକଙ୍କ ଜୀବନ ବଞ୍ଚାଇବାରେ ସରକାର ସଫଳ ହେଉଥିବା ବେଳେ ବିଭିନ୍ନ ଭିତ୍ତିଭୂମିର ବ୍ୟାପକ କ୍ଷୟକ୍ଷତି ହେଉଛି। ଏହାର ପୁନଃ ନିର୍ମାଣ ପାଇଁ ବ୍ୟାପକ ଅର୍ଥ ବିନିଯୋଗ କରିବାକୁ ପଡୁଛି। ତେଣୁ!-->…
ରାଜ୍ୟରେ ୫ ମାସରେ ୪୦ ହାତୀଙ୍କ ମୃତ୍ୟୁ ହୋଇଛି
ରାଜ୍ୟରେ ବଢୁଛି ହାତୀ-ମଣିଷ ଲଢେଇ। ଗତ ତିନି ବର୍ଷରେ ହାତୀ ଆକ୍ରମଣରେ ଯାଇଛି ୬୬୮ ଜୀବନ। ୫୦୯ ଜଣ ଲୋକ ହାତୀ ଆକ୍ରମଣରେ ଆହତ ହୋଇଛନ୍ତି। ବିଧାନସଭାରେ ଏନେଇ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ବିଧାନସଭାରେ ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କ ପ୍ରଶ୍ନର!-->…
ତାଲା ଭାଙ୍ଗି ୪ଟି ମନ୍ଦିରରୁ ସିରିଜ୍ ଲୁଟ୍
ଭଦ୍ରକ: ୨୮ନଂ ୱାର୍ଡ ଗରଦପୁର ଅଞ୍ଚଳର ୪ଟି ମନ୍ଦିରରୁ ଚୋରି ହୋଇଛି। ରାତି ଅଧରେ ମନ୍ଦିରରେ ପଶି କଳାକନା ବୁଲାଇଦେଲେ ଚୋର। ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଲୁଟେରା। ଭଦ୍ରକ ପୌରପାଳିକା ଅନ୍ତର୍ଗତ ୨୮ନମ୍ବର ୱାର୍ଡରେ ଗରଦପୁରର ନୂଆସାହିରେ ଥିବା ୪ଟି ମନ୍ଦିରରୁ!-->…
ବୁର୍ଲା ଭୀମସାରରୁ ଶିଶୁପୁତ୍ର ଚୋରି ଅଭିଯୋଗ, ପୋଲିସ ତଦନ୍ତ ଆରମ୍ଭ
ସମ୍ବଲପୁର : ବୁର୍ଲା ଭୀମସାରରୁ ଶିଶୁପୁତ୍ର ଚୋରି । ସମ୍ବଲପୁର – ବୁର୍ଲା ଭୀମସାରର ସ୍ତ୍ରୀ ଓ ପ୍ରସୂତି ବିଭାଗରୁ ନବଜାତ ଶିଶୁପୁତ୍ରକୁ କେହି ଚୋରି କରି ନେଇଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ବୁର୍ଲା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁସାରେ, ଛତିଶଗଡ଼ଗର!-->!-->!-->…
ମାର୍ଚ୍ଚ ୭ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା
ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର। କେବେ ‘ସୁଭଦ୍ରା’ ଆବେଦନର ଶେଷ ତାରିଖ ସେନେଇ ଉପମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା। ମାର୍ଚ୍ଚରେ ମିଳିବ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା। ୨୦୨୫ ମାର୍ଚ୍ଚ ୭ ତାରିଖ ହେଉଛି ସୁଭଦ୍ରା ଆବେଦନର ଡେଡ୍ ଲାଇନ୍। ମାର୍ଚ୍ଚ ୭ ତାରିଖ ଯାଏଁ!-->…
ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ
କଟକ: ପାରିବାରିକ କଳହର କରୁଣ ପରିଣତି। ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ। କଟକ ଜିଲ୍ଲା ଗୁରୁଡିଝାଟିଆ ଥାନା ଅନ୍ତର୍ଗତ ଖିରିଖିଆ ଗାଁରେ ଏହି ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବର୍ଜୁ ବଦରା। ଏହି ଘଟଣାରେ ବଡ଼ ଭାଇକୁ ଅଟକ ରଖିଛି ପୁଲିସ।
ବର୍ଜୁ ମଦ ପିଇ ଆସି ନିଜ ସ୍ତ୍ରୀ ସହ!-->!-->!-->…
ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ
ମୟୂରଭଞ୍ଜ: ନାବାଳିକାକୁ ଦୁଷ୍କର୍ମ କରି ପୋଡି ମାରିଦେବା ମାମଲାରେ ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ। ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ତଥା ସ୍ଵତନ୍ତ୍ର ଫାଷ୍ଟଟ୍ରାକ କୋର୍ଟ ବିଚାରପତି ସନ୍ତୋଷ କୁମାର ନାୟକ ରାୟ ଶୁଣାଇଛନ୍ତି। ୩ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ ପୂର୍ବକ!-->…