Browsing Category

ଓଡିଶା

ଅତିରିକ୍ତ ବଜେଟ୍‌ରେ ‘ସୁଭଦ୍ରା’ ପାଇଁ ୧୧୯୬ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ଦ୍ବିତୀୟ ଅଧିବେଶନ ମଙ୍ଗଳବାର ଠାରୁ ଆରମ୍ଭ ହୋଇଯାଇଛି। ଏହି ଶୀତ ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ରଥମ ଦିନରେ ମୋହନ ଚରଣ ମାଝୀଙ୍କ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ମୋହନ ଚରଣ

ଓଡ଼ିଶାର ଗୋଟିଏ ସମେତ ୬ଟି ଆସନ ଲାଗି ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭାରୁ ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରେ ଏହି ଉପନିର୍ବାଚନ ଅନୁଷ୍ଠିତ

ମାଇନ୍ସ କମ୍ପାନୀରେ IT ରେଡ୍‌; ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ

ମାଇନ୍ସ କମ୍ପାନୀରେ ବଡ଼ଧରଣର ଆୟକାର ( IT) ରେଡ୍ କରାଯାଇଛି।। ଏସ୍.ଏନ୍ ମହାନ୍ତି ଗ୍ରୁପର ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। କେନ୍ଦୁଝର ଜିଲ୍ଲା ଯୋଡ଼ା, ବଡ଼ବିଲ ଓ ଭୁବନେଶ୍ୱର ସମେତ ୮ଟି ସ୍ଥାନରେ ଏହି ରେଡ୍ କରାଯାଇଛି। ଟିକସ

ସମ୍ବିଧାନ ଦିବସ: ହସ୍ପିଟାଲ ସଫେଇ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦେଶ ପାଳୁଛି 75ତମ ସମ୍ବିଧାନ ଦିବସ । ଏହି ଅବସରରେ ଭୁବନେଶ୍ୱର ସ୍ଥିତ ଏଜି ଛକ ଠାରେ ଆୟୋଜିତ ହୋଇଥିଲା ଏକ କାର୍ଯ୍ୟକ୍ରମ l କ୍ରୀଡା ଓ ଯୁବ ସେବା ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବିଭାଗର ପ୍ରମୁଖ ସଚିବ ଶ୍ରୀ ଭାସ୍କର ଜ୍ୟୋତି

କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣା: ଆଉ ୨ ଦଲାଲଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର: କଟକରେ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଆଉ ଦୁଇ ଦଲାଲଙ୍କୁ ଉଠାଇନେଲା ପୋଲିସ । ଲକ୍ଷ୍ମୀ ସାଗର ଅଞ୍ଚଳରୁ ଦୁଇ ଯୁବକଙ୍କୁ ଉଠାଇଛି କଟକ ସହରାଞ୍ଚଳ ପୋଲିସର ସ୍ପେସାଲ ସ୍ଵାଡ । ସେମାନଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ଆଜି ଗିରଫ ହୋଇ ପାରନ୍ତି ଏହି ଦୁଇ

ନନ୍ଦନକାନନକୁ ଆସିଲେ ନୂଆ ଅତିଥି

କଟକ: ନନ୍ଦନକାନନକୁ ଆସିଲେ ନୂଆ ଅତିଥି। ଭୁବନେଶ୍ବର ଉପକଣ୍ଠ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ନୂଆ ଅତିଥି ଆସିଛନ୍ତି। ବାରଙ୍ଗ ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ହାଇଦ୍ରାବାଦ ନେହରୁ ଜୁଲଜିକାଲ୍ ପାର୍କ ମଧ୍ୟରେ ଜୀବଜନ୍ତୁ ଅଦଳବଦଳ କରାଯାଇ ଏହି ନୂଆ ଅତିଥିଙ୍କୁ ଅଣାଯାଇଛି।

ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ଆସନ୍ତାକାଲି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ

ମାଲକାନଗିରି ସୀମାନ୍ତ ସୁକୁମା ଜିଲ୍ଲା ଭେଜି ଗ୍ରାମ ନିକଟରେ ହୋଇଥିବା ଏନକାଉଣ୍ଟର ବିରୋଧ କରି ମାଓବାଦୀଙ୍କ ବନ୍ଦ…

ମାଲକାନଗିରି : ମାଲକାନଗିରି ସୀମାନ୍ତ କୋଣ୍ଟା ଠାରେ ସୁରକ୍ଷାକର୍ମୀ ଏନକାଉଣ୍ଟରରେ ୧୦ ଜଣ ମାଓବାଦୀଙ୍କ ମୃତ୍ୟୁ କୁ ନେଇ ମାଓବାଦୀ ସଂଗଠନ ତରଫରୁ ବନ୍ଦ ଡାକରା ଦିଆଯାଇଛି l ଆସନ୍ତା ୨୯ ତାରିଖରେ ବନ୍ଦ ପାଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି l ଗତ ୨୨ନଭେମ୍ବରରେ ଛତିଶଗଡର ସୁକମା

ଫୁଲବାଣୀ ସଦର ମହକୁମାକୁ ରେଳ ସଂଯୋଗ ନେଇ ନାଗରିକ କମିଟିର ବୈଠକ

ଫୁଲବାଣୀ :ଗୋପାଳପୁର ସମ୍ବଲପୁର ଭାୟା ଫୁଲବାଣୀ ରେଳପଥ ନିର୍ମାଣ ପାଇଁ ନୂଆ ଡିପିଆର ପ୍ରସ୍ତୁତ କରିବାକୁ ରେଳମନ୍ତ୍ରଣାଳୟ ପରାମର୍ଶ ଦେବା ସତ୍ତ୍ବେ ଓଡିଶା ସରକାରଙ୍କ ଓରିଡିଲ ସଂସ୍ଥା ଏ ପର୍ଯ୍ୟନ୍ତ ପୂନଃ ଡିପିଆର ପ୍ରସ୍ତୁତ ନ କରିବା ଦୁଃର୍ଭଗ୍ୟଜନକ।ପ୍ରତି ଜିଲ୍ଲା ସଦର ମହକୁମାକୁ ରେଳପଥ