Browsing Category

ଓଡିଶା

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ୮ ମାସରେ ୫୦ ସରକାରୀ ବାବୁଙ୍କ ନାଁରେ ମାମଲା

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଜାରି ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ। ଏହାରି ଭିତରେ ରାଜ୍ୟରେ ଦୁର୍ନୀତିକୁ ନେଇ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରିବାକୁ ଭିଜିଲାନ୍ସ ଚେଷ୍ଟା ଜାରି ରଖିଥିବା ବେଳେ,…

ଓଡ଼ିଶା ରକ୍ତଦାତା ସଂଗଠନ ମହାସଂଘ ବର୍ଦ୍ଧିତ ରକ୍ତ ପ୍ୟାକେଟ ଦର ପ୍ରତ୍ୟାହାର କରିବାକୁ ଦାବି

ଭୁବନେଶ୍ୱର: ଓଡ଼ିଶା ରକ୍ତଦାତା ମହାସଂଘ ଆଜି ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶାର ସଚିବଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଛି ଏବଂ କେନ୍ଦ୍ରୀୟ ରେଡକ୍ରସ୍ ରକ୍ତ ବ୍ୟାଙ୍କ, କଟକ ଦ୍ୱାରା ରକ୍ତ ପ୍ୟାକେଟ ଦରରେ ସମ୍ପ୍ରତି ₹100 ବୃଦ୍ଧିକୁ ତୁରନ୍ତ ପ୍ରତ୍ୟାହାର କରିବାକୁ ଦାବି କରିଛି।…

ପୁରୀରେ ଭୂକମ୍ପ ଗୁଜବ, ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ନାହିଁ

ପୁରୀ: ପୁରୀରେ ଭୂକମ୍ପ ଗୁଜବ । ଆଜି ସକାଳେ ପୁରୀରେ ୪.୭ ତୀବ୍ରତାରେ ଭୂକମ୍ପ ନେଇ କିଛି ଗଣମାଧ୍ୟମରେ ହୋଇଥିଲା ଜୋରଦାର ଚର୍ଚ୍ଚା । କିନ୍ତୁ ଏନେଇ ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ଆଜି କେବଳ ଦିଲ୍ଲୀ ଓ ବିହାରରେ…

୮ ମାସରେ ୧୮ ହଜାର ମହିଳା ବିରୋଧୀ ଅପରାଧ, ବଢିଛି ଧର୍ତ୍ତବ୍ୟ ଅପରାଧ ହାର

ଭୁବନେଶ୍ବର: ରାଜ୍ୟରେ କମୁନି ମହିଳା ବିରୋଧୀ ଅପରାଧ । ଦିନକୁ ଦିନ ମହିଳା ବିରୋଧୀ ଶୋଷଣ ବଢିଚାଲିଥିବା ବେଳେ ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତ ୮ ମାସରେ ୧୮ ହଜାର ୧ ମହିଳା ବିରୋଧୀ ଅପରାଧ ମାମଲା ରୁଜୁ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । …

ବାଲିଅନ୍ତାରେ ଆପାର୍ଟମେଣ୍ଟ ଲୁଟେରାର ଏନକାଉଣ୍ଟର କଲା ପୋଲିସ, ଏମ୍ସରେ ଭର୍ତ୍ତି

ଭୁବନେଶ୍ବର: କମିଶନରେଟ ପୋଲିସକୁ ଆଉ ଏକ ସଫଳତା। ରାଜଧାନୀରେ ପୋଲିସର ଏନକାଉଣ୍ଟର। ଏହା ସହିତ ଏକ ଆପାର୍ଟମେଣ୍ଟ ଲୁଟେରାକୁ କାବୁ କରିବାରେ ସଫଳ ହୋଇଛି ପୋଲିସ। ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା କେନାଲ ବନ୍ଧରେ ଏନକାଉଣ୍ଟର ହୋଇଛି। ରାଜ୍ୟ ବାହାରର ଲୁଟେରାକୁ ଏନକାଉଣ୍ଟର କରିଛି ପୋଲିସ।…

ମୋ ବସ୍‌ ଦୁର୍ଘଟଣା: ଝିଅ ପରେ ମାଆର ମୃତ୍ୟୁ

ଭୁବନେଶ୍ବର: ପାତ୍ରପଡ଼ା ମୋ ବସ୍ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ । ଝିଅ ପରେ ମୋ ବସ୍ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୋ ବସ୍‌ ଦୁର୍ଘଟଣାରେ ଗୁରୁତର ମହିଳାଙ୍କ ଆଜି ମୃତ୍ୟୁ ଘଟିଛି। ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ…

୧୩ଜିଲ୍ଲାରେ ସଭାପତି ଘୋଷଣା କଲା ବିଜେପି

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାର ୧୩ଟି ଜିଲ୍ଲାର ସଭାପତିଙ୍କ ନାଁ ରବିବାର ଘୋଷଣା କରିଛି। ଦଳ ଅନୁଗୁଳ ପାଇଁ ଯଯାତି କେଶରୀ ପଟ୍ଟନାୟକ, ଭଦ୍ରକ ପାଇଁ ଭଗବାନ ପଣ୍ଡା, ଭୁବନେଶ୍ୱର ପାଇଁ ନିରଞ୍ଜନ ମିଶ୍ର, ଗଜପତି ପାଇଁ ନବକିଶୋର ଶବର ଓ ଯାଜପୁର ପାଇଁ ଦେବଯାନୀ…

ସ୍କୁଟି ଚାଳକଙ୍କୁ ଘୋଷାଡ଼ି ନେଲା ‘ମୋ ବସ୍’

ଭୁବନେଶ୍ୱର,୧୬।୨: ରାଜଧାନୀ ଭୁବନେଶ୍ୱର ପାତ୍ରପଡ଼ାରେ ଏକ ମୋ ବସ୍ ସ୍କୁଟି ଉପରେ ମାଡିଯିବା ଦୁର୍ଘଟଣାର ଏକ ଭିଡିଓ ଫୁଟେଜ୍ ସାମ୍ନାକୁ ଆସିଛି। ଯାହା ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ଭିଡିଓ ଫୁଟେଜ୍ ମୋ ବସ୍ ଦ୍ରୁତ ଗତିରେ ଆସି ସ୍କୁଟିକୁ ଧକ୍କା…

ଓଡ଼ିଶାରେ IPL ଟ୍ରଫି: ଶ୍ରୀମନ୍ଦିରରେ ହେଲା ପୂଜା

ପୁରୀ,୧୬।୨: ଶ୍ରୀକ୍ଷେତ୍ର ପୁରୀରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ରବିବାର ଆଗାମୀ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) କ୍ରିକେଟ୍ ମ୍ୟାଚ୍ ର ଟ୍ରଫି ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ନିଆଯାଇଥିଲା। ସେଠାରେ ସେବାୟତମାନେ ଟ୍ରଫିକୁ ପୂଜାର୍ଚ୍ଚନା କରିଥିଲେ। ଟ୍ରଫି ଦେଖିବା ପାଇଁ ସେଠାରେ ବହୁ…

ଋଷିକୁଲ୍ୟା ମୁହାଣରେ ସମୂହ ଅଣ୍ଡାଦାନ କଲେ ଅଲିଭ୍‌ରିଡ୍‌ଲେ

ଗଞ୍ଜାମ : ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀ ମୁହାଣରେ ରବିବାର ଚଳିତବର୍ଷର ପ୍ରଥମ ଥର ପାଇଁ ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋର୍‌ ୪ଟାରେ ହଜାର ହଜାର କଇଁଛ ଋଷିକୁଲ୍ୟା ନଦୀ ମୁହାଣରେ ଏକାଠି ହୋଇ ଅଣ୍ଡାଦାନ କରିଥିଲେ। ପ୍ରଥମ ଦିନରେ ପ୍ରାୟ ୧୦ ହଜାରରୁ…