Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲା, କାଲି ସୁଦ୍ଧା ଓପିଏସ୍ସି ସାଇଟ୍ରେ ମେଧା ତାଲିକା ଦାଖଲ: ହାଇକୋର୍ଟ
କଟକ : ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟରେ ସଂଶୋଧିତ ମେଧା ତାଲିକା ଦାଖଲ । ହାଇକୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେଲେ ଓପିଏସସି ସଚିବ । ଆସନ୍ତାକାଲି ସୁଦ୍ଧା ଓପିଏସସି ୱେବସାଇଟରେ ପ୍ରଦର୍ଶନ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ପୂର୍ବ ତାଲିକା ଅନୁଯାୟୀ!-->…
ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣା: ଦଲାଲ ଦମ୍ପତି ଗିରଫ
କଟକ: ବାଂଲାଦେଶୀ ସେକ୍ସ ରାକେଟ୍ ମାମଲାରେ ଦଲାଲ ଦମ୍ପତିଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ମଧୁପାଟଣାରୁ ବାଂଲାଦେଶୀ ନାବାଳିକା ଉଦ୍ଧାର ଘଟଣାରେ ଦୁଇ ଜଣ ଗିରଫ କରିଛି ମଧୁପାଟଣା ଥାନା ପୋଲିସ। ଗିରଫ ଅଭିଯୁକ୍ତ ଦୁଇ ଜଣ କଟକ ସଦର ଥାନା ଅନ୍ତର୍ଗତ ଶ୍ରୀ କୋରୁଁଅ ଅଞ୍ଚଳର ସ୍ୱାମୀ ଓ!-->…
ଆସନ୍ତାକାଲିଠୁ ବିଧାନସଭାର ଶୀତକାଳୀନ ଅଧିବେଶ, ସୁରକ୍ଷା ପାଇଁ ନିୟୋଜିତ ହେବେ ୩୦ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଶୀତ କାଳିନ ଅଧିବେଶନ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥ କଡାକଡି କରାଯାଇଛି । ବିଧାନସଭାରେ ନିୟୋଜିତ ହେବେ ୩୦ ପ୍ଲାଟୁନ ଫୋର୍ସ । ଡିସିପିଙ୍କ ନେତୃତ୍ୱରେ ୮ ଜଣ ଆଡିସିନାଲ ଡିସିପି , ୨ କମ୍ପାନୀ ସିଆରପିଏଫ, ୨ ୟୁନିଟ ସ୍ପେସାଲ!-->…
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା: ତଦନ୍ତ ପାଇଁ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍
ଯାଜପୁର: ଯାଜପୁର ଟାଉନ ଥାନାରେ କ୍ରାଇମ୍ବ୍ରାଞ୍ଚ ଟିମ୍ । ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ କ୍ରାଇମ୍ବ୍ରାଞ୍ଚର ତନାଘନା ଆରମ୍ଭ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ଆରମ୍ଭ। ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କ୍ରାଇମ୍ ବ୍ରାଞ୍ଚ ହାତକୁ ଗଲା!-->…
ଆକ୍ସନ୍ ମୋଡରେ ମନ୍ତ୍ରୀ, ଫୋନରେ ଅଧିକାରୀଙ୍କୁ କଲେ ତାଗିଦ୍
ବାଙ୍ଗିରିପୋଷି : ଆକ୍ସନ୍ ମୋଡରେ ମନ୍ତ୍ରୀ, ଫୋନ୍ ରେ କରୁଛନ୍ତି ତାଗିଦ୍ । କହୁଛନ୍ତି ଯେଉଁ ଭଳିଆ ରାଜପଥ ମରାମତି କାମ କରୁଛନ୍ତି ,ଆପଣଙ୍କୁ ଜେଲ ପଠେଇ ଦେବା କଥା । ଏମିତି କଣ କାମ କରାଯାଏ । ଏଭଳି ଅନେକ କଥା କହୁଛନ୍ତି ଖୋଦ୍ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ସିଧା!-->…
ଏନକ୍ଲୋଜରରୁ ବାହାରି ଘଞ୍ଚ ଜଙ୍ଗଲ ଗଲା ‘ଜିନତ୍’
ବାରିପଦା: ଏନ୍କ୍ଲୋଜର୍ରୁ ବାହାରିଲା ବାଘୁଣୀ ‘ଜୀନ୍ନତ’। ଶିମିଳିପାଳର ଉତ୍ତର ଡିଭିଜନ୍ କୋର୍ ଏରିଆକୁ ଛଡ଼ାଗଲା। ରାତି ୯ଟା ୩୦ରେ ଛଡ଼ାଯାଇଥିବା ନେଇ ଶିମିଳିପାଳ RCCF ସୂଚନା ଦେଇଛନ୍ତି। ତେବେ ୨୪ ଘଣ୍ଟିଆ ମନିଟରିଂରେ ରହିବ ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ‘ଜୀନ୍ନତ’।
ଏବେ!-->!-->!-->…
ଭାରତୀୟ କମ୍ୟୁନିଷ୍ଟ ପାର୍ଟି (CPI ) ପକ୍ଷରୁ ଶ୍ରମିକ, ଯୁବ-ଛାତ୍ର ଓ ମହିଳା ଶାଖା ସମ୍ମିଳନୀ
ବ୍ରହ୍ମପୁର : ଭାରତୀୟ କମ୍ୟୁନିଷ୍ଟ ପାର୍ଟି (CPI ) ବ୍ରହ୍ମପୁର ସହର, ଶ୍ରମିକ, ଯୁବ -ଛାତ୍ର ଓ ମହିଳା ଶାଖା ସମ୍ମିଳନୀ ଉପଲକ୍ଷେ ବ୍ରହ୍ମପୁର ପାର୍କ ସାହିସ୍ଥ ସିପିଆଇ କାର୍ଯ୍ୟାଳୟ ଠାରେ ଲାଲ୍ ପତାକା ଉତ୍ତୋଳନ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ପାର୍ଟି ନେତା ତଥା ପାର୍ଟି ନେତା ସାଥି!-->…
ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ଆସନ୍ତା ଡିସେମ୍ବର ୪ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ବ୍ଲୁ ଫ୍ଲାଗ୍ ବିଚ୍ ଠାରେ ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି।!-->…
୨ରୁ ୩ ମାସ ମଧ୍ୟରେ ଗଠନ ହେବ ଉତ୍ତର ଓଡ଼ିଶା ବିକାଶ ପରିଷଦ: ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ: ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ରବିବାର କହିଛନ୍ତି ଓଡ଼ିଶା ପାଇଁ ସ୍ୱତନ୍ତ୍ର ବିକାଶ ପରିଷଦ ଗଠନ ହେବ। ଆଉ ୨ରୁ ୩ ମାସ ମଧ୍ଯରେ ଉତ୍ତର ଓଡିଶା ବିକାଶ ପରିଷଦ ଗଠନ ହେବ। ଏଥିପାଇଁ ସ୍ୱତନ୍ତ୍ର ଟାକ୍ସଫୋର୍ସ ଗଠନ ହୋଇ କାମ ଆରମ୍ଭ ହୋଇଛି। ସୁନ୍ଦରଗଡ଼ ସଂସ୍କୃତି ଭବନରେ ଆୟୋଜିତ!-->…
ଓ୍ବାକଫ୍ ବିଲ୍ ବିରୋଧରେ ରାସ୍ତାକୁ ଓହ୍ଲାଇଲା ବିଜେଡି
ଭୁବନେଶ୍ବର: ଓ୍ବାକଫ୍ (ସଂଶୋଧନ) ବିଲ୍କୁ ବିରୋଧ କରି ରାସ୍ତାକୁ ଓହ୍ଲାଇଲା ବିଜେଡି । ଏହି ବିଲ୍ ଆସିଲେ ହିନ୍ଦୁ ମୁସଲମାନ ବିଭେଦ ସୃଷ୍ଟି ହେବ ଅଭିଯୋଗ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେଡି ।
ଆଜି ଓ୍ବାକଫ୍(ସଂଶୋଧନ) ବିଲ୍କୁ ବିରୋଧ କରି ରାଜଭବନ ନିକଟସ୍ଥ ସର୍କିଟ୍ ହାଉସ!-->!-->!-->…