Browsing Category

ଓଡିଶା

‘ବିଜେଡି ନେତା ନ ଚଳାଇଲେ ଧ୍ବଂସ ହୋଇଯିବ ବିଜେଡି’

ଭୁବନେଶ୍ବର: ଲୋକଙ୍କ ପାଇଁ କାମ କରିବାକୁ କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଲି । ଅନେକ ପ୍ରତିଶ୍ରୁତି ଦେଇ ଦଳରେ ସାମିଲ କରାଯାଇଥିଲା । ହେଲେ ଏବେ ଯଦି ତାହା ପୂରଣ ନହେଉଛି, ତେବେ ଦଳରେ କାହିଁକି ରହିବ ? ବିଜେଡିକୁ ନେତା ନ ଚଳାଇ ଆଉ ଜଣେ ଚଳାଇଲେ ଦଳ ଧ୍ବଂସ ହୋଇଯିବ । କଂଗ୍ରେସ ବରିଷ୍ଠ…

୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ…

ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ

ଭୁବନେଶ୍ଵର: ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ । ନୀଳଚକ୍ରରେ ନୂଆ ଅକ୍ଷୟ ଦଣ୍ଡ ଲଗାଇଛନ୍ତି ଚୂନରା ସେବାୟତ । ୧୭ ଫୁଟିଆ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡଟି ଭାଙ୍ଗି ଯାଇଥିଲା ।…

ସାତକୋଶିଆ ଗଣ୍ଡ ନିଷିଦ୍ଧାଞ୍ଚଳରେ ଉଡିଲା ହେଲିକପ୍ଟର

ଅନୁଗୁଳ: ଅନୁଗୁଳ ଜିଲ୍ଲା ମହାନଦୀର ସାତକୋଶିଆ ଗଣ୍ଡ ଉପରେ ଉଡ଼ିଛି ଏକ ହେଲିକପ୍ଟର । ନିଷିଦ୍ଧାଞ୍ଚଳ ସତ୍ତ୍ୱେ କିଏ ଓ କାହିଁକି ଗଣ୍ଡ ଉପରେ ହେଲିକପ୍ଟର ଉଡ଼ାଇଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ଗୁରୁବାର ଅପରାହ୍ନ ୨ଟାରେ ଏହି ହେଲିକପ୍ଟରଟି ଗଣ୍ଡର ତଳ ଅବବାହିକା ଦିଗରୁ ଆଠମଲ୍ଲିକ…

ପାଣ୍ଡିଆନଙ୍କ କଥାରେ ଗୃହକୁ ଅଚଳ କରୁଛି ବିଜେଡି: ଜୟନାରାୟଣ

ଭୁବନେଶ୍ଵର: ଦଳରେ ନାହାଁନ୍ତି କିନ୍ତୁ ବିଧାନସଭାରେ ଚାଲୁଛି ପାଣ୍ଡିଆନ୍ ରାଜ୍ । ବିଧାନସଭାରେ ପାଣ୍ଡିଆନଙ୍କ ଉପସ୍ଥିତିକୁ ନେଇ ପ୍ରମାଣ ଦେଲେ ଜୟନାରାୟଣ । କହିଲେ ଏବେ ବି ବିଜେଡିରେ ଚାଲିଛି ପାଣ୍ଡିଆନଙ୍କ ରାଜ । ପାଣ୍ଡିଆନଙ୍କ କଥାରେ ଗୃହକୁ ଅଚଳ କରୁଛି ବିଜେଡି । ଏବେ ବି ବିଜେଡିରେ…

ମାରଣାସ୍ତ୍ର ଦେଖାଇ ପିଇଓଙ୍କଠାରୁ ୮ ଲକ୍ଷରୁ ଊର୍ଦ୍ଧ୍ୱ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଲୁଟ୍‌

କୋରାପୁଟ: କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଆଜି ଦିନ ଦିପହରରେ ଜଣେ ପିଇଓଙ୍କଠାରୁ ୮ ଲକ୍ଷ ୫୯ ହଜାର ୩୦୦ ଟଙ୍କା ଲୁଟ୍ ହୋଇଯାଇଥିବା ଅଭିଯୋଗ ହୋଇଛି। ବିସିଂହପୁର ଥାନା ପୁଲିସ ଘଟଣାର ତଦନ୍ତ କରୁଛି। ଅଭିଯୋଗ ଅନୁଯାୟୀ, ବୋରିଗୁମ୍ମା ବ୍ଲକ ବୋଡ଼ିଗାଁ…

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର

ପୁରୀ: ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନ ଭଣ୍ଡାରରେ କେତେ ଅଳଙ୍କାର ଅଛି , ତାହା ସାର୍ବଜନୀନ  କରିବେ ସରକାର। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଗଣତି ମଣତି ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ। ବର୍ତ୍ତମାନ…

ବନ୍ଦ ଘର ଭିତରୁ ଗୋଟିଏ ପରିବାରର ତିନି ମୃତ ଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଢେଙ୍କାନାଳ : ବନ୍ଦ ଘର ଭିତରୁ ଗୋଟିଏ ପରିବାରର ତିନି ମୃତଦେହ ଉଦ୍ଧାର । ବେକରେ ଲଗାଇ ଏକା ସଙ୍ଗେ ଝୁଲିପଡିଲେ ପରିବାରର ବାପା ଓ ୪୦ ବର୍ଷୀୟ ଝିଅ ଓ ୧୬ ବର୍ଷୀୟ ନାତି । ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଚାଉଳିଆ ଖମାର ଗାଁରେ ଚାଞ୍ଚଲ୍ୟ । ତେବେ କେଉଁ କାରଣ ପାଇଁ ଏକା ସାଙ୍ଗରେ ତିନି ତିନି…

ବନ୍ଧମୁଣ୍ଡା ଗୁଳିକାଣ୍ଡ ଘଟଣାରେ ୫ ଅଟକ, ଘଟଣାସ୍ଥଳରୁ ଖୋକା ଜବତ

ରାଉରକେଲା : ବନ୍ଧମୁଣ୍ଡା ଗୁଳିକାଣ୍ଡ ଘଟଣାରେ ୫ ଜଣ ଅଟକ ହୋଇଛନ୍ତି । ଦୁଇ ଗୋଷ୍ଠୀ ବିବାଦ ମଧ୍ୟରେ ଗୁଳିମାଡ଼ ଘଟଣାରେ ପାଞ୍ଚ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି ବନ୍ଧମୁଣ୍ଡା ଥାନା ପୋଲିସ । ଗତକାଲି ସନ୍ଧ୍ୟାରେ ରାଉରକେଲା ବନ୍ଧମୁଣ୍ଡା ଥାନା ସେକ୍ଟର ଡି ମାର୍କେଟରେ ଫୁଟିଥିଲା ଗୁଳି । …

ଅନ୍ଧାରରେ ୩୧ ହଜାରରୁ ଅଧିକ ଅଙ୍ଗନବାଡି

ଭୁବନେଶ୍ବର: ପିଲାଟିର ଶିକ୍ଷାର ଏନ୍ତୁଡିଶାଳ ଅଙ୍ଗନବାଡି । ହେଲେ ଆଜି ବି ବିଭିନ୍ନ ଜିଲ୍ଲାରେ ଅବହେଳିତ ଭାବରେ ଅଙ୍ଗନବାଡି ଶିକ୍ଷା ଗ୍ରହଣ କରୁଛନ୍ତି କୁନି କୁନି ଛାତ୍ରଛାତ୍ରୀ । ଆଜି ବି ରାଜ୍ୟରେ ୩୧ ହଜାରରୁ ଅଧିକ ଅଙ୍ଗନବାଡି ଅନ୍ଧାରରେ ରହିଛି । ସେଠିକି ବିଦ୍ୟୁତ୍ ସଂଯୋଗ ଦିଆଯାଇନାହିଁ…