Browsing Category

ଓଡିଶା

ସାରା ରାଜ୍ୟରେ ପାଳିତ ହେଲା ପ୍ରଥମାଷ୍ଟମୀ, ଏଣ୍ଡୁରି ପିଠାର ମହକରେ ବାସିଲା ପୁରପଲ୍ଲୀ

ଭୁବନେଶ୍ବର : ସାରା ରାଜ୍ୟରେ ଆନନ୍ଦ ଉଲ୍ଲାସର ସହ ପାଳନ ହେଲା ପ୍ରଥମାଷ୍ଟମୀ | ବଡପୁଅ ବା ଝିଅମାନଙ୍କର ନୂଆ ବସ୍ତ୍ର ପରିଧାନ ସହିତ ଏଣ୍ଡୁରି ପିଠାର ମହକରେ ବାସିଲା ପୁରପଲ୍ଲୀ | ସୂଚନାଯୋଗ୍ୟ ମାର୍ଗଶୀର ମାସର ଅଷ୍ଟମୀ ତିଥୀ ପ୍ରଥମାଷ୍ଟମୀ ଭାବରେ ପରିଚିତ। ଏହାକୁ ବେଶ ଭଲ ଭାବରେ ପାଳିଥାନ୍ତି

ଓଡ଼ିଶାର ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ପାଇଁ ନିବେଶକଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର : ନୂଆଦିଲ୍ଲୀରେ ହୋଇଥିବା ଅକ୍ଷୟ ଶକ୍ତି ରାଉଣ୍ଡ ଟେବୁଲ ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଅଧ୍ୟକ୍ଷତା କରିଥିଲେ। ସୋସାଇଟି ଫର ଲିଗାଲ ଆଣ୍ଡ ପଲିସି ରିସର୍ଚ୍ଚ ଓ ଇଡାମ ଇନଫ୍ରାଷ୍ଟ୍ରକ୍ଚରର ମିଳିତ

ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ

ଯାଜପୁର : ଯାଜପୁର ରାଜନୀତିରେ ଘଡ଼ିକେ ଘୋଡା ଛୁଟୁଛି। ହିମାଂଶୁ ସାହୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରିଛନ୍ତି ବିଞ୍ଝାରପୁର ବିଧାୟକ ପ୍ରମିଳା ମଲ୍ଲିକ। ସେ ଖାଲି ଏଣ୍ଟ୍ରୀ ମାରିନାହାନ୍ତି, ବରଂ ହିମାଂଶୁଙ୍କ ବିରୋଧରେ ବହେ ବର୍ଷିଛନ୍ତି। ପ୍ରମିଳା ମାଡାମଙ୍କ ଆରୋପର ଗୋଟି ଗୋଟି କରି ଜବାବ

ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ

ଭୁବନେଶ୍ବର : ଓଡ଼ିଶା ଶିଳ୍ପ ନୀତି-୨୦୧୫ରେ ଦୁଇଟି ସଂଶୋଧନକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ଏହାସହିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ଆଜି କ୍ୟାବିନେଟର ମଞ୍ଜୁରୀ ମିଳିଛି ।ରାଜ୍ୟ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ

ଆଧୁନିକ ଓଡ଼ିଶାର ନିର୍ମାତାଙ୍କୁ ଲୁଚେଇକି ରଖି ତାଙ୍କୁ ଅବହେଳା କରାଯାଇଥିଲା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୨୩।୧୧: ହରେକୃଷ୍ଣ ମହତାବ ଜୟନ୍ତୀ ଉଦଯାପନୀ ଉତ୍ସବରେ ତତ୍‌କାଳୀନ ସରକାରଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ । ମହାପୁରୁଷଙ୍କୁ ସମ୍ମାନ ଦିଆଯାଉନଥିବା କହି ଉଠାଇଲେ ବଡ଼ ପ୍ରଶ୍ନ। ହରେକୃଷ୍ଣ ମହତାବଙ୍କ ଜୟନ୍ତୀର ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ

ବିଲ୍ଡର ସଂସ୍ଥା ‘Z’ରେ ED ରେଡ୍

ଭୁବନେଶ୍ବର : ବିଲ୍ଡର ସଂସ୍ଥା ‘ଜେଡ୍’ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ବେଆଇନ ବୈଦେଶିକ ମୁଦ୍ରା ବିନିମୟ ଅଭିଯୋଗରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି। ଇଡି ପକ୍ଷରୁ ୧୧ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।ବିଲ୍ଡର ସଂସ୍ଥା ‘ଜେଡ୍’

ପୋଢୁଆଁ ହେବେ ବଡ଼ ଠାକୁର; ମାମୁ ଘରୁ ଗଲା ଭାର

ପୋଢୁଆଁ ହେବେ ବଡ଼ ଠାକୁର। ଏଥିପାଇଁ ମହାପ୍ରଭୁଙ୍କ ମାମୁ ଘର କଟକ ନିଆଳିର ଶ୍ରୀମାଧବନନ୍ଦ ଜିଉ ମନ୍ଦିରରୁ ପୁରୀ ଯାଇଛି ପୋଢୁଆଁ ଭାର। ମହାପ୍ରଭୁଙ୍କ ଖଣ୍ଡୁଆ ପାଟଠାରୁ ଆରମ୍ଭ କରି ପିଠା ପାଇଁ ବିରି, ନଡିଆ, ଗୁଡ, ଛେନା, କଦଳୀ, ସହିତ ବିଭିନ୍ନ ପ୍ରକାରର ଫୁଲ,ଫଳ ଓ ଦୟଣା

ଘନ କୁହୁଡି ନେଇ ୩ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଏବେ ଶୀତର ପ୍ରକୋପ ଧୀରେ ଧୀରେ ବଢିବାରେ ଲାଗିଛି । ଚାରିଆଡେ ସକାଳ ସମୟରେ ଘନ କୁହୁଡି ମଧ୍ୟ ଦେଖିବାକୁ ମିଳୁଛି । ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ହେଲେ ଆସନ୍ତା ୨୭ରେ ୪ଟି ଜିଲ୍ଲାରେ ବର୍ଷା ହେବାନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ

ରେଳବାଇ ପୁଲିସ ଦ୍ବାରା ୧୨୦ କୁଇଣ୍ଟାଲ ଗଞ୍ଜେଇ ଜବତ, ୧୬ ଅଭିଯୁକ୍ତ ଗିରଫ

କୋରାପୁଟ: ଗଞ୍ଜେଇ ଚାଷ ଓ ଚାଳାଣକାରୀଙ୍କ ହବ୍ ଅବିଭକ୍ତ କୋରାପୁଟ ଜିଲ୍ଲା। ବିଭିନ୍ନ ମାଧ୍ୟମ, ପଦ୍ଧତିରେ ଚାଳାଣ ଜାରି ରହିଛି। ସଡ଼କ ପଥରେ ବିଭିନ୍ନ ବସ୍‌, ଭ୍ୟାନ୍‌, ଟ୍ରକ୍‌ ଓ ବାଇକରେ ଚାଳାଣ ବେଳେ ଧରା ପଡ଼ୁଥିବାରୁ ନୂଆନୂଆ ପଇଁତରା ମାଫିଆମାନେ ପ୍ରୟୋଗ କରୁଛନ୍ତି। ସଡ଼କ ପଥ ଛାଡ଼ି ଏବେ

ବାଇକକୁ ମୁହାଁମୁହିଁ ପିଟିଲା ଟ୍ରକ୍ ; ୪ମୃତ

ଜୟପୁର: ମର୍ମନ୍ତୁଦ ଦୁର୍ଘଟଣା । ମାଡ଼ିଗଲା ଟ୍ରକ୍, ୪ମୃତ। ଜୟପୁର ସଦର ଥାନା ଅନ୍ତର୍ଗତ ଜବାକନାଡ଼ି ଠାରେ ଜାତୀୟ ରାଜପଥରେ ଏକ ବାଇକକୁ ମାଲବାହୀ ଟ୍ରକ ଧକ୍କା ଦେଇଥିଲା । ୪ ଜଣ ବାଇକରେ ଯାଉଥିବାବେଳେ ଏକ ଟ୍ରକ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ