Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସିକଲ ସେଲ ରୋଗ ବିଷୟରେ ସଚେତନତା ଶିବିର
ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଖଜୁରୀପଡା ପଞ୍ଚାୟତ ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ସିକଲ ସେଲ ରୋଗ ବିଷୟରେ ଏକ ସଚେତନତା ଶିବିର ର ଆୟୋଜନ!-->…
ଛାତ୍ରୀଙ୍କୁ କମେଣ୍ଟ ମାରିବାକୁ କେନ୍ଦ୍ରକରି ତୁମୁଳକାଣ୍ଡ
ପାଟଣସାହି ଠାରୁ ବସ୍ ଟର୍ମିନାଲ ପରିସର ପାଲଟିଲା ରଣକ୍ଷେତ୍ର: ୨ ରୋମିଓ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୈାରାଞ୍ଚଳର ବିଭିନ୍ନ ସାହି ବସ୍ତିରେ ଗଢି ଉଠିଥିବା କୋଚିଂ ସେଣ୍ଟର ଓ ବସ୍ ଟର୍ମିନାଲ ଚା ଦୋକାନ ପାଲଟିଛି ରୋଡ ରୋମିଓଙ୍କ ଆଡ୍ଡାସ୍ଥଳୀ । ସ୍ଥାନୀୟ ସହର!-->…
ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍
ଭୁବନେଶ୍ବର : ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାପାର ହେବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍। ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ।ଆଜି ଦିନ ପ୍ରାୟ ୧୦ଟା ୩୦ ଟା ସମୟରେ ମହିଳା ଜଣଙ୍କ ପଳାଶୁଣି ଛକରେ!-->…
୫ ବର୍ଷ ପୂର୍ବରୁ ବିଜେଡି ସରକାରକୁ ଫେରିବା ଅବାସ୍ତବ କଥା
ଭୁବନେଶ୍ବର : ଦିବା ସ୍ୱପ୍ନ ଦେଖୁଥିବା ବିଜେଡି ନେତାଙ୍କୁ ଜବାବ ଦେଲେ ନିଜ ଦଳର ବରିଷ୍ଠ ବିଧାୟକ ବଦ୍ରିନାରାୟଣ ପାତ୍ର। ସେ କହିଛନ୍ତି, ସଂଖ୍ୟାଗରିଷ୍ଠତା ପାଇ ବିଜେପି ସରକାର ଗଢ଼ିଛି। ଏଭଳି ସ୍ଥିତିରେ ବିଜେଡି ପୁଣି ସରକାର କରିବ, କଂଗ୍ରେସ ସହିତ ମିଶି ସରକାର କରିବ - ଆଦି କହିବା ଅବାସ୍ତବ!-->…
‘ପରଦା ପଛର ଖଳନାୟକଙ୍କୁ ଛଡ଼ାଯିବନି, କାର୍ଯ୍ୟାନୁଷ୍ଠାନ ନିଆଯିବ’
ଯାଜପୁର : ବିଜେଡିର ପ୍ରଭାବଶାଳୀ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ଓରଫ ବବିଙ୍କ ଇଙ୍ଗିତରେ ତାଙ୍କ ସମର୍ଥକମାନେ ମୋ ଉପରେ ଆକ୍ରମଣ କରିଛନ୍ତି। ସେମାନେ ମୋତେ ମାରିଦେବା ପାଇଁ ଚାହୁଁଥିଲେ। ୨୫ ବର୍ଷର କ୍ଷମତାରେ ରହି ହଟିବା ପରେ ସେମାନେ ପଇସା ପାଇଁ ପରଦା ପଛରେ ରହି!-->…
ଆସନ୍ତା ୨୩ରେ ମନ୍ତ୍ରୀ ପରିଷଦ ବୈଠକ, ଅତିରିକ୍ତ ବଜେଟ୍କୁ ଅନୁମୋଦନ, ୨୬ରେ ବିଧାନସଭା
ଭୁବନେଶ୍ବର ୨୧।୧୧: ଆସନ୍ତା ୨୩ ତାରିଖରେ ମନ୍ତ୍ରୀ ପରିଷଦ ବୈଠକ । ସେହିଦିନ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ରାଜ୍ୟର ଅତିରିକ୍ତ ବଜେଟ୍ ଉପରେ ଆଲୋଚନା କରାଯିବ । ମନ୍ତ୍ରୀ ମାନଙ୍କ ମଧ୍ୟରେ ଆଲୋଚନା ପରେ ଏହି!-->…
ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା, ଓଡିଶା ଲୋକସେବା ଆୟୋଗ ଉପରେ ବର୍ଷିଲେ ହାଇକୋର୍ଟ
କଟକ: ହାଇକୋର୍ଟରେ ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା। ଓଡିଶା ଲୋକସେବା ଆୟୋଗ ଉପରେ ବର୍ଷିଲେ ହାଇକୋର୍ଟ। ଓପିଏସସି ଅଧ୍ୟକ୍ଷ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନିର୍ଦ୍ଦେଶ। ନିଯୁକ୍ତିରେ ଅନିୟମିତତା ନେଇ ହୋଇଛି ଅଭିଯୋଗ। ଡେଣ୍ଟାଲ ସର୍ଜନ ମେରିଟ ଲିଷ୍ଟ ମଗାଇଥିଲେ ହାଇକୋର୍ଟ।!-->…
ଡ୍ୟୁଟି ବେଳେ ଚାଲିଗଲା ଜୀବନ,ପାଟ୍ରୋଲିଂ ବେଳେ ଟଳିପଡିଲେ ବନ କର୍ମଚାରୀ
କେନ୍ଦ୍ରାପଡା ୨୧/୧୧: ମଝି ସମୁଦ୍ରରେ ଚାଲିଗଲା ଜୀବନ । ପାଟ୍ରୋଲିଂ ବେଳେ ଟଳିପଡିଲେ ବନ କର୍ମଚାରୀ । କେନ୍ଦ୍ରାପଡା ରାଜନଗର ବ୍ଲକ ବନବିଭାଗର ବିରଳ ଅଲିଭ ରିଡ୍ଲେ କଇଁଛଙ୍କ ସୁରକ୍ଷା ପାଇଁ ପାଟ୍ରୋଲିଂ ଚାଲିଥିବାବେଳେ ଘଟିଛି ଅଘଟଣ । ସମୁଦ୍ର ମଝିରେ ବେଆଇନ ଭାବେ ମାଛ ଧରୁଥିବା ନାଗେଶ୍ବର!-->…
କଟକ ଓ କେନ୍ଦ୍ରାପଡାରେ ଅଗ୍ନିକାଣ୍ଡ
କଟକ : କଟକରେ ଗୁରୁବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବକ୍ସି ବଜାର ମଣିସାହୁ ଛକ ନିକଟସ୍ଥ ଏକ ଇଲକ୍ଟ୍ରୋନିକ ମରାମତି ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ, ୱାସିଂମେସିନ, କୁଲର ସଜଡା ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଅନେକ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି।!-->…
ବୈଦ୍ୟେଶ୍ୱରଟି ସେତୁ ନିକଟରୁ ୨୬ଗୋରୁ ଉଦ୍ଧାର: ୨ ଗାଈ ମୃତ, ୨ ବେପାରୀ ଗିରଫ
ବାଙ୍କୀ : ଆଜି ଭୋର ସମୟ ବାଙ୍କୀ ବ୍ଲକ ଅନ୍ତର୍ଗତ ବୈଦେଶ୍ଵର ଥାନା ପୁଲିସ ପକ୍ଷରୁ ଗୋରୁ ଚାଲାଣ ଖବର ପାଇ ହୋଇଥିଲା ଚଢ଼ାଉ କରାଯାଇଥିଲା। ଖବର ପାଇ ପୁଲିସ ଗୋରୁ ଗାଡିକୁ ଜବତ ପାଇଁ ଉଦ୍ୟମ କରିଥିବାବେଳେ ଗୋ ବେପାରୀ ମାଫିଆ ଓ ପୁଲିସ ମୁହାଁମୁହିଁ ହୋଇଥିଲେ। ଗୋରୁ ବେପାରୀଙ୍କୁ ସୁରକ୍ଷା!-->…