Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏଥର ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା; ୨୪ରେ ପାଇବେ ୨୦ ଲକ୍ଷ ମହିଳା
ଭୁବନେଶ୍ବର : ଆସନ୍ତା ୨୪ ତାରିଖରେ ଆସିବ ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା। ଏଥର ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡ଼ି କର୍ମୀ। ସମସ୍ତଙ୍କର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏଥିସହ ସୁଭଦ୍ରା ଯୋଜନାରୁ ବାଦ ପଡ଼ିଥିବା ୨!-->…
ବିଜେପି ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍
ଭୁବନେଶ୍ବର : ବିଜେପି ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍। ବିଧାୟକଙ୍କ ପିଏସ୍ଓଙ୍କ ଏତଲା ଆଧାରରେ ପୁଲିସ୍ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପରେ ସେମାନଙ୍କୁ ଯାଜପୁର SDJM କୋର୍ଟରେ ହାଜର କରାଇଛି। କୋର୍ଟ ସେମାନଙ୍କ ଜାମିନ୍ ଆବେଦନକୁ ଖାରଜ!-->…
ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ
ଭୁବନେଶ୍ବର : ଓଡ଼ିଶାରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱ ବିଦ୍ୟାଳୟ। ଏ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ସେପଟେ ସମ୍ବଲପୁରରେ ୧୦୦ ଏକର ଜମିରେ ହେବ ଆକୁଆ ପାର୍କ। ମଧୁର ମାଛ ଉତ୍ପାଦନରେ ଆତ୍ମନିର୍ଭର ହେବ ଓଡ଼ିଶା। ସାରା ଦେଶରେ ଓଡ଼ିଶା ୪ ନମ୍ବରରେ ଥିବା ବେଳେ ରପ୍ତାନି ମଧ୍ୟ ବଢିଛି। ବିଶ୍ୱ!-->…
ଆସନ୍ତାକାଲି ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ
ନୂଆଦିଲ୍ଲୀ :ଆସନ୍ତାକାଲି ସକାଳ ୮ଟାରେ ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ୍ ଆଶ୍ରମ। ବୈକୁଣ୍ଠଧାମ ଆଶ୍ରମ ଭାଙ୍ଗିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଘୋଷଣା କରିଛି। ଜିଏ, ଭୁବନେଶ୍ୱର ମହାନଗର ନିଗମ ନିଗମ (ବିଏମ୍ସି) ଓ କମିଶନରେଟ୍ ପୁଲିସ ମିଳିତ ଭାବେ ଆଶ୍ରମ ଭାଙ୍ଗିବେ।!-->…
ମାଲକାନଗିରି ରେ ମାଓ ଉପଦ୍ରବ ବଡ଼ ଧରଣର ଗୁଳି ବିନିମୟ : ଜଣେ ମାଓବାଦୀ ମୃତ ଜଣେ ଜବାନ ଆହତ…
ମାଲକାନଗିରି ୨୧/୧୧ଦୀର୍ଘଦିନ ପରେ ମାଲକାନଗିରି ବଡ଼ ଧରଣର ଗୁଳିବିନିମୟ ଘଟିଛି। ମାଲକାନଗିରି ଜିଲ୍ଲା ମଧ୍ୟକୁ ବାହାର ରାଜ୍ୟରୁ ମାଓବାଦୀ ପଶିବାକୁ ଉଦ୍ୟମ ବେଳେ ଡିଭିଏଫ ଯବାନ ଓ ମାଓବାଦୀ ଙ୍କ ମଧ୍ୟରେ ଏହି ଗୁଳିବିନିମୟ ଘଟିଥିବା ସୂଚନା ମିଳିଛି। ତଥ୍ୟ ଅନୁଯାୟୀ ଜିଲ୍ଲାର କାଲିମେଳା!-->!-->!-->…
ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନଠାରେ ୭୧ତମ ସମବାୟ ସପ୍ତାହ ପାଳିତ
ଫୁଲବାଣୀ : ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନଠାରେ ଜିଲା ସମବାୟ ସଂଘ ସଭାନେତ୍ରୀ ସୁପ୍ରଭା ନାୟକଙ୍କ ସଭାପତିତ୍ୱ ରେ ୭୧ତମ ସମବାୟ ସପ୍ତାହ ପାଳିତ ହୋଇଯାଇଛି।ଏହି ଅବସରରେ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କନ୍ଧମାଳ ଜିଲ୍ଲାରେ ଅଧିକ ସମବାୟ ଅନୁଷ୍ଠାନ ଗଠନ କରି!-->…
ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ କଣ୍ଠଶିଳ୍ପୀ ସୋନୁ ନିଗମ
ପୁରୀ: ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ ଆଜି ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି । ଦୀର୍ଘ ଦିନ ପରେ ମହାପ୍ରଭୁଙ୍କ ଦର୍ଶନ ପାଇ ସେ ବେଶ ଭାବ ବିହ୍ୱଳ ହୋଇ ପଡ଼ିଥିଲେ । ମହାପ୍ରଭୁଙ୍କ ଦର୍ଶନ ପାଇ ସେ ନିଜକୁ ଭାଗ୍ୟବାନ ମନେ କରିଥିବା କହିଛନ୍ତି ।
!-->!-->!-->…
୩ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ୭ ଯାଏ ରହିବେ
ଭୁବନେଶ୍ବର/ ରାଇରଙ୍ଗପୁର/କଳାବାଡ଼ିଆ: ଆସନ୍ତା ମାସ ୩ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ପହଞ୍ଚିବେ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି।!-->…
ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ବଢିଲା ଆବେଦନ ତାରିଖ
ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ବଢିଲା ଆବେଦନ ତାରିଖ । ଆସନ୍ତା ୨୭ ତାରିଖକୁ ବୃଦ୍ଧି କରାଯାଇଛି । ଆସନ୍ତା ଶିକ୍ଷାବର୍ଷ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଏହି ବର୍ଦ୍ଧିତ!-->…
୨୪୦୦ ବୋତଲ କଫ୍ ସିରଫ୍ ଜବତ, ୧୨ ଗିରଫ
ସମ୍ବଲପୁର: ଜବତ ହୋଇଛି ବିପୁଳ ପରିମାଣର କଫ୍ ସିରପ୍। ସମ୍ବଲପୁରରେ ପୁଣି ଥରେ ବିପୁଳ ପରିମାଣର ନିଷିଦ୍ଧ କଫ୍ସିରପ ଜବତ ହୋଇଛି। ହିରାକୁଦ ଥାନା ପୋଲିସ ଦ୍ୱାରା ବୁଧବାର ୨୪୦୦ ନିଷିଦ୍ଧ କଫ୍ ସିରପ୍ ଜବତ ହୋଇଛି। ଏହାସହ ସମ୍ପୃକ୍ତ ୧୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ବୁଧବାର!-->…