Browsing Category

ଓଡିଶା

୩ ହାତୀ ମୃତ୍ୟୁ ଘଟଣା; ଜବାବ ମାଗିଲେ ହାଇକୋର୍ଟ

ଭୁବନେଶ୍ବର: ବିଦ୍ୟୁତ ଆଘାତରେ ଏକାସାଙ୍ଗରେ ୩ ହାତୀଙ୍କ ଜୀବନ ଯିବା ଘଟଣାରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି ହାଇକୋର୍ଟ । ନିଜ ଆଡୁ ଜନସ୍ବାର୍ଥ ମାମଲା ରୁଜ୍ଜୁ କରି ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି । କେଉଁ କାରଣରୁ ହାତୀମାନଙ୍କ ଅପମୃତ୍ୟୁ ହେଉଛି, ସେନେଇ ଉତ୍ତର ମାଗିଛନ୍ତି

୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର: ଡିସେମ୍ବରରେ ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି । ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡିସେମ୍ବର ୩ରୁ ୭ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଦିଲ୍ଲୀ ପ୍ରତ୍ୟାବତ୍ତର୍ନ କରିବାର କାର୍ଯ୍ୟକ୍ରମ

ରାୟଗଡ଼ାରେ ଚାଞ୍ଚଲ୍ୟ: ଦାରିଦ୍ର୍ୟ ଯୋଗୁ ଶିଶୁକନ୍ୟାକୁ ବିକ୍ରି କଲେ ଦମ୍ପତି

ରାୟଗଡ଼ା: ଦାରିଦ୍ର୍ୟ ଯୋଗୁଁ ନିଜର ନବଜାତ ଶିଶୁକନ୍ୟାକୁ ବିକ୍ରି କଲା ମାଆ । ୨୦ ହଜାର ଟଙ୍କାରେ ବିକ୍ରିକଲା ମାଆ । ଜେକେପୁର ଚାନ୍ଦିଲି ଥାନା ଅନ୍ତର୍ଗତ ନୂଆପଡା ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ନୂଆପଡା ସାହିରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ସିଡବ୍ଲୁସି । ଚଳିତ ମାସ ଅର୍ଥାତ

୨୬ରୁ ଶୀତକାଳୀନ ଅଧିବେଶନ: ୨୫ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଆସନ୍ତା ୨୬ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଶୀତକାଳୀନ ଅଧିବେଶନ । ଏଥିପାଇଁ ଦିନକ ପୂର୍ବରୁ ଅର୍ଥାତ୍ ଆସନ୍ତା ୨୫ ତାରିଖରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ । ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ।

କନ୍ଧମାଳ ଜିଲ୍ଲାର କଳା ଓ କ୍ରୀଡ଼ା ପ୍ରଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ଦାବିରେ ଜିଲ୍ଲା ପ୍ରଶାସନକୁ ଦାବୀ ପତ୍ର ପ୍ରଦାନ

କନ୍ଧମାଳ : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କ୍ରୀଡ଼ା ଓ କଳା ଶିକ୍ଷାକୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳନ କରିବା ନିମନ୍ତେ ଗତ ୨୦୧୩ ମସିହାରେ ସମସ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ସମସ୍ତ ଅସ୍ଥାୟୀ କଳା ଓ କ୍ରୀଡ଼ା ପ୍ରଶିକ୍ଷକ ମାନଙ୍କୁ ସ୍ଥାୟୀ

ସୈତାନ ସାଜିଲେ ମା’-ବାପା: ପୁଅକୁ ମାରି ମାଟିରେ ପୋତିଦେଲେ

ଚୌଦ୍ଵାର: ନିଶାଗ୍ରସ୍ତ ଅବସ୍ଥାରେ ସୈତାନ ସାଜିଲେ ମା’-ବାପା । ପୁଅକୁ ମାରି ମାଟିରେ ପୋତିଦେଲେ । ନିଜ ଜନ୍ମ କଲା ସନ୍ତାକୁ ହତ୍ୟାକରିବା ପରେ ଏପରି କରିଛନ୍ତି ବାପା ମାଆ । ଚୌଦ୍ଵାର ଥାନା ଅନ୍ତର୍ଗତ ବ୍ୟାଘ୍ର ବାହିନୀ ମୁଣ୍ଡା ସାହିର ଘଟଣା । ସୂଚନା ଅନୁୟାୟୀ ,

ବିଶ୍ୱ ଶୌଚାଳୟ ଦିବସ ପାଳିତ : ତିନି ବ୍ଲକ ପୁରସ୍କୃତ

ଛତ୍ରପୁର, : ପ୍ରତିବର୍ଷ ୧୯ ନଭେମ୍ବରରେ ‘ବିଶ୍ୱ ଶୌଚାଳୟ ଦିବସ’ ପାଳନ କରାଯାଏ । ଏହି ଦିନର ଉଦ୍ଦେଶ୍ୟ ହେଉଛି ସ୍ୱଚ୍ଛତା ବିଶ୍ୱ ବିକାଶ ଓ ସମାଜର ଗରିବ ଶ୍ରେଣୀର ଲୋକଙ୍କ ମଧ୍ୟରେ ସଫାସୁତୁରାକୁ ନେଇ ସଚେତନତା ସୃଷ୍ଟି କରିବା ଓ ସମସ୍ତେ ଶୌଚାଳୟ ବ୍ୟବହାର କରିବା | ଚଳିତ ବର୍ଷ “ଆମ ଶୌଚାଳୟ

ସରକାରୀ ବାବୁଙ୍କ ଘରେ ପୁଳା ପୁଳା ସମ୍ପତ୍ତି: ଗିରଫ ହେଲେ ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ

ଢେଙ୍କାନାଳ: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ। ଗତକାଲି ଏକାଧିକ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ବାବୁଙ୍କ କୋଠାର ତାଲିକା ଦେଖି ତାଜୁବ ହୋଇଯାଇଥିଲା ଭିଜିଲାନ୍ସ। ଭୁବନେଶ୍ବର ଠାରୁ ଆରମ୍ଭ

ବାଲିଯାତ୍ରାକୁ ନେଇ କିଛି ତଥ୍ୟ

ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର)

ଜାନୁଆରି ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତିମଣତି: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ ଏଏସଆଇ ରତ୍ନଭଣ୍ଡାରର ମରାମତି କାମ କରିପାରିନଥିଲା। ହେଲେ ଏବେ ମରାମତି କାମ ଆରମ୍ଭ ହେବ। ଏନେଇ ଏଏସଆଇ ପକ୍ଷରୁ ପ୍ରସ୍ତୁତି