Browsing Category

ଓଡିଶା

ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ

କଟକ ବାଲିଯାତ୍ରାରେ ଅଘଟଣ ଘଟିଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଯାଇଛି ଜଣେ ନାବାଳକଙ୍କ ଜୀବନ। ମୃତକ ହେଲେ ବିଶ୍ୱ ପ୍ରକାଶ ମନ୍ଥନ। ଘର ଜଗତସିଂହପୁର ଅଞ୍ଚଳରେ। କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ସେ ପଢୁଥିଲେ। ବିଶ୍ୱ ପ୍ରକାଶ ବାଲିଯାତ୍ରା

ବାଘ ଛାଲ ଜବତ, ୩ ବେପାରୀ ଅଟକ

ବାଙ୍ଗିରିପୋଷି : ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ କଲରାପତରିଆ ବାଘ ଚମଡ଼ା ଜବତ ସହ ୩ ଅଟକ , ଅନ୍ୟ ଜଣେ ଫେରାର। ବନ ବିଭାଗ କୌଣସି ସୂତ୍ରରୁ ବାଘ ଛାଲ ବିକ୍ରି ହେଉଥିବାର ଖବର ପାଇ ବାଲିଖଣି ଗାଁ ରେ ଚଢ଼ାଉ କରିଥିଲେ। ୪ ଜଣ ବ୍ୟବସାୟୀ ଦୁଇଟି ବାଇକରେ ଜଙ୍ଗଲରୁ ବାଘଛାଲ

୨୦ରୁ ବରଗଡ଼, ୨୨ରୁ ସମ୍ବଲପୁରରେ ଧାନକିଣା

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରୁ ବରଗଡ଼ ଓ ୨୨ରୁ ସମ୍ବଲପୁରରେ ଖରିଫ ଧାନ କିଣା ଆରମ୍ଭ କରାଯିବ। ଧାନ ସଂଗ୍ରହ ସମୟରେ ଶସ୍ୟର ମାନ ପରୀକ୍ଷଣ ଲାଗି ପ୍ରଥମ ଥର ପାଇଁ ୨୦୦ଟି ମଣ୍ଡିଆରେ ସ୍ବୟଂକ୍ରିୟ ଶସ୍ୟ ମାନ ପରୀକ୍ଷଣ ଯନ୍ତ୍ର (ଅଟୋମେଟିକ୍‌ ଗ୍ରେନ୍‌ ଆନାଲାଇଜର) ଲଗାଯିବ। ୪୦୦୦ ମେଟ୍ରିକ

ସୋମବାର ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ

କଟକ: ଆଜି ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି ।  ସମୀର ଦେ’ଙ୍କ ଦେହାନ୍ତରେ ଆଜି ଦିନକ ପାଇଁ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖାଯିବ । ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କର ୬୮ ବର୍ଷ ବୟସରେ କଟକର

ଡେପୁଟି ଜେନେରାଲ୍ ମ୍ୟାନେଜରଙ୍କ ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍‌

ଭୁବନେଶ୍ବର : ମହାଧୂର୍ତ୍ତ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫର୍ କର୍ପୋରେସନ୍(OPHWC) ବ୍ରହ୍ମପୁର ଡିଭିଜନ୍‌ର ଡେପୁଟି ଜେନେରାଲ୍ ମ୍ୟାନେଜର୍ ସୁବାଷ ଚନ୍ଦ୍ର ପଣ୍ଡା। ଭିଜିଲାନ୍ସ ଟିମ୍‌କୁ ସକାଳୁ ସକାଳୁ ନିଜ ଘର ସମ୍ମୁଖରେ ଦେଖି ପଡ଼ୋଶୀର ଛାତକୁ ପିଙ୍ଗିଦେଲେ ବିଡ଼ା ବିଡ଼ା ନୋଟ। ପଡ଼ୋଶୀଙ୍କ ଛାତରୁ

ମାଟ୍ରିକ ଫର୍ମ ପୂରଣ ଅବଧି ବଢ଼ିଲା

କଟକ : ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧିକୁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ (BSE)। ପ୍ରେସ୍ ରିଲିଜ୍ ମାଧ୍ୟମରେ ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି।ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ଫର୍ମ ପୂରଣ ଅବଧିକୁ ବଢ଼ାଇଛି ବୋର୍ଡ। ସେହିପରି SOSC ପରୀକ୍ଷା ୨୦୨୫

ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର : କନ୍ଧମାଳ ଜିଲ୍ଲା ମାଣ୍ଡିପଙ୍କା ଆମ୍ବ ଟାକୁଆ ଟ୍ରାଜେଡିରେ ପୁଣି ଜଣଙ୍କ ଜୀବନ ଗଲା। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ମହିଳାଙ୍କର ଆଜି ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାଁ ଜିତା ମାଝୀ। ଏହା ସହିତ ଆମ୍ବ ଟାକୁଆ ଟ୍ରାଜେଡିରେ ମୃତ୍ୟୁ ସଂଖ୍ୟା ୩କୁ

ବିଜେଡି ନେତା ଏନ୍‌. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି

ଭୁବନେଶ୍ବର : ବିଜେଡି ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ୍‌. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି। ରାୟଗଡାର ପୂର୍ବତନ ବିଜେଡି କାଉନସିଲର ଭାଗିରଥୀ ମଣ୍ଡାଙ୍ଗି ହତ୍ୟା ମାମଲାରେ ତାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ଓଡିଶା ହାଇକୋର୍ଟ। ଡିସେମ୍ବର ୯ ତାରିଖରେ ମାମଲାର

‘ରାଣ୍ଡୀପୁଅ ଅନନ୍ତା’କୁ ନେଇ ମନ୍ତବ୍ୟ: କ୍ଷମାପ୍ରାର୍ଥନା କଲେ ମନୋଜ ମିଶ୍ର

ଭୁବନେଶ୍ବର: ବ୍ୟାସକବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ‘ରାଣ୍ଡୀପୁଅ ଅନନ୍ତା’କୁ ନେଇ ବ୍ରିଭାନ୍ତିକର ମନ୍ତବ୍ୟ ଦେବା ପରେ ଶେଷରେ କ୍ଷମାପ୍ରାର୍ଥନା କରିଛନ୍ତି ଓଲିଉଡ ଅଭିନେତା ମନୋଜ ମିଶ୍ର। ରବିବାର ରାତିରେ ଏନେଇ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ସେ କ୍ଷମା

ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର

ଭବାନୀପାଟଣା : ଡାକ୍ତରଙ୍କୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା। ଗର୍ଭବତୀ ମହିଳାଙ୍କଠାରୁ ୬୦୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡ଼ି ବସିଲା ଭିଜିଲାନ୍ସ। କଳାହାଣ୍ଡି ମେଡିକାଲ କଲେଜର ସ୍ତ୍ରୀ ଓ ପ୍ରସୂତି ବିଭାଗର ସିନିୟର ଡାକ୍ତର ଅଶୋକ ଦାସଙ୍କୁ ଭିଜିଲାନ୍ସ ଗିରଫ କରିବା ସହ ତାଙ୍କଠାରୁ ଲାଞ୍ଚ ଟଙ୍କା