Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୨ ଘଣ୍ଟା ଓପିଡି ବନ୍ଦ କରି ଆନ୍ଦୋଳନ ଜାରି ରଖିଛି ଡାକ୍ତର ସଂଘ, ରୋଗୀ ସେବା ପ୍ରଭାବିତ
ଭୁବନେଶ୍ବର: ଓଡ଼ିଶା ଅତ୍ୟାବଶ୍ୟକ ସେବା (ରକ୍ଷଣାବେକ୍ଷଣ) ଆଇନ, ୧୯୮୮ (ଏସମା) ଅନୁଯାୟୀ ଡାକ୍ତରଙ୍କ ଧର୍ମଘଟକୁ ନିଷେଧ କରାଯିବା ପରେ ମଧ୍ୟ ଜିଦରେ ଅଟଳ ଡାକ୍ତର ସଂଘ।
ସରକାରୀ ଡାକ୍ତରମାନେ ବୁଧବାର ଦୁଇ ଘଣ୍ଟା ପାଇଁ ଓପିଡି ସେବାକୁ ସ୍ଥଗିତ ରଖି ସେମାନଙ୍କର ଆନ୍ଦୋଳନ ଜାରି ରଖିଛନ୍ତି।!-->!-->!-->…
କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ମନା
ପଟ୍ଟାମୁଣ୍ଡାଇ: ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ଭିତରକନିକା ମନା। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଭିତରକନିକା ବନ୍ଦ ରହିବ। ଭିତରକନିକା ସଂଲଗ୍ନ ନଦୀ ନାଳରେ ହେବ ଗଣନା। ଏନେଇ ସୂଚନା ଦେଇଛନ୍ତି ରାଜନଗର DFO। କୁମ୍ଭୀର ଗଣନା ସମୟରେ ନଦୀରେ ବୋଟ ଚଳାଚଳ!-->…
ପ୍ରଦୂଷଣ କଟକଣା ନ ମାନିଲେ ୫ ହଜାର ଜରିମାନା
ଭୁବନେଶ୍ବର: ଚାରିଆଡ଼େ ବଢିଚାଲିଛି ବାୟୁ ପ୍ରଦୁଷଣ । ଯାହାର ମୁକାବିଲା କରିବା ପାଇଁ ସବୁ ରାଜ୍ୟର ସରକାର ସଜାଗ ହୋଇଯାଇଛନ୍ତି । ଏବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ଏବଂ କଟକ ପାଇଁ ବାୟୁ ପ୍ରଦୂଷଣ ପାଇଁ କଟକଣା ଜାରି କରାଯାଇଛି । ଏବଠୁ ସ୍ଥିତି ନିୟନ୍ତ୍ରଣରେ ରଖିଲେ କିଛି ସୁଧାର!-->…
କୁଆଖାଇରେ ବୁଡ଼ି ୨ ଛାତ୍ର ମୃତ
ଭୁବନେଶ୍ୱର: କୁଆଖାଇରେ ବୁଡି ଦୁଇ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି ।ମଙ୍ଗଳବାରରେ ବଣଭୋଜି କରୁଥିବା ବେଳେ ଏହି ଦୁଇ ଛାତ୍ର ନଈରେ ଗାଧୋଉଥିବା ବେଳେ ବୁଡିଯାଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ଏମାନଙ୍କୁ ଖୋଜାଖୋଜି କରିଥିଲେ । ସନ୍ଧ୍ୟା ସମୟରେ ଏହି ଦୁଇ ଛାତ୍ରଙ୍କୁ ଉଦ୍ଧାର କରାଯାଇ!-->…
ସୁନ୍ଦରପୁର ପଞ୍ଚାୟତରେ ମଇଁଷି ମଡ଼କ, ୧୫ ଦିନରେ ମଲେଣି ଶତାଧିକ
ଆରଡି: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତ ଦୋହରା ପାଟଣା ଓ ଖଟୁଆ ପାଟଣା ଗାଁରେ ଗତ ୧୫ଦିନ ମଧ୍ୟରେ ୧୦୭ ମଇଁଷିଙ୍କର ଅଜଣା ରୋଗରେ ମୃତ୍ଯୁ ଘଟିଛି।ଫଳରେ ଗୋପାଳଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯିବା ସହ ମଇଁଷି ହରାଇଥିବା ଚାଷୀମାନେ ଏବେ ଦୁଃଖରେ ଦିନ!-->…
ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡ
ବରଗଡ: ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଗତ ୨୦୨୪ ନଭେମ୍ବରରେ ହୋଇଥିବା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୋକ୍ସୋ ଅଦାଲତ ଏହାର ବିଚାର କରି ଆଜି ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ୩୭ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ମୃତ୍ୟୁ!-->…
ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବାସାଧାରଣ ଦର୍ଶନ ବନ୍ଦ
ଭୁବନେଶ୍ବର: ଆସନ୍ତାକାଲି ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି!-->…
ମହାତ୍ମା ଗାନ୍ଧୀଙ୍କ ଗ୍ରାମ ସ୍ଵରାଜ୍ୟ ସ୍ଵପ୍ନକୁ ସାକାର କରିବା ଭିବି ଜି ରାମ ଜି ବିଲ୍ର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର :ବିଜେପି ପାର୍ଟି ଅଫିସ୍ରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ ଅନୁଷ୍ଠିତ ହୋଇଛି। ଯେଉଁଥିରେ ସେ ଭିବି ଜି ରାମ ଜି ବିଲ୍ର ଉପକାରିତା ନେଇ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏକ ମାତ୍ର ଲକ୍ଷ୍ୟ ୨୦୪୭ ସୁଦ୍ଧା ବିକଶିତ ଭାରତରେ ପରିଣତ!-->…
ଚିଲିକାର ସୁରକ୍ଷା ଓ ପୁନରୁଦ୍ଧାର ପ୍ରସଙ୍ଗରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ…
ଭୁବନେଶ୍ୱର : ନୂଆରୂପ ପାଇବ ଚିଲିକା । ଚିଲିକାର ଡେଭଲପମେଣ୍ଟ କରାଯିବ ସହ ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ । ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଉପସ୍ଥିତ ଥିଲେ ପୁରୀ ସାଂସଦ ସମ୍ବିତ!-->…
୧୦ ରୁ ରାଜଧାନୀରେ ଜାତୀୟସ୍ତରୀୟ ଶିଶିର ସରସ ମେଳା
ଭୁବନେଶ୍ୱର : ଆସନ୍ତା ୧୦ ତାରିଖରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟସ୍ତରୀୟ ଶିଶିର ସରସ ମେଳା -୨୦୨୬ । ଜାନୁଆରୀ ୧୦ରୁ ୧୮ ତାରିଖ ପର୍ଯ୍ୟନ୍ତ ଇଡକୋ ଗ୍ରାଉଣ୍ଡରେ ମେଳା ଚାଲିବ। ପ୍ରତିଦିନ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବୁଲିପାରିବେ ରାଜଧାନୀବାସୀ । ଚଳିତବର୍ଷ ମୋଟ ୩୪୦ଟି ଷ୍ଟଲ!-->…