Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ପାଳିତ
ଭୁବନେଶ୍ୱର: ଆଜି ଜନତା ମୈଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଭଗବାନ ବିର୍ସା ମୁଣ୍ଡାଙ୍କୁ!-->…
ହଟିଲା କଟକଣା: ଶ୍ରୀମନ୍ଦିରକୁ ୪ ଦ୍ବାର ଦେଇ ପ୍ରବେଶ କରିବେ ଶ୍ରଦ୍ଧାଳୁ
ପୁରୀ: ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶ୍ରୀମନ୍ଦିରରେ ପ୍ରବେଶ ନେଇ ଥିବା କଟକଣା ନେଇ ସଂସ୍କାର ଅଣାଯାଇଛି। ଏଣିକି ଭକ୍ତମାନେ ଶ୍ରୀମନ୍ଦିରର ଚାରି ଦ୍ବାର ଦେଇ ପ୍ରବେଶ କରିବେ। କିନ୍ତୁ ଫେରିବା ବେଳକୁ ସିଂହଦ୍ବାର ବ୍ୟତୀତ!-->…
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ: ଜଳାଶୟରେ ବୁଡ଼ିଗଲେ ୫ ନାବାଳକ-ନାବାଳିକା
ଭୁବନେଶ୍ବର: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଆଜି ସକାଳୁ ରାଜ୍ୟବ୍ୟାପି ଗାଁରୁ ସହର ଯାଏଁ ଶ୍ରଦ୍ଧାର ଡଙ୍ଗା ଭସାଯାଇଛି। ଏହି ଖୁସିର ପର୍ବରେ କିଛି ସ୍ଥାନରେ ଅଘଟଣ ଘଟିଛି, ଯେଉଁଥିରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନଙ୍କର ବୟସ ୩ରୁ ୧୨ ବର୍ଷ ମଧ୍ୟରେ ଥିବା ଜଣାପଡ଼ିଛି। ପାଣିରୁ!-->…
ଜଙ୍ଗଲ ଜମି ଉପରେ କେବଳ ଆଦିବାସୀଙ୍କର ଅଧିକାର ରହିଛି: ମନ୍ତ୍ରୀ
ମାଲକାନଗିରି: ରାଜ୍ୟ ସରକାର ମାଲକାନଗିରି ଜିଲ୍ଲା ତଥା ଏଠାରେ ବସବାସ କରୁଥିବା ଜନଜାତିଙ୍କ ସାମଗ୍ରିକ ବିକାଶ ସହ ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବଦ୍ଧ ପରିକର। ଜଙ୍ଗଲ ଜମି ଉପରେ କେବଳ ଆଦିବାସୀଙ୍କର ଅଧିକାର ରହିଛି। ଆଜି ସ୍ବାସ୍ଥ୍ୟ ବିଭାଗର ୨୪ ଟି ନୂତନ କୋଠା!-->…
ପରକୀୟା ପ୍ରିତି: ମାଆ ଆଗରେ ପୁଅଝିଅଙ୍କୁ ଚେଙ୍କ ଦେଲା ପ୍ରେମିକ
ଭୁବନେଶ୍ବର: ରାଜଧାନୀର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ମହାବୀର ନଗର ବସ୍ତି ଅଞ୍ଚଳରୁ ନଜରକୁ ଆସିଛି ଛାତିଥରା ଘଟଣା। ବାପାର ଅନୁପସ୍ଥିତିରେ ମାଆ ପର ପୁରୁଷ ସହ ସମ୍ପର୍କ ରଖିଥିଲା। ଏମିତିକି ସବୁଦିନ ଘରକୁ କରୁଥିଲା ଯିବା ଆସିବା ଯୁବକଜଣକ। ହେଲେ ଏହି ସବୁକୁ ବରଦାସ୍ତ କରି ପାରିଲେନି ଭାଇ!-->…
ମାସେ ଭିତରେ ୨ ଶହରୁ ଊର୍ଦ୍ଧ୍ବ ଚେନ୍ ଲୁଟେରା ଧରାପଡ଼ିଛନ୍ତି: ପିନାକ ମିଶ୍ର
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଦିନକୁ ଦିନ ହିଂସାର ମାତ୍ରା ବଢ଼ିବାରେ ଲାଗିଛି। ଚୋରି, ଠକେଇ, ଲୁଟ୍, ରାହାଜାନୀ ଆଦି ଘଟଣା ବଢ଼ିଚାଲିଛି। ସେହିପରି ଘରୋଇ କଳି ଓ ପାରିବାରିକ ହିଂସା ମଧ୍ୟ ସୀମା ଅତିକ୍ରମ କରିଛି। ବ୍ରାଉନ୍ସୁଗାର ବ୍ୟାପର, ମଦ-ଗଂଜେଇ କାରବାର ମଧ୍ୟ କିଛି କମ୍!-->…
ରେଳ ଧାରଣାରୁ ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଉଦ୍ଧାର
ଭଦ୍ରକ: ରେଳ ଧାରଣାରୁ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର। ଭଦ୍ରକ କେନ୍ଦୁଆପଦା ରେଳ ଷ୍ଟେସନ ନିକଟସ୍ଥ ଧାରଣାରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସାବରଙ୍ଗ ଥାନା ଅଧିନ କେଦାରପୁର ପଞ୍ଚାୟତ ଶେରପୁର ଗ୍ରାମର ଲଲାଟେନ୍ଦୁ ବାରିକ। ତେବେ ତାଙ୍କ ଆତ୍ମହତ୍ୟାର କାରଣ!-->…
ଖୁବ୍ ଶୀଘ୍ର ରାଜ୍ୟରେ ଲାଗୁ ହେବାକୁ ଯାଉଛି ପେସା ଆଇନ୍
ଭୁବନେଶ୍ବର: ଖୁବ୍ ଶୀଘ୍ର ରାଜ୍ୟରେ ଲାଗୁ ହେବାକୁ ଯାଉଛି ପେସା ଆଇନ୍ । ଏହି ପେସା ଆଇନ୍ ଲାଗୁ ପୂର୍ବରୁ ଲୋକଙ୍କ ମତ ନେବେ ରାଜ୍ୟ ସରକାର । ଏହା ଲାଗୁ ପାଇଁ ଲୋକଙ୍କ ମତ ନେବା ସହ ସଚେତନତା ସଭା କରିବେ ସରକାର । ଆଜି ଜନତା ମଇଦାନରେ ଜନଜାତୀୟ ଗୌରବ ଦିବସରେ ଏଡି ଘୋଷଣା କରିଛନ୍ତି!-->…
ଶିମିଳିପାଳ ନର୍ଥ ଚହଲା ନିକଟ ସଫ୍ଟ ଏନକ୍ଲୋଜରରେ ମହାରାଷ୍ଟ୍ରର ବାଘୁଣୀ ଜିନ୍ନତ
ବାରିପଦା: ଶିମିଳିପାଳ ନର୍ଥ ଚହଲା ନିକଟ ସଫ୍ଟ ଏନକ୍ଲୋଜରରେ ବାଘୁଣୀ ଜିନ୍ନତକୁ ଛଡ଼ାଯାଇଛି। ଏନକ୍ଲୋଜର ଭିତରେ ପ୍ରବେଶ ବେଳର ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀର ବୟସ ୩ ବର୍ଷ ହୋଇଥିବା ବେଳେ ଏହାର ନାମ ଜିନତ ରଖାଯାଇଛି।
ବନ ବିଭାଗର ସ୍ବତନ୍ତ୍ର ଗାଡ଼ିରେ!-->!-->!-->…
ଜଳିଗଲା ଲୁଗା ଦୋକାନ, ମାଲିକ ମୃତ
ଖୋର୍ଦ୍ଧା : ଜଟଣୀ ରାଜା ବଜାରରେ ଭୟଙ୍କର ଅଗ୍ନିକାଣ୍ଡ ଜଳିଗଲ ଲୁଗା ଦୋକାନ । ଦୋକାନ ଉପରେ ମାଲିକ ଫସି ରହିଥିଲେ ତାଙ୍କୁ ଉଦ୍ଧାର କରି ଚିକିତ୍ସାଳୟ ପଠାଯାଇଥିଲା । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଲୁଗା ଦୋକାନରେ ଲାଗିଥିବା ନିଆକୁ!-->…