Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପାରାଦୀପ ବନ୍ଦର ପ୍ରଗତିର ମୁଖଶାଳା: ମୁଖ୍ୟମନ୍ତ୍ରୀ
ପାରାଦୀପ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ସେଥିପାଇଁ ଚଳଚଞ୍ଚଳ ସାରା ରାଜ୍ୟ । ସକାଳୁ ସକାଳୁ ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଛନ୍ତି ରାଜ୍ୟବାସୀ । ସେପଟେ କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ପାରାଦୀପ ବନ୍ଦରରେ ଅନୁଷ୍ଠିତ ହୋଇଛି ବୋଇତ ବନ୍ଦାଣ ଉତ୍ସବ । କାର୍ଯ୍ୟକ୍ରମର ଉଦ୍ଘାଟନ!-->…
ଡଙ୍ଗା ଭସାବେଳେ ଚାଲିଗଲା ନାବାଳିକାଙ୍କ ଜୀବନ
ମାଲକାନଗିରି: ଡଙ୍ଗା ଭସାଇବା ବେଳେ ଅଘଟଣ । ଡଙ୍ଗାରୁ ପଇସା ସଂଗ୍ରହ କରିବାକୁ ଯାଇଥିବା ବେଳେ ପୋଖରୀରେ ବୁଡି ଜଣେ ନାବାଳିକାର ମୃତ୍ୟୁ । ମୃତକ ହେଉଛନ୍ତି ମାଲକାନଗିରି ନିକଟସ୍ଥ ଚମ୍ପାନଗର ଗ୍ରାମର ୧୨ ବର୍ଷିୟ ସାବିତ୍ରୀ ହନ୍ତାଳ ।
ସୂଚନା ଅନୁସାରେ, ଆଜି ସକାଳୁ ସାଙ୍ଗମାନଙ୍କ ସହ ଗାଁ!-->!-->!-->…
ସ୍କୁଲ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଚୌଦ୍ୱାର : ସ୍କୁଲ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ନା ଆତ୍ମହତ୍ୟା କାରଣ ଅସ୍ପଷ୍ଟ । ଚୌଦ୍ୱାର ଓଟିଏମ୍ ହାଇସ୍କୁଲର ଜଗୁଆଳି ଭାବେ କାମ କରୁଥିବା ଜ୍ଞାନ ରଞ୍ଜନ ବେଉରିଆଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଗତକାଲ ରାତିରେ ଏକା ଏକ ଘରେ ଶୋଇଥିଲେ । ଆଜି ସକାଳୁ!-->…
ଗ୍ରୋସରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ରାଉରକେଲା: ସୁରୁଚି ବଜାରରେ ଭୟଙ୍କର ଅଗ୍ନିକାଣ୍ଡ। ରାଉରକେଲା ସିଭିଲଟାଉନସିପ୍ ସୁରୁଚି ବଜାରରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି । ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି।
ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି।!-->!-->!-->…
ଆ – କା – ମା – ବୈ: ଶେଷ ହେଲା ଧର୍ମ ମାସ କାର୍ତ୍ତିକ
ଭୁବନେଶ୍ଵର: କାର୍ତ୍ତିକ ପୂର୍ଣ୍ଣିମାପାଇଁ ଚଳଚଞ୍ଚଳ ସାରା ଓଡ଼ିଶା । ଭୋରୁ ଭୋରୁ ହଜାର ହଜାର ଶଦ୍ଧାଳୁ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି । ପୁରୀ ବେଳାଭୂମି, ଭୁବନେଶ୍ୱର ବିନ୍ଦୁସାଗର, କୁଆଖାଇରେ ଶ୍ରଦ୍ଧାଳକୁ ମାନେ ଭୋର ୪ ଟାରୁ ଉଠି ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇଛନ୍ତି । ବିଶ୍ୱାସ!-->…
ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶିଶୁ ଦିବସ ପାଳନ
ନବରଙ୍ଗପୁର : ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ନୂଆଗଡଠାରେ ଶିଶୁ ଦିବସକୁ ନେଇ ଏକ ଆଈନ ସଚେତନା ଶିବିର ଅନୁଷ୍ଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜର୍ଜ ଶ୍ରୀଯୁକ୍ତ!-->…
କାର୍ତ୍ତିକ ପୂର୍ଣ୍ଣିମାର ବିଶେଷତ୍ବ
କାର୍ତ୍ତିକପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି । ଦେବ!-->…
ଧାନ ସଂଗ୍ରହକୁ ନେଇ ବିଜେଡି-ବିଜେପି ମଧ୍ୟରେ ବଢ଼ିଲା ଆରୋପ ପ୍ରତ୍ୟାରୋପ
ଭୁବନେଶ୍ବର ୧୪।୧୧: ଆରମ୍ଭ ହେବାକୁ ଯାଉଥିବା ଧାନ ସଂଗ୍ରହକୁ ନେଇ ବିଜେଡି-ବିଜେପି ମଧ୍ୟରେ ବଢ଼ିଲା ଆରୋପ ପ୍ରତ୍ୟାରୋପ । ବିଜେଡି ବିଧାୟକ ଧ୍ରୁବ ସାହୁ ରାଜ୍ୟ ସରକାରଙ୍କୁ କଟାକ୍ଷ କରି କହିଛନ୍ତି, ସ୍ୱାମୀନାଥନ କମିଟିର ସୁପାରିଶ ଆଧାରରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ନ!-->…
ବେଦାନ୍ତକୁ ଲିଜ୍ ଦିଆଯାଇଥିବା ସରକାରୀ ଜମି ସରକାରୀ ଖାତାକୁ ଫେରିବ, ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ବିଜ୍ଞପ୍ତି :…
ଭୁବନେଶ୍ବର ୧୪।୧୧: ବେଦାନ୍ତ ଜମି ପ୍ରସଙ୍ଗରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ପ୍ରତିକ୍ରିୟା ରଖିଛନ୍ତି । ସରକାରୀ ଜମି ସରକାରୀ ଖାତାକୁ ଫେରିବା ସହ ବ୍ୟକ୍ତିଗତ ଜମି ଚାଷୀଙ୍କ ପାଇଁ ଚାଷୀଙ୍କୁ ରେଜିଷ୍ଟ୍ରେସନ ଖର୍ଚ୍ଚ ଦେବାକୁ ପଡିବ ନାହିଁ । ପୁରୀରେ ବେଦାନ୍ତ!-->…
ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା, ଦେଖନ୍ତୁ କାହାକୁ ମିଳିଲା କେଉଁ ପୁରସ୍କାର
ଭୁବନେଶ୍ଵର: ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା। ୨୦୨୦, ୨୦୨୧ ଏବଂ ୨୦୨୨ ପାଇଁ ପୁରସ୍କାର ଘୋଷଣା କରାଯାଇଛି। ୨୦୨୦ ପାଇଁ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍ଚିନି ଏବଂ ୨୦୨୨ ପାଇଁ ଦମନ ଶ୍ରେଷ୍ଠ ଫିଲ୍ମ ବିବେଚିତ ହୋଇଛି। ଚଳଚ୍ଚିତ୍ରରେ ଜୀବନ ବ୍ୟାପୀ!-->…