Browsing Category

ଓଡିଶା

କାର୍ତ୍ତିକ ପୂର୍ଣ୍ଣିମାର ବିଶେଷତ୍ବ

କାର୍ତ୍ତିକପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ ‌। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି । ଦେବ

ଧାନ ସଂଗ୍ରହକୁ ନେଇ ବିଜେଡି-ବିଜେପି ମଧ୍ୟରେ ବଢ଼ିଲା ଆରୋପ ପ୍ରତ୍ୟାରୋପ

ଭୁବନେଶ୍ବର ୧୪।୧୧: ଆରମ୍ଭ ହେବାକୁ ଯାଉଥିବା ଧାନ ସଂଗ୍ରହକୁ ନେଇ ବିଜେଡି-ବିଜେପି ମଧ୍ୟରେ ବଢ଼ିଲା ଆରୋପ ପ୍ରତ୍ୟାରୋପ । ବିଜେଡି ବିଧାୟକ ଧ୍ରୁବ ସାହୁ ରାଜ୍ୟ ସରକାରଙ୍କୁ କଟାକ୍ଷ କରି କହିଛନ୍ତି, ସ୍ୱାମୀନାଥନ କମିଟିର ସୁପାରିଶ ଆଧାରରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ନ

ବେଦାନ୍ତକୁ ଲିଜ୍ ଦିଆଯାଇଥିବା ସରକାରୀ ଜମି ସରକାରୀ ଖାତାକୁ ଫେରିବ, ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ବିଜ୍ଞପ୍ତି :…

ଭୁବନେଶ୍ବର ୧୪।୧୧: ବେଦାନ୍ତ ଜମି ପ୍ରସଙ୍ଗରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ପ୍ରତିକ୍ରିୟା ରଖିଛନ୍ତି । ସରକାରୀ ଜମି ସରକାରୀ ଖାତାକୁ ଫେରିବା ସହ ବ୍ୟକ୍ତିଗତ ଜମି ଚାଷୀଙ୍କ ପାଇଁ ଚାଷୀଙ୍କୁ ରେଜିଷ୍ଟ୍ରେସନ ଖର୍ଚ୍ଚ ଦେବାକୁ ପଡିବ ନାହିଁ । ପୁରୀରେ ବେଦାନ୍ତ

ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା, ଦେଖନ୍ତୁ କାହାକୁ ମିଳିଲା କେଉଁ ପୁରସ୍କାର

ଭୁବନେଶ୍ଵର: ତିନି ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା। ୨୦୨୦, ୨୦୨୧ ଏବଂ ୨୦୨୨ ପାଇଁ ପୁରସ୍କାର ଘୋଷଣା କରାଯାଇଛି। ୨୦୨୦ ପାଇଁ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା ଓ ଡାଲ୍‌ଚିନି ଏବଂ ୨୦୨୨ ପାଇଁ ଦମନ ଶ୍ରେଷ୍ଠ ଫିଲ୍ମ ବିବେଚିତ ହୋଇଛି। ଚଳଚ୍ଚିତ୍ରରେ ଜୀବନ ବ୍ୟାପୀ

୧ରୁ ମୟୂରଭଞ୍ଜ ମହୋତ୍ସବ, ଯୋଗଦେବେ କବିତା କୃଷ୍ଣମୂର୍ତ୍ତି

ବାରିପଦା : ଆସନ୍ତା ୧ ତାରିଖରୁ ୧୦ ଦିନ ବ୍ୟାପୀ ବାରିପଦା ଛଉ ପଡ଼ିଆରେ ଅନୁଷ୍ଠିତ ହେବ ମୟୂରଭଞ୍ଜ ମହୋତ୍ସବ। ପ୍ରଥମ ଦିନରେ ଜିଲ୍ଲାର ମୁଖ୍ୟତଃ ଆଦିବାସୀ ଓ ଅନ୍ୟାନ୍ୟ କଳାକାରମାନଙ୍କୁ ନେଇ ପାରମ୍ପାରିକ ନୃତ୍ୟ ଗୀତରେ ତାଳେତାଳେ ଦ୍ୱିତୀୟ ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରଠାରୁ ଛଉ ପଡ଼ିଆ

୧୯ରୁ OSSTET ପାଇଁ ଅନ୍‌ଲାଇନ ଆବେଦନ, ବିଜ୍ଞପ୍ତି ଜାରି

କଟକ : OSSTET (Odisha Secondary School Teacher Eligibility Test) -2024 ପାଇଁ ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ୧୯ ତାରିଖରୁ ଆବେଦନ କରିପାରିବେ। ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ କରିଛି ମାଧ୍ୟମିକ ଶିକ୍ଷା ପରିଷଦ (BSE)।ଏହି ପରୀକ୍ଷା ପାଇଁ ପ୍ରାର୍ଥୀମାନେ କେବଳ ଅନ୍‌ଲାଇନରେ

ବହୁ ସଂଖ୍ୟକ ମୋବାଇଲ ଫୋନ୍ ଜବତ, ହଜିଥିବା ଫୋନ୍‌ ଫେରିପାଇ ଆନନ୍ଦିତ ଲୋକେ

କଟକ : ଚୋରି ହୋଇଥିବା ବହୁ ସଂଖ୍ୟକ ମୋବାଇଲ ଫୋନ୍ ଜବତ କରିଛି କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟରେ ଜବତ ମୋବାଇଲ ଫୋନଗୁଡ଼ିକୁ ପ୍ରକୃତ ମାଲିକଙ୍କୁ ଫେରାଇଛନ୍ତି ପୁଲିସ ଡିଜି ଓ କ୍ରାଇମବ୍ରାଞ୍ଚ ଏଡିଜି। ସମଗ୍ର ରାଜ୍ୟରୁ ପାଖାପାଖି ୧୦୨ଟି ମୋବାଇଲ ଫୋନ ଜବତ କରିଛି

ଭିଜିଲାନ୍ସ ଜାଲରେ ଫସିଲେ ଆରଆଇ

ଭଦ୍ରକ : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ନିରୀକ୍ଷକ ବା ଆରଆଇ ଭାଗବତ ଖଟୁଆ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ।ବିଜୟ ମଲ୍ଲିକ ନାମକ ଜଣେ ବ୍ୟକ୍ତି ନିଜ ଜମିର କିସମ ପରିବର୍ତ୍ତନ କରିବାକୁ ଚାହୁଁଥିଲେ। ଏନେଇ ସେ

ଶ୍ରୀମନ୍ଦିରକୁ ୧୦ଟି ବ୍ୟାଟେରୀ ଚାଳିତ ଅଟୋ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

ପୁରୀ : କେନ୍ଦ୍ର ନୂତନ ଓ ନବୀକରଣ ଶକ୍ତି ଏବଂ ଖାଦ୍ୟଯୋଗାଣ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଗୁରୁବାର ଶ୍ରୀମନ୍ଦିର ପ୍ରଶାସନକୁ ୧୦ଟି ବ୍ୟାଟେରୀ ଚଳିତ ଅଟୋ ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାରଙ୍କ ଅକ୍ଷୟ ଶକ୍ତି ସଂସ୍ଥା – ଇରେଡା ପକ୍ଷରୁ ଭକ୍ତଙ୍କ ସୁବିଧା, ବିଶେଷ ଭାବେ ବୃଦ୍ଧ ବୃଦ୍ଧା ଯେଭଳି

ଓଡ଼ିଶା ପାଭିଲିୟନ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର : ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ଆରମ୍ଭ ହୋଇଛି ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା। କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପିୟୁଷ ଗୋୟଲ ଏହି ମେଳାକୁ ଉଦଘାଟନ କରିଛନ୍ତି। ଏହି ଆନ୍ତଜାତୀୟ ବାଣିଜ୍ୟ ମେଳାରେ ବିଭିନ୍ନ ଦେଶ ଓ ରାଜ୍ୟଗୁଡ଼ିକ ଭାଗ ନେଉଛନ୍ତି।ସୂଚନା ଅନୁଯାୟୀ ରହି