Browsing Category

ଓଡିଶା

ଭରତପୁର ଥାନା ମାମଲା: ସରକାର ଜାରି କଲେ ସ୍ୱତନ୍ତ୍ର ଏସ୍ଓପି

ଭୁବନେଶ୍ବର: ଭରତପୁର ଥାନା ମାମଲାରେ ସରକାର ନୂଆ ପଦକ୍ଷେପ ନେଇଛନ୍ତି। ସେନା ସୁରକ୍ଷା ଅଧିକାରୀଙ୍କ ପାଇଁ ଥାନାରେ କିଭଳି ବ୍ୟବହାର ରହିବ ସେ ନେଇ ରାଜ୍ୟ ସରକାର ଜାରି କରିଛନ୍ତି ସ୍ୱତନ୍ତ୍ର ଏସ୍ ଓ ପି। ଏନେଇ ଆଡଭକେଟ୍ ଜେନେରାଲ କୋର୍ଟଙ୍କୁ ଜଣାଇଛନ୍ତି। ଏହାର ଏକ କପି ହାଇକୋର୍ଟ ଓ ଆମିକସ୍

ମାଲକାନଗିରିରେ ଜଙ୍ଗଲ ଜମି ହଡ଼ପ ଘଟଣା: ନିଜ ଆଡୁ ମାମଲା ରୁଜୁ କଲା NGT

ମାଲକାନଗିରି : ମାଲକାନଗିରି ଜିଲ୍ଲା ମୋଟୁରେ ପ୍ରାୟ ୧୦୦ ଏକର ଜଙ୍ଗଲ ଜମି ହଡ଼ପ ଅଭିଯୋଗ ଘଟଣାରେ ନିଜ ଆଡ଼ୁ ମାମଲା କରିଛି ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ। କିପରି ଏହି ହଡ଼ପ ଜମିରେ ଏକ ନଗର ତିଆରି ହେଲା, ସେନେଇ ନୋଟିସ କରିଛି NGT।ଜଙ୍ଗଲ ଜମିରେ କିପରି ରାସ୍ତା, ବିଲ୍ଡିଂ ଓ ତାର ବାଡ଼

ବିଜୟ ମହାପାତ୍ରଙ୍କ ଟିପ୍ପଣୀ- ଅଫିସର ମାନେ ଭୁବନେଶ୍ଵରରୁ ବିବୃତ୍ତି ନଦେଇ ଗାଁକୁ ଯିବା ଦରକାର, ଉତ୍ତର ରଖିଲା ବିଜେପି

ଭୁବନେଶ୍ଵର: କନ୍ଧମାଳ ଆମ୍ବ ଟାକୁଆ ଟାଜେଡି ପଲିଟିକ୍ସ ଭିତରେ ଏଣ୍ଟ୍ରି ମାରିଲେ ବରିଷ୍ଠ ରାଜନେତା ବିଜୟ ମହାପାତ୍ର । ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ଲୋକଙ୍କ ମୃତ୍ୟୁ ହେବା ଦୁର୍ଭାଗ୍ୟଜନକ ଓ ଲଜ୍ଜାଜନକ ବୋଲି କହିଲେ ବିଜୟ ମହାପାତ୍ର । ବିଜୟଙ୍କ ବୟାନ ପରେ ସାମ୍ନାକୁ ଆସିଲା

୨୦୨୫ କ୍ୟାଲେଣ୍ଡର ବର୍ଷରେ ରାଜ୍ୟ କର୍ମଚାରୀଙ୍କୁ ମିଳିବ ୨୬ ସରକାରୀ ଛୁଟି ଓ ୮ ଇଚ୍ଛାଧୀନ ଛୁଟି

ଭୁବନେଶ୍ବର : ରାଜ୍ୟ ସରକାର ଆଜି ମଙ୍ଗଳବାର ୨୦୨୫ ମସିହା ପାଇଁ ଛୁଟି କ୍ୟାଲେଣ୍ଡର ଜାରି କରିଛନ୍ତି। ୨୦୨୫ ଇଂରାଜୀ ବର୍ଷରେ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ୨୬ଟି ସରକାରୀ ଛୁଟିଦିନ ଓ ୮ଟି ଇଚ୍ଛାଧୀନ ଛୁଟି(ଯେକୌଣସି ଗୋଟିଏ ଦିନ) ମିଳିବ। ଅବଶ୍ୟ ଏହି ସମସ୍ତ ଛୁଟିରେ ରବିବାର, ଦ୍ୱିତୀୟ ଓ

ଉଭୟ ଉପର ଓ ତଳ ପଡ଼ିଆରେ ଜମିବ ବାଲିଯାତ୍ରା, ଏଥର ଲାଗିବ ବିଦେଶୀ ପର୍ଯ୍ୟଟକଙ୍କ ଗହଳି

କଟକ ୧୨।୧୧: ସଜେଇ ହେଉଛି ବାଲିଯାତ୍ରା ପଡ଼ିଆ । ଉଭୟ ଉପର ଓ ତଳ ପଡ଼ିଆରେ ଜମିବ ଯାତ୍ରା । ଆସନ୍ତା ୧୫ରୁ ଆରମ୍ଭ ହେବାକୁ ଯାଉଛି ଏସିଆର ସର୍ବ ବୃହତ ମୁକ୍ତାକାଶ ବାଣିଜ୍ୟ ମେଳା ବାଲିଯାତ୍ରା । ସବୁଠି ପ୍ରସ୍ତୁତି ଜୋରଦାର । କେଉଁଠି ଟେଣ୍ଟ ବନ୍ଧା ଚାଲିଛି ତ ଆଉ କେଉଁଠି ରାସ୍ତାଘାଟ

ଜୟ ନାରାୟଣଙ୍କ କଟାକ୍ଷ; ‘ବିଜେଡିର ଆୟୁଷ କମ୍‌, ଏବେ ଆଇସିୟୁରେ’

ଭୁବନେଶ୍ବର : ‘ବିଜେଡି ଏବେ ICUରେ, ଥିଲେ ତ୍ କଂଗ୍ରେସ ସହ ମିଶିବ।’ ଆଜି କିଛି ଏଭଳି ଭାବେ ବିଜେଡିକୁ କଟ୍ଟାକ୍ଷ କରିଛନ୍ତି ବରିଷ୍ଠ ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର। ବିଜେଡିର ବରିଷ୍ଠ ନେତା ଅତନୁ ସବ୍ୟସାଚୀଙ୍କ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜୟ ନାରାୟଣ।ସେ କହିଛନ୍ତି,

ନୂଆ କୁଳପତି ଚୟନ ପ୍ରକ୍ରିୟାରେ ବିଳମ୍ବ କରୁଛି ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ବର : ରାଜ୍ୟର ତିନି ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଚଳିତମାସ ଶେଷ ସପ୍ତାହରେ ସରିବ। କିନ୍ତୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନୂଆ କୁଳପତି ଚୟନ ପାଇଁ ପ୍ରକ୍ରିୟା ଆରମ୍ଭ ନକରି ପକାଇ ରଖିଛି। ଏହି ବିଳମ୍ବ ଯୋଗୁଁ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯ର ପ୍ରାବଧାନ ଆଧାରରେ

ଓଡ଼ିଆ ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା

ଭୁବନେଶ୍ବର : ଓଡ଼ିଆ ଅଭିନେତା ମନୋଜ ମିଶ୍ରଙ୍କ ନାଁରେ ଏତଲା। କଟକ ସାଇବର ଥାନାରେ ଏତଲା ଦେଲେ ଓଡ଼ିଶା ଫିଲ୍ମ ଓ ଟିଭି ନିର୍ଦ୍ଦେଶକ ସଂଘ। ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ବିରୋଧରେ ବାରମ୍ବାର ସୋଶାଲ ମିଡ଼ିଆରେ ଅରୁଚିକର ମନ୍ତବ୍ୟ ଦେଉଥିବା ଅଭିଯୋଗ କରିଛି ସଂଘ।ଓଡ଼ିଶାରେ ଓଡ଼ିଆ ଫିଲ୍ମ

ଶ୍ରୀମନ୍ଦିର ଭିତରକୁ ପଶିଗଲେ ଅଣହିନ୍ଦୁ ମହିଳା, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିରର ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ଭେଦକରି ଶ୍ରୀମନ୍ଦିର ଭିତରକୁ ପଶିଗଲେ ଅଣହିନ୍ଦୁ ମହିଳା। ତେବେ ଉକ୍ତ ଅଣହିନ୍ଦୁ ଜଣଙ୍କ ଚାଈନିଜ ଭାଷାରେ କଥାବାର୍ତ୍ତା ହେଉଥିବା ଜଣାପଡିଛି। ଲୋକଙ୍କ ଭିଡ ଭିତରେ ଅଣହିନ୍ଦୁ ଜଣକ

ମହାନଦୀରୁ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର

କଟକ : କଟକ ମହାନଦୀ ଘାଟରୁ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର। କାଳିଆବୁଦା ନିକଟ ମହାନଦୀ ଘାଟରୁ ମିଳିଛି ନାବାଳକଙ୍କ ମୃତଦେହ। ଛାତ୍ର ଜଣକ ଗତକାଲି ଘରୁ ସାଇକେଲ ଧରି ବାହାରକୁ ଯାଇଥିଲେ। ଘରକୁ ନଫେରିବାରୁ ମଙ୍ଗଳାବାଗ ଥାନାରେ ଏତଲା ଦେଇଥିଲେ ପରିବାର ଲୋକେ।ପୁଲିସ ସୂଚନା ଅନୁସାରେ