Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳା ପ୍ରତିବାଦରେ ଓଜେସିର ବିକ୍ଷୋଭ
ଭୁବନେଶ୍ୱର: ନିଟ୍ ପ୍ରଶ୍ନପତ୍ର ଲିକ୍ ଓ ବିଭିନ୍ନ ପରୀକ୍ଷାରେ ବାରମ୍ବାର ଘଟୁଥିବା ସାଂଘାତିକ ତ୍ରୁଟି ବିରୁଦ୍ଧରେ ଦିଲ୍ଲୀର ଜନ୍ତରମନ୍ତର ଠାରେ ପ୍ରତିବାଦ କରୁଛନ୍ତି ଛାତ୍ରଛାତ୍ରୀ। ଆନ୍ଦୋଳନରତ ଛାତ୍ରମାନଙ୍କ ଉପରେ ପୋଲିସର ଅମାନବୀୟ ଦମନଲୀଳା ପ୍ରତିବାଦରେ ଆଜି ଓଡ଼ିଶା ଜନତା କଂଗ୍ରେସ!-->…
ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ, ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର: ଓଡ଼ିଶାରେ ପୁଣି ଡରାଇଲାଣି କରୋନା। ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲ୍ଲାରେ ଜଣେ ୫୦ ବର୍ଷିୟ ମହିଳା କୋଭିଡ ପଜିଟିଭ ରହିଥିବା ବେଳେ ଆଜି ଆଉ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ପଷ୍ଟ କଲେ ଜନସ୍ୱାସ୍ଥ୍ୟ!-->…
ବାହୁଡ଼ା ଓ ସୁନାବେଶ ଲାଗି ଯାନବାହନ କଟକଣା
ପୁରୀ: ଆଜି ଆଡ଼ପ ଶେଷ ଦର୍ଶନ । ସନ୍ଧ୍ୟା ୬ଟା ଯାଏଁ ହେବ ଦର୍ଶନ । ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତି ଏବଂ ନୀତି ବହୁଳତାକୁ ଦୃଷ୍ଟିରେ ରଖି,ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ଦେଇ ସର୍ବସାଧାରଣଙ୍କ ପ୍ରବେଶ ବନ୍ଦ ରହିବ। ଏହି ସମୟରେ!-->…
ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ମହଙ୍ଗା ଭତ୍ତା ୫% ବୃଦ୍ଧି କଲେ ରାଜ୍ୟ ସରକାର। ୨୫୭%ରୁ ବୃଦ୍ଧି ପାଇ ୨୬୨% ହେଲା ମହଙ୍ଗା ଭତ୍ତା। ସବୁଠାରୁ ବଡ଼ କଥା ହେଉଛି, ଏହି ବୃଦ୍ଧି ପିଛିଲା ଭାବେ ଚଳିତ ବର୍ଷ ଜାନୁଆରି ୧ରୁ ଲାଗୁ ହେବ । ଫଳରେ କର୍ମଚାରୀମାନେ ବର୍ତ୍ତମାନର!-->…
୨୫ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ବାହୁଡ଼ାରେ ପୁରୀରେ ମେଘୁଆ ପାଗ ସମ୍ଭାବନା!-->…
ସିଏମଓରୁ ଫାଇଲ ଗାଏବ ଘଟଣା, ଭିକେ ପାଣ୍ଡିଆନଙ୍କୁ ନୋଟିସ
ଭୁବନେଶ୍ବର : ସିଏମଓରୁ ଦୁଇ ଫାଇଲ ଗାଏବ ଘଟଣାରେ ଭିକେ ପାଣ୍ଡିଆନଙ୍କୁ ନୋଟିସ । ୨୫ ତାରିଖ ଦିନ ୧୧ଟାରେ ହାଜର ହେବାକୁ ନବୀନ ପଟ୍ଟନାୟକଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନଙ୍କୁ ନୋଟିସ କରାଯାଇଛି । ଭୁବନେଶ୍ବର ଜୋନ-୧ ଏସିପିଙ୍କ ଅଫିସରେ ହାଜର ହେବାକୁ କୁହାଯାଇଛି!-->…
ବିଲ୍ ପାସ୍ ପାଇଁ ଲାଞ୍ଚ ନେଇ ଧରାପଡ଼ିଲେ ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ
କଳାହାଣ୍ଡି : ଭିଜିଲାନ୍ସ ଜାଲରେ ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ । ସ୍ୱୟଂ ସହାୟକ ଗୋଷ୍ଠୀର ବିଲ୍ ପାସ୍ ପାଇଁ ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଓଏଭି ପ୍ରଧାନଶିକ୍ଷକ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୀତାକାନ୍ତ ରଣା!-->…
ରେଳ ଯାତ୍ରୀଙ୍କୁ ସୁରକ୍ଷା ଦେବ AI ରୋବଟ, RPFରେ ସାମିଲ ହେଲା DSC ଅର୍ଜୁନ
ଭୁବନେଶ୍ବର : ଏଣିକି ଷ୍ଟେସନ ଜଗିବ RPFର ନୂଆ ରୋବୋଟିକ ଅଫିସର । ରେଲୱେ ପ୍ରୋଟେକ୍ସନ ଫୋର୍ସରେ ଯୋଡିହେଲା DSC ଅର୍ଜୁନ । ପୂର୍ବତଟ ରେଳ ପକ୍ଷରୁ ଆରମ୍ଭ ହୋଇଛି ଏଆଇ ରୋବଟ । ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ରୋବଟ ଜରିଆରେ ଅପରାଧିକ ଗତିବିଧି ଓ ଅଘଟଣ ଉପରେ ନଜର ରଖିବାକୁ ଆରମ୍ଭ ହୋଇଛି!-->…
ଆହୁରି ୫ ଦିନ ବର୍ଷିବ, ୧୧ଟି ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର : ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଵର୍ଷା ଲାଗି ରହିଥିବା ବେଳେ ଏଯାଏ ଲଘୁଚାପ ନେଇ କୌଣସି ପୂର୍ବାନୁମାନ କରାଯାଇନାହିଁ । ଆଜି ପାଇଁ ପ୍ରବଳ ବର୍ଷା ସହ!-->…
ଶିକ୍ଷକ ନିଯୁକ୍ତି ଦାବିରେ ଡିଇଓ ଅଫିସ ଘେରିଲେ ଅଭିଭାବକ
କେନ୍ଦ୍ରାପଡା : ଶିକ୍ଷକ ଅଭାବ ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଥିବା ଅଭିଯୋଗ କରି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ଗ୍ରାମବାସୀ । ଶିକ୍ଷକ ନିଯୁକ୍ତି ଦାବିରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ!-->…