Browsing Category

ଓଡିଶା

ସମାଜସେବୀ ଦେବୀଦତ୍ତ ମହାପାତ୍ରଙ୍କ ମୃତ୍ୟୁ ପୂର୍ବର ଭିଡିଓ ଭାଇରାଲ

କାମାକ୍ଷାନଗର : ଏ ଯୁବକଙ୍କ ନାଁ ହେଉଛି ଦେବୀଦତ୍ତ ମାହାପାତ୍ର । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଜଣେ ସମାଜସେବୀ ତଥା ପ୍ରୋଗ୍ରାମ ଆରେଞ୍ଜର । ଦେବୀଦତ୍ତଙ୍କ ମୃତ୍ୟୁକୁ ତିନି ସପ୍ତାହ ବିତି ଗଲାଣି l ଯେଉଁ ଭିଡିଓ ଆପଣମାନେ ଦେଖିଲେ ତାହା ମୃତ୍ୟୁ ପୂର୍ବର । ତେବେ ଭିଡିଓଟି ଭାଇରାଲ

ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ଝଲସିବ ପିପିଲି ଚାନ୍ଦୁଆ

ଭୁବନେଶ୍ବର: ସାରା ଦେଶରେ ଚମକିବ ପିପିଲି ଚାନ୍ଦୁଆ । ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ସ୍ଥାନ ପାଇବ ଓଡିଶା କାରୀଗରୀଙ୍କ ହାତର କଳା । ପିପିଲି ଚାନ୍ଦୁଆକୁ ନେଇ ଏପରି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ପିପିଲି

ପୋଲିସ ହାତରେ ନୂଆ ତଥ୍ୟ, ଗଣଦୁଷ୍କର୍ମ ଘଟଣାରେ ୬ ନୁହେଁ ୭ ଜଣ ଅଭିଯୁକ୍ତ ସାମିଲ ଥିଲେ

କଟକ : କଟକ ନାବାଳିକା ଗଣଦୁଷ୍କର୍ମ ଘଟଣାରେ ୬ ନୁହେଁ ବରଂ ୭ ଜଣ ଅଭିଯୁକ୍ତ ସାମିଲ ଥିଲେ । ଏବଂ ସେହି ସପ୍ତମ ଅଭିଯୁକ୍ତ ଜଣଙ୍କ ପରିଚୟ ଜଣା ପଡ଼ି ନ ଥିବା ବେଳେ ତାଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରିଛି କଟକ କମିଶନରେଟ ପୋଲିସ । ସେପଟେ ଦୁଷ୍କର୍ମ ମାମଲାରେ ପୂର୍ବରୁ

‘ପୂର୍ବର ସରକାରଙ୍କୁ ଅନୁକରଣ କରୁଛନ୍ତି ମୋହନ ସରକାର’

ଭୁବନେଶ୍ବର: ଯାହା ନବୀନ ସରକାର ଅମଳରେ ହୋଇଥିଲା, ତାହାକୁ ଅନୁକରଣ କରୁଛନ୍ତି ଏବେକା ସରକାର । ଓଡିଶାବାସୀଙ୍କୁ ଭ୍ରମିତ କରି ଖାଲି ମିଛରେ ବାହାଦୁରି ନେଉଛନ୍ତି ସରକାର । ନୂଆ ସରକାରରେ କିଛି ବି ନୂତନତ୍ବ ନାହିଁ ବୋଲି କହି ପ୍ରେସମିଟ କରି ବର୍ଷିଛନ୍ତି ବିଜେଡି ମୁଖପାତ୍ର ତଥା ମିଡିଆ

ଭୁବନେଶ୍ବରରେ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ତୃତ ଖାଦ୍ୟ ସମ୍ମିଳନୀ ଉଦଘାଟିତ

ଭୁବନେଶ୍ବର : ଭୁବନେଶ୍ବରରେ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ତୃତ ଖାଦ୍ୟ ସମ୍ମିଳନୀ ଉଦଘାଟିତ । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟନ କରିଛନ୍ତି । ଏହି ଅବସରରେ ମିଲେଟ ଜାତୀୟ ଫସଲର ଉତ୍ପାଦନ ବଢ଼ୁଛି ବୋଲ କହିଛନ୍ତି

ଓଡିଶା ଇତିହାସ ଉପରେ ହେବ ଗବେଷଣା, କହିବ ଆମ ବୀର ପୁଅଙ୍କ ଗାଥା

ଭୁବନେଶ୍ବର: କ’ଣ ରହିଛି ଓଡିଶାର ପ୍ରକୃତ ଇତିହାସ? ଆଜିର ଓଡିଶାକୁ ତିଆରି କରିବା ପାଇଁ କେତେ ସଂଘର୍ଷ କରିଥିଲେ ଆମ ଓଡିଆ ମଉଡମଣି? ଏ ସବୁକୁ ନେଇ ଏବେ ଗବେଷଣା ହେବ । ଗବେଷଣା କହିବ, ଓଡିଶା ଇତିହାସର ଗାଥା । ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବା ନେଇ

ଜିଲ୍ଲାସ୍ତରୀୟ ଖାଦ୍ୟ ମେଳାରେ ପାରମ୍ପରିକ ମାଣ୍ଡିଆ ନିର୍ମିତ (ଖାଦ୍ୟକୁ) ଗୁରୁତ୍ୱ

ମାଲକାନଗିରି, ୧୦।୧୧ ମାଲକାନଗିରି ଜିଲ୍ଲା ସଦର ମହକୁମା ସଂସ୍କୃତି ଭବନ ପରିସରରେ ଆଜି ଜିଲ୍ଲା କୃଷି ବିଭାଗ ତରଫରୁ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଦିଲରଂଜନ ମହାଲିକଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଖାଦ୍ୟ ମେଳାକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲଙ୍କ ଦ୍ୱାରା ଉଦ୍ଘାଟିତ ହୋଇ

ଝାରସୁଗୁଡା ପୋଲିସକୁ ମିଳିଲା ବଡ ସଫଳତା, AI ଦ୍ବାରା କାବୁ ହେଲା ଚୋର

ଟେକ୍ନୋଲୋଜି ସାହାଯ୍ୟରେ ଏବେ ସବୁ ସମ୍ଭବ । ଚୋର ମାନେ ଚୋରି କରୁଥିଲେ ହୋଇଯାଆନ୍ତୁ ସାବଧାନ । କାହିଁକି ନା ଚୋରଙ୍କୁ ଧରିବା ପାଇଁ ଏବେ AI ପାଲିସକୁ ସାହାଯ୍ୟ କରୁଛି । ଝାରସୁଗୁଡା ପୋଲିସକୁ ମିଳିଛି ବଡ ସଫଳତା । AI ବ୍ୟବହାର କରି ଚୋର ଗ୍ୟାଙ୍ଗ ସହ ଚୋରି ଜିନିଷକୁ ଜବତ କରିଛି ଝାରସୁଗୁଡା

ମିଲେଟ୍ ମିଶନ୍: ମା’ମାନଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମାଣ୍ଡିଆକୁ ପ୍ରୋତ୍ସାହିତ କରିବାକୁ ସମସ୍ତ ଉଦ୍ୟମ ଚଳାଇଛନ୍ତି ରାଜ୍ୟ ସରକାର । ଏନେଇ ଆଜି ରାଜ୍ୟ କୃଷି ବିଭାଗ ପକ୍ଷରୁ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଲୋକସେବା ଭବନରେ ଆୟୋଜିତ ଏହି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର ଲଭ ଜିହାଦ ମାମଲା, ଅଭିଯୁକ୍ତର କାଶ୍ମୀର ଲିଙ୍କ ଖୋଜୁଛି କମିସନରେଟ ପୋଲିସ

ଭୁବନେଶ୍ବର : ଭୁବନେଶ୍ବର ଲଭ ଜିହାଦ ମାମଲାରେ ଅଭିଯୁକ୍ତର କାଶ୍ମୀର ଲିଙ୍କ ଖୋଜୁଛି କମିସନରେଟ ପୋଲିସ । ଅଭିଯୁକ୍ତ ସମୀର ମନସୁରର ସମସ୍ତ ରେକର୍ଡ ହିଷ୍ଟ୍ରି ମାଗିଛି ପୋଲିସ । ବିହାର ଏବଂ କାଶ୍ମୀର ପୋଲିସକୁ ଯୋଗାଯୋଗରେ କରିଛି କମିସନରେଟ ପୋଲିସ । ଏନେଇ