Browsing Category

ଓଡିଶା

ବନ୍ଧୁକ ଦେଖାଇ ସୁନା ଚେନ୍ ନେଇଗଲେ ୬ ଦୁର୍ବୃତ୍ତ

କଟକ: ମାଡ଼ମାରି ଫାଙ୍କା ଗୁଳି ଚଳାଇ ଲୁଟିନେଲେ ସୁନା ଚେନ୍‌ । ନରାଜ-ବିଦ୍ୟାଧରପୁର ପାହାଡ଼ ନିକଟରେ ଆତଙ୍କ ଖେଳାଇଲେ ଲୁଟେରା । ଏକ ଦମ୍ପତ୍ତିଙ୍କ ଠାରୁ ବନ୍ଧୁକ ଦେଖାଇ ସୁନା ଚେନ୍ ନେଇଗଲେ ୬ ଦୁର୍ବୃତ୍ତ । ଏନେଇ ବାରଙ୍ଗ ଥାନାରେ ଅଭିଯୋଗ କରିଛନ୍ତି ଉକ୍ତ ଦମ୍ପତ୍ତି । ସୂଚନା ଅନୁସାରେ,

ମାନିଲାନି ଇସ୍କନ; କଲା ଅଦିନିଆ ରଥଯାତ୍ରା

ବହୁ ବିବାଦ ପରେ ମଧ୍ୟ ମାନିଲାନି ଇସ୍କନ। ଗତକାଲି ଆମେରିକା ହ୍ୟୁଷ୍ଟନ୍‌ରେ କରିଛି ଅଦିନିଆ ରଥଯାତ୍ରା। ‘ଫେଷ୍ଟିଭାଲ ଅଫ ବ୍ଲିସ’ ନାଁରେ ରଥଯାତ୍ରା କରିଛି ଇସ୍କନ। ରଥରେ ଚତୁର୍ଦ୍ଧା ମୂର୍ତ୍ତି ନଥିଲେ ବି ରାଧାକୃଷ୍ଣଙ୍କ ମୂର୍ତ୍ତି ରଖି ନନ୍ଦିଘୋଷ ଭଳି ଅବିକଳରଥ

ରାଜଧାନୀରେ ମାତିଲେ ଲୁଟେରା, ଝରକା ଭାଙ୍ଗି ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ

ଭୁବନେଶ୍ୱର : ରାଜଧାନୀରେ ମାତିଲେ ଲୁଟେରା । ଝରକା ଭାଙ୍ଗି ନେଇଗଲେ ସୁନା ଅଳଙ୍କାର । ଭୁବନେଶ୍ବର ଶ୍ରୀଗଣେଶ ବିହାର ଅଞ୍ଚଳରେ ଲୁଟ୍ ହୋଇଛି । ଅବସରପ୍ରାପ୍ତ କର୍ମଚାରୀଙ୍କ ଘରେ ପଶି କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ । ଶାବଳରେ ଝରକା ତାଡିବା ପରେ ବୃଦ୍ଧ

ପବିତ୍ର ଅଁଳା ନବମୀ, ଓଡିଆଣୀ ବେଶରେ ଶ୍ରୀରାଧା

ପୁରୀ: ଆଜି ପବିତ୍ର ଅଁଳା ନବମୀ । କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥିକୁ ଅଁଳା ନବମୀ ଭାବରେ ପାଳନ କରାଯାଏ । ଏହାକୁ ଅକ୍ଷୟ ନବମୀ ବୋଲି ମଧ୍ୟ କୁହାଯାଏ । ଆଜି ରାଧାପାଦ ମଧ୍ୟ ଦର୍ଶନ କରିବାର ସୌଭାଗ୍ୟ ପାଇଥାନ୍ତି ଶ୍ରଦ୍ଧାଳୁ । ହିନ୍ଦୁ ଧର୍ମରେ ଅଁଳା ନବମୀର ବିଶେଷ ମହତ୍ତ୍ବ ରହିଛି ।

ଜାତୀୟ ଆଇନସେବା ଦିବସ ପାଳିତ

ଫୁଲବାଣୀ : ଶ୍ରୀଯୁକ୍ତ ସତ୍ୟପୀର ମିଶ୍ର, ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଫୁଲବାଣୀଙ୍କ ନିର୍ଦ୍ଧେଶ କ୍ରମେ ଖଜୁରୀପଡା ବ୍ଲକ ଅନ୍ତର୍ଗତ ଦୁତୀମେଣ୍ଡି ପଞ୍ଚାୟତ ସଭାଗୃହ ଠାରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଫୁଲବାଣୀ ଆନୁକୂଲ୍ୟରେ ଜାତୀୟ ଆଇନସେବା ଦିବସ

ଚକଲାପଦର ପଞ୍ଚାୟତର ୮ଖଣ୍ଡ ଗାଁ ପିଲାଙ୍କୁ ହାଇସ୍କୁଲ ଅପହଞ୍ଚ, ୮ମ ପରେ ପାଠ ଛାଡୁଛନ୍ତି ଛାତ୍ରୀ

ଉମରକୋଟ /ଝରିଗାଁ : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଏକ ଆଦିବାସୀ ବହୁଳ ବ୍ଲକ ଭାବେ ପରିଚିତ । ଝରିଗାଁ ବ୍ଲକରେ ସଚେତନତା ଅଭାବ ଯୋଗୁଁ ବ୍ଳକର ଶିକ୍ଷା ହାର ଆଶାନୁରୂପ ନୁହଁ।ଶିକ୍ଷା ବିଭାଗ ପକ୍ଷରୁ ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ

ନୂତନ ଗ୍ରାମ ପଞ୍ଚାୟତ ଗଠନ ଦାବିରେ ଜନ ଆନ୍ଦୋଳନ

ବାଲିଗୁଡା : ନୂତନ ଗ୍ରାମ ପଞ୍ଚାୟତ ଗଠନ ଦାବିରେ ତେଜିଲା ଜନ ଅସନ୍ତୋଷ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କୁ ଗଲେ ଅଞ୍ଚଳବାସୀ। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହେବାପରେ ନୂତନ ଗ୍ରାମପଞ୍ଚାୟତ ଗଠନ ନିମନ୍ତେ ଆବେଦନ କଲେ ମଗଡୀଙ୍ଗିଆ ଅଞ୍ଚଳ ବାସୀ । କନ୍ଧମାଳ ଜିଲ୍ଲା କ.

ଜନ୍ମ ମାଟିରେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ପ୍ରିୟଙ୍କା ମାରାଣ୍ଡି

ବାରିପଦା : ଜନ୍ମ ମାଟିରେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ଡାକ୍ତର ପ୍ରିୟଙ୍କା ମାରାଣ୍ଡି। ଆଜି ସେ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ବାଙ୍ଗିରିପୋଷିରେ ପହଞ୍ଚିଛନ୍ତି। ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସେ ମୟୂରଭଞ୍ଜ ଯାଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଧର୍ମପତ୍ନୀ ଡାକ୍ତର

ଖୁବ୍‍ଶୀଘ୍ର ନବୀନଙ୍କ ଜିଲା ଗସ୍ତ

ଭୁବନେଶ୍ବର : ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଜିଲା ଗସ୍ତକୁ ନେଇ ଚର୍ଚ୍ଚା ଲାଗି ରହିଛି। ମାତ୍ର ଖୁବ୍‍ଶୀଘ୍ର ଜିଲା ଗସ୍ତ ନେଇ ତାରିଖ ଚୂଡ଼ାନ୍ତ ହେବ ବୋଲି ଦଳର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ପ୍ରଶାନ୍ତ ମୁଦୁଲି କହିଛନ୍ତି। ଶ୍ରୀ ମୁଦୁଲି କହିଛନ୍ତି ଯେ,

ରାଜଧାନୀରେ ଲଭ୍‌ ଜିହାଦ୍‌ ଘଟଣା; ବନ୍ଧା ହେଲେ ଅଭିଯୁକ୍ତ

ଭୁବନେଶ୍ବର : ରାଜଧାନୀରେ ଲଭ୍ ଜିହାଦ ଘଟଣା ସାମନାକୁ ଆସିଥିବା ବେଳେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ସମୀର ମନସୁରଙ୍କୁ ଗତକାଲି ପୁଲିସ୍‌ ଅଟକ ରଖିଥିବା ବେଳେ ଆଜି ତାଙ୍କୁ ଗିରଫ କରିଛି। କୋର୍ଟ ଚାଲାଣ ପୂର୍ବରୁ ଅଭିଯୁକ୍ତଙ୍କ ମେଡିକାଲ ଚେକଅପ୍