Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅକଲ୍ୟାଣ୍ଡରେ ଅବସ୍ଥାପିତ ହେବାକୁ ଥିବା କନସୁଲେଟ ଜେନେରାଲ
ଭୁବନେଶ୍ଵର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ନ୍ୟୁଜିଲ୍ୟାଣ୍ଡ ସ୍ଥିତ ଅକଲ୍ୟାଣ୍ଡରେ କନସୁଲେଟ ଜେନେରାଲ ରୂପେ ଅବସ୍ଥାପିତ ହେବାକୁ ଥିବା ମଦନ ମୋହନ ସେଠୀ ସାକ୍ଷାତ କରିଛନ୍ତି। ସାକ୍ଷାତକାର!-->…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ
ଭୁବନେଶ୍ୱର: କିଛି ଦିନ ବ୍ୟବଧାନରେ ପୁଣି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ ଦିଗକୁ ଗତି କରିବ ବୋଲି ସୂଚନା ମିଳିଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏହି ଲଘୁଚାପ ଆସନ୍ତା!-->!-->!-->…
କଟକ ବାଲିଯାତ୍ରା ସମୟରେ ଫୁଟପାଥରେ ବସିପାରିବେନି ଉଠା ଦୋକାନୀ
କଟକ: ଆଉ କିଛି ଦିନର ଅପେକ୍ଷା ଏହା ପରେ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରା । ତେବେ ବାଲିଯାତ୍ରାକୁ ନେଇ କିଛି ନିଷେଧାଦେଶ ଜାରି କରାଯାଇଛି । ବାଲିଯାତ୍ରା ସମୟରେ ଫୁଟପାଥରେ ଉଠାଦୋକାନୀ ବସିପାରିବେ ନାହିଁ ବୋଲି ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି କଟକ ଜିଲ୍ଲାପାଳ!-->…
ଅଧା ରାସ୍ତାରେ ବେକରେ ଟାଙ୍ଗିଆ ରଖି ନେଇଗଲେ ୭ ଲକ୍ଷ ଟଙ୍କା…
ବଲାଙ୍ଗୀର : ଅଧା ରାସ୍ତାରେ ବେକରେ ଟାଙ୍ଗିଆ ରଖି ନେଇଗଲେ ୭ ଲକ୍ଷରୁ ଅଧିକ ଟଙ୍କା। ଏପରି ଅଭିଯୋଗ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ଘଟଣାର ତଦନ୍ତ ଚଳାଇଛି।
ମୁରିବାହାଲ ଥାନା ହଳଦୀ ଗାଁରେ ରହିଛି ଷ୍ଟେଟ ବ୍ୟାଙ୍କ ଅଫ୍!-->!-->!-->…
ରାଜ୍ୟସ୍ତରୀୟ ପୋଷ୍ୟ ସନ୍ତାନ ନିର୍ଦ୍ଦେଶାବଳୀ ତାଲିମ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଆଇନଗତ ପୋଷ୍ୟ ଗ୍ରହଣ ହିଁ ପ୍ରତ୍ୟେକ ଶିଶୁକୁ ପରିବାର ଯୋଗାଇ ଦେବାର ପ୍ରକୃଷ୍ଟ ଉପାୟ। ଶିଶୁ ସୁରକ୍ଷା ବ୍ୟବସ୍ଥାର ପ୍ରତ୍ୟେକ ହିତାଧିକାରୀଙ୍କ ସକ୍ରିୟ ସହଭାଗିତା ଦ୍ୱାରା ଏହାକୁ ନିଶ୍ଚିତ କରାଯାଇ ପାରି। ଆଜି ଏକଦିବସୀୟ ରାଜ୍ୟସ୍ତରୀୟ ପୋଷ୍ୟ ଗ୍ରହଣ ନିୟମାବଳୀ, ୨୦୨୨ ତାଲିମ!-->…
ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର ବାବୁଙ୍କ ସହ ଫାର୍ମାସିଷ୍ଟ
କୋରାପୁଟ: ଲାଞ୍ଚ ନେବା ପଡିଲା ମହଙ୍ଗା l ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର ବାବୁ । କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ବିଶ୍ବଜିତ ଭୂୟାଁ ଓ ଫାର୍ମାସିଷ୍ଟ ଉତ୍ତମ ମହାକୁଡ଼ଙ୍କୁ ଧରିଛି ଭିଜିଲାନ୍ସ l ଲାଞ୍ଚ ନେଉଥିବା ବେଳେ ମାଡି ବସିଥିଲା!-->…
ଲଭ୍ ଜିହାଦରୁ ବର୍ତ୍ତିଗଲେ ଓଡ଼ିଆ ଯୁବତୀ !, ଝିଅର ଧର୍ମ ପରିବର୍ତ୍ତନ କରି କାଶ୍ମୀର ନେବାକୁ ଉଦ୍ୟମ କରୁଥିଲା ଯୁବକ
ଭୁବନେଶ୍ବର : ଜଗତସିଂହପୁରରୁ ଜମ୍ମୁ କଶ୍ମୀର । ଓଡ଼ିଶାରେ ଲଭ୍ ଜିହାଦ ଅଭିଯୋଗ । ଯୁବତୀଙ୍କ ଧର୍ମ ପରିବର୍ତ୍ତନ କରି କାଶ୍ମୀର ନେବାକୁ ଉଦ୍ୟମ କରୁଥିଲା ଯୁବକ । ମହିଳା ଥାନାରେ ଏତଲା ପରେ ଯୁବକକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଯୁବକଙ୍କ ନାମ ସମୀର ମନସୂର୍!-->…
ଆମ୍ବ ଟାକୁଆ ଟ୍ରାଜେଡି; ରାଜ୍ୟ ସରକାରଙ୍କୁ ସମାଲୋଚନା କଲା ବିଜେଡି
ଭୁବନେଶ୍ବର: କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛି ବିଜେଡି । ବିଜେଡିର ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ, ଖାଦ୍ୟ ସୁରକ୍ଷା ଗୋଟେ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା!-->…
କଟକ ଗଣଦୁଷ୍କର୍ମ ଘଟଣାରେ ଦୋଷୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ଆଇନ ମନ୍ତ୍ରୀ
କଟକ : କଟକ ଗଣଦୁଷ୍କର୍ମ ଘଟଣାରେ ଦୋଷୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ । ଦୋଷୀଙ୍କୁ ଦଣ୍ଡିତ କରିବାକୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏହି ମାମଲାକୁ ରାଜ୍ୟ ସରକାର ଗୁରୁତର ସହ ନେଇଛନ୍ତି । !-->…
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡାମାଡ କଲା ଛାତ୍ର କଂଗ୍ରେସ
ଭୁବନେଶ୍ବର: ପୁଣି ତାତିଲେ ଛାତ୍ର କଂଗ୍ରେସ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବାସଭବନ ଘେରାଉ କରି ହଙ୍ଗାମା କରିଛନ୍ତି ଛାତ୍ର କଂଗ୍ରେସ । ଉତ୍କଳ ବିଶ୍ବବିଦ୍ୟାଳୟର ଆଡମିଶନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ କରି ଘେରାଉ ସହ ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ କରିଛନ୍ତି ।!-->…