Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କଟକରେ ଲଜ୍ଜା: ଡିସିପି କହିଲେ ବ୍ଲାକମେଲକୁ ଭୟ କରନାହିଁ, ପୋଲିସଙ୍କୁ ଜଣାଅ
କଟକ: କଟକରେ ଲଜ୍ଜା । ବ୍ଲାକମେଲ କରି ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହେବା ପରେ ଏହାକୁ ନେଇ ତତ୍ପରତା ଦେଖାଇଛି କଟକ ବାରବାଟି ପୋଲିସ୍ । ସଙ୍ଗେ ସଙ୍ଗେ ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତମାନଙ୍କୁ ଗିରଫ କରିଛି ପୋଲିସ୍ । ଏହାକୁ ନେଇ ପ୍ରେସମିଟ୍ କରି ଅଧିକ!-->…
ଗଛରେ ପିଟି ହେଲା ଯାତ୍ରୀବାହୀ ବସ୍: ଜଣେ ମୃତ, ୩୦ରୁ ଅଧିକ ଆହତ
ନୟାଗଡ଼: ଗଛରେ ପିଟି ହେଲା ଯାତ୍ରୀବାହୀ ବସ୍, ଜଣେ ମୃତ ୩୦ରୁ ଅଧିକ ଆହତ ହୋଇଛନ୍ତି । ନୟାଗଡ଼ର ନୂଆଗାଁ ଥାନା ସୋରଡ଼ା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଜୟ ମା’ ତାରିଣୀ ବସ୍ ରାଇକିଆରୁ ଭୁବନେଶ୍ବର ଆସିବା ସମୟରେ ନୂଆ ଗାଁ ଥାନା ସୋରଡା ଛକରେ ଏହି ଦୁର୍ଘଟଣା ଘଟିଛି । ଆହତଙ୍କ ମଧ୍ୟରେ!-->…
ଆମ୍ବ ଟାକୁଆ ଜାଉ ମୃତ୍ୟୁ ଘଟଣା; ‘ରିପୋର୍ଟ ଆସିଲେ ମୃତ୍ୟୁର କାରଣ ତର୍ଜମା କରାଯିବ’
ଭୁବନେଶ୍ଵର: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାକୁ ନେଇ ଆସିଲା ବଡ଼ ଖବର । ରିପୋର୍ଟ ଆମର ହସ୍ତଗତ ହୋଇନି । ରାଜ୍ୟ ଫୋରେନସିକର ଯେଉଁ ରିପୋର୍ଟ ଗତକାଲି ଟିଭିରେ ଦେଖା ଯାଉଥିଲା, ତାହା ଜିଲ୍ଲା ରିପୋର୍ଟ । ଷ୍ଟେଟ!-->…
ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ମିଳିବ ଟଙ୍କା
ଭୁବନେଶ୍ବର: ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଆଗୁଆ ଟଙ୍କା ମିଳିବ । ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କୁ ଅଗ୍ରୀମ ଟଙ୍କା ମିଳିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ!-->…
ତହସିଲଦାରଙ୍କ ଗାଳିଗୁଲଜରେ ଚେତାଶୂନ୍ୟ RI, ହସ୍ପିଟାଲରେ ଭର୍ତ୍ତି
କେନ୍ଦୁଝର: ମହିଳା ଆରଆଇଙ୍କୁ ଫୋନରେ ଘଷିପୁରା ତହସିଲଦାରଙ୍କ ଗାଳିଗୁଲଜ ଅଭିଯୋଗ । ଏଥିରେ ମହିଳା ଆରଆଇ ଚେତାଶୂନ୍ୟ ହୋଇପଡ଼ିଥିଲେ । ଏନେଇ ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତାଙ୍କ ସ୍ୱାମୀ ।
ଅଭିଯୋଗ ଅନୁଯାୟୀ, ଗତକାଲି ସଂଧ୍ୟାରେ କେନ୍ଦୁଝର ଜିଲ୍ଲା କେଶଦୁରାପାଳ ମହିଳା ରାଜସ୍ବ!-->!-->!-->…
କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ୬ ଗିରଫ
କଟକ: କଟକରେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା’ସାଙ୍ଗ ମାନେ ମିଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଘଟଣାରେ ୬ ଜଣଙ୍କୁ ଗିରଫ କରିଛି ବାଦାମବାଡ଼ି ଥାନା ପୋଲିସ । ତେବେ ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିବା ସହ ତାଙ୍କୁ ବ୍ଲାକମେଲିଂ କରି!-->…
‘ଆଇନ ସମ୍ବନ୍ଧରେ ଜନସାଧାରଣଙ୍କୁ ସଚେତନତା କରିବାର ବହୁ ଆବଶ୍ୟକତା ରହିଛି’
ଭୁବନେଶ୍ବର: ଲୋକସେବା ଭବନରେ ଗୁରୁବାର 'ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ନ୍ୟାୟ ସଂହିତା ସଚେତନତା' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଥିଲେ। ସେ କହିଥିଲେ, ଆଜିର ଦିନରେ ସାମାଜିକ ସ୍ତରରେ ଭାରତୀୟ!-->…
ମଝି ଚିଲିକାରେ ଫସିଲା ଭସାପୋଲ
ବ୍ରହ୍ମଗିରି : ଆଜି ଅପରାହ୍ନ ଦୁଇ ଘଟିକା ସମୟରେ ପୁରୀ ଜିଲ୍ଲା ସାତପଡ଼ା ମଝି ଚିଲିକାରେ ଏକ ଅଘଟଣ ଦେଖିବାକୁ ମିଳିଛି। ଚିଲିକା ମଝିରେ ଅଟକିଛି ଯାତ୍ରୀବାହି ଭସାପୋଲ । ଭସା ପୋଲଟି ସାତପଡା ନିକଟ ମଝି ଚିଲିକାରେ ଫସିରହିଛି ଏହି ଯାତ୍ରୀବାହି ଭସାପୋଲଟି ପ୍ରାୟ ଏକ ଘଣ୍ଟା ଧରି । ଏହି!-->…
ଗ୍ରାହକଙ୍କ ପାଇଁ ଖୁସି ଖବର, କମିଲା ସୁନା ଦର
ଭୁବନେଶ୍ୱର : ଯଦି ସୁନା କିଣିବାକୁ ଯାଉଛନ୍ତି ତାହେଲେ ଗ୍ରାହକଙ୍କ ପାଇଁ ଖୁସି ଖବର । କମିଲା ସୁନା ଦର । ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ମୂଲ୍ୟ ରହିଛି ୭୨ ହଜାର ଟଙ୍କା । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୭୩, ହଜାର ୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ!-->…
ଗିରଫ ହେଲେ କୋଟିପତି ଇଡକୋ ବାବୁ
ଭୁବନେଶ୍ୱର : ଗିରଫ ହେଲେ କୋଟିପତି ଇଡକୋ ବାବୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡକୋ ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହୁଙ୍କୁ ଗିରଫ କଲା ଭିଜିଲାନ୍ସ । ଭୁବନେଶ୍ୱରରେ ବିଜୟ କୁମାର ଉଦୟସିଂହଙ୍କର ରହିଛି ୩ କୋଟି ୨୨ ଲକ୍ଷ ଟଙ୍କାର ଚାରି ମହଲା ଘର। ଘରର ଗେଟରେ ପ୍ରବେଶ!-->…