Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପଦ୍ମ ଧରିଲେ ପୂର୍ବତନ ବିଧାୟିକା ସୁନନ୍ଦା ଦାସ
ଭୁବନେଶ୍ବର: ବିଜେପିରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ନିଜ ସମର୍ଥକଙ୍କ ସହ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପିରେ ସାମିଲ ହେଲେ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ସୁନନ୍ଦା । ତେବେ ଅକ୍ଟୋବର ୨୯ ତାରିଖରେ ଦଳରେ ଅଣଦେଖା କାରଣ ଦର୍ଶାଇ!-->…
ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟ୍
ଗଞ୍ଜାମ: ଲୁଟେରାଙ୍କ ଟାର୍ଗେଟରେ ଏବେ ମନ୍ଦିର । ଲୁଟି ନେଉଛନ୍ତି ଠାକୁରଙ୍କ ଅଳଙ୍କାର ଓ ପୂଜା ସାମଗ୍ରୀ । ଏହିଭଳି ଏକ ଘଟଣା ଗଞ୍ଜାମ ଜିଲ୍ଲାରୁ ଆସିଛି । ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟ୍ କରିଛନ୍ତି ଲୁଟେରା । ଗତକାଲି!-->…
ସ୍ୱାମୀକୁ ଗଛରେ ବାନ୍ଧି ସ୍ତ୍ରୀକୁ ହତ୍ୟା ଘଟଣା: ସ୍ୱାମୀ ରଚିଥିଲା ଷଡ଼ଯନ୍ତ୍ର
କୋରାପୁଟ: ସ୍ଵାମୀକୁ ଗଛରେ ବନ୍ଧି ସ୍ତ୍ରୀକୁ ହତ୍ୟା ଘଟଣାରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ। ସମସ୍ତ ସସପେନ୍ସ ଉପରୁ ପରଦା ହଟାଇଲା କୋରାପୁଟ ନନ୍ଦପୁର ପୋଲିସ। ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ବାମୀ ରଚିଥିଲା ସାଂଘାତିକ ଷଡ଼ଯନ୍ତ୍ର । ମୁଖ୍ୟ ଅଭିଯୁକ୍ତ ତଥା ସ୍ବାମୀ ମହେନ୍ଦ୍ର ଖରା ସହ ଦୁଇ!-->…
ଘରେ ନିଆଁ ଲାଗି ଜଳିଗଲେ ମା ଝିଅ
ସମ୍ବଲପୁର : ମାଆ ଝିଅ ଜୀବନ୍ତ ଦଗ୍ଧ । ସମ୍ବଲପୁର ମାନେଶ୍ବର ସ୍ଥିତ ହାଟପଦା ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ନିଆଁ ଲାଗି ମାଆ ଓ ଝିଅ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଦୁଇ ମହଲା ଘରର ଉପର ମହଲାରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।
ମୃତ ମା’!-->!-->!-->…
ଇଞ୍ଜିନୟରିଂ କଲେଜ ଜୁନିଅର ଛାତ୍ରଙ୍କୁ ପିଟିଲେ ସିନିଅର ଛାତ୍ର
କେନ୍ଦୁଝର: କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନୟରିଂ କଲେଜ ହଷ୍ଟେଲରେ ରାଗିଂ ଅଭିଯୋଗ। ହଷ୍ଟେଲରେ ପଶି ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ସିନିଅର ଛାତ୍ର ମାଡ଼ ମାରିଥିବା ଅଭିଯୋଗ। ୫ ଜଣ ସିନିଅର୍ ହଷ୍ଟେଲରେ ପଶି ମାଡ଼ ମାରିଥିବା ଅଭିଯୋଗ l ଆକ୍ରମଣରେ ଆହତ ଜୁନିଅର ଛାତ୍ର ଜିଲ୍ଲା ମୁଖ୍ୟ!-->…
୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ
ଭୁବନେଶ୍ୱର : ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ । କହିଛନ୍ତି ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ । ଭୂମିଠାରୁ ୧୩ ମିଟର ଉପରେ ଚାଲିବ ମେଟ୍ରୋ ଟ୍ରେନ୍ । ତେବେ ରାଜମହଲ, ଜୟଦେବ ବିହାର ଓଭରବ୍ରିଜ ତଥା ବାରଙ୍ଗ ରେଲୱେ ଲାଇନ୍ ଉପରେ!-->…
ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଭୟଙ୍କର ଅଗ୍ନିକାଣ୍ଡ
ଖୋର୍ଦ୍ଧା: ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଲାଗିଲା ନିଆଁ। ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଏହି ଷ୍ଟୁଡିଓରେ ବିଳମ୍ବିତ ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ଯାଇଥିବା ବେଳେ ଜୀବନହାନୀ ହୋଇ ନଥିବା ଜଣା ପଡିଛି।
ଗତକାଲି!-->!-->!-->…
ଅସୁରକ୍ଷିତ ରାଜଧାନୀ, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଭୁବନେଶ୍ବର : ଅସୁରକ୍ଷିତ ହୋଇ ପଡ଼ିଲାଣି ରାଜଧାନୀ। ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଏପରି ଏକ ଘଟଣା ରାଜଧାନୀର ପଳାସପଲ୍ଲୀ ଅଞ୍ଚଳରେ ଗତ ରାତିରେ ଘଟିଛି।ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ୩ ଦୁର୍ବୃତ୍ତ ବାଇକ୍ରେ ଆସି ଜଣେ ଯୁବକଙ୍କୁ ଗୋଡାଇ!-->…
ଋଷିକୂଲ୍ୟା ନଦୀରୁ ବେଆଇନ ବାଲି ଚୋରାଚାଲାଣ, ବାଲି ବୋଝେଇ ଟ୍ରାକ୍ଟର ଜବତ
ହିଞ୍ଜିଳିକାଟୁ : ଗଞ୍ଜାମ ଜିଲ୍ଲାର ବିଭିନ୍ନ ନଦୀରୁ ବେଆଇନ ଭାବେ ପ୍ରତ୍ୟହ ଶହ ଶହ ହାଇୱା, ଟିପ୍ପର ଓ ଟ୍ରାକ୍ଟର ବାଲି ଚୋରାଚାଲାଣ ହେଉଥିବା ନଜିର ରହିଛି । ବାଲି ମାଫିଆ ମାନେ ପ୍ରଶାସନର ଆଖିରେ ଧୂଳିଛାଟି ପ୍ରତ୍ୟହ ରାତିରେ ଶହ ଶହ ହାଇୱା, ଟିପ୍ପର ଓ ଟ୍ରାକ୍ଟର ବାଲି ଚୋରାଚାଲାଣ କରୁଥିବା!-->…
ହିଞ୍ଜିଳିକାଟୁରେ ବିଜେଡିର ଦଳୀୟ ପତକା ଚିରା ଅଭିଯୋଗ, ବିରୋଧୀ କରିଥିବା କହିଲା ବିଜେଡି
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବିଜୁପଟ୍ଟନାୟକ କଲ୍ୟାଣ ମଣ୍ଡପ ଛକ ଠାରୁ ବିଜୁପଟ୍ଟନାୟକ ପାର୍କ ଛକ ପର୍ଯ୍ୟନ୍ତ ଦଳୀୟ ପତକା ଚିରିଲା କିଏ ? ମଙ୍ଗଳବାର ବିଜେଡି ର ଜନସମ୍ପର୍କ ପଦଯାତ୍ରା ନିମନ୍ତେ ହିଞ୍ଜିଳିକାଟୁ ସହର ସାରା ବିଜେଡି ପତାକା ଡିଭାଇଡର ରେ ଲଗାଯାଇଥିଲା ।!-->…