Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜାତୀୟସ୍ତରରେ ପାଳନ ହେବ ଡ.ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ
ଭୁବନେଶ୍ବର: ଜାତୀୟ ସ୍ତରରେ ପାଳନ ହେବ ଉତ୍କଳ କେଶରୀ ଡକ୍କର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ। ଡ.ମହତାବଙ୍କ ଜୟନ୍ତୀକୁ ଜାତୀୟ ସ୍ତରୀୟ ଉତ୍ସବ ଭାବେ ପାଳନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
ଖୋର୍ଦ୍ଧା ରୋଡ଼ ମଣ୍ଡଳର ୯ଟି ରେଳ ଷ୍ଟେସନକୁ “ପରିବେଶ ପରିଚାଳନା ସିଷ୍ଟମ ଷ୍ଟାଣ୍ଡାର୍ଡ” ପ୍ରମାଣପତ୍ର ପ୍ରଦାନ
ଭୁବନେଶ୍ବର : ଉନ୍ନତ ପରିବେଶ ପ୍ରଦର୍ଶନ ପାଇଁ, ଖୋର୍ଦ୍ଧା ରୋଡ୍ ମଣ୍ଡଳର ନଅଟି ରେଳ ଷ୍ଟେସନକୁ “ପରିବେଶ ପରିଚାଳନା ସିଷ୍ଟମ ଷ୍ଟାଣ୍ଡାର୍ଡ ପ୍ରମାଣପତ୍ର” ପ୍ରଦାନ କରାଯାଇଛି। ଏହି ଷ୍ଟେସନ ଗୁଡ଼ିକ ହେଲା ପୁରୀ, ଭୁବନେଶ୍ୱର, ଖୋର୍ଦ୍ଧା ରୋଡ୍, ପଲାସା, ବାଲୁଗାଁ, ଯାଜପୁର କେନ୍ଦୁଝର ରୋଡ୍,!-->…
କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ : ଶିଳ୍ପ ମନ୍ତ୍ରୀ
ଭୁବନେଶ୍ୱର : କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ କମ୍ପାନୀ । ଆର୍ସେଲର ମିତ୍ତଲ ନିପନ୍ କମ୍ପାନୀ ଓଡିଶାରୁ ଚାଲି ଯାଉଥିବା ବିଜେଡି ନେତା ପ୍ରତାପ ଜେନା କହିବା ପରେ ଏହା ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ।
ପୂର୍ବତନ!-->!-->!-->…
ପିସିସି ସଭାପତି ଚୟନକୁ ନେଇ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ
ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ ନେଇ କସରତ ଚାଲିଛି | ପିସିସି କାର୍ଯ୍ୟାଳୟରେ ସରିଲା ପ୍ରଥମ ପର୍ଯ୍ୟାୟ ବୈଠକ। ସବୁ ବିଧାୟକ ଏଵଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା ବୈଠକ। କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ଆଜି ଦିନ ତମାମ ପିସିସି କାର୍ଯ୍ୟାଳୟ ଭିତରେ!-->…
ଆମ୍ବ ଟାକୁଆ ଜାଉ ପ୍ରସଙ୍ଗ: ଚିକିତ୍ସିତ ୨ ଗୁରୁତରଙ୍କୁ ହେପାଟାଇଟିସ୍
ଭୁବନେଶ୍ୱର: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ଘଟଣାରେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ମିଳିଛି। ଏସ୍ସିବିରେ!-->…
ବାତ୍ୟା ଦାନାର ଆସିଲା ରିପୋର୍ଟ, ହୋଇଛି ଛଅ ଶହ କୋଟିର କ୍ଷୟକ୍ଷତି
ବାତ୍ୟା ଓ ବନ୍ୟାରେ ମୋଟାମୋଟି ୬ଶହ କୋଟିର କ୍ଷୟକ୍ଷତି ଆକଳନ ହୋଇଛି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା । କେବଳ ପଞ୍ଚାୟତିରାଜ ବିଭାଗର କ୍ଷୟକ୍ଷତି ରିପୋର୍ଟ ଆସି ନାହିଁ । ବାକି ସମସ୍ତ ବିଭାଗର କ୍ଷୟକ୍ଷତି ରିପୋର୍ଟ ଆସିଛି । ପ୍ରାଥମିକ ଆକଳନ ଅନୁସାରେ!-->…
ଶ୍ରୀମନ୍ଦିର ମେଘନାଦ ପାଚେରୀ ମରାମତି କାମ ଆରମ୍ଭ
ପୁରୀ : ସଙ୍କଟରେ ରହିଛି ମରହଟ୍ଟା ଶାସନ ଅମଳର ଐତିହ୍ୟ ମେଘନାଦ ପାଚେରୀ। ଖବର ପ୍ରସାରଣ ପରେ ଯୁଦ୍ଧକାଳୀନ ଭିତ୍ତିରେ ମରାମତି ପାଇଁ ଆଗେଇଛି ଶ୍ରୀମନ୍ଦିର ପ୍ରଶାସନ। ଦେଢ଼ ବର୍ଷ ତଳୁ ମେଘନାଦ ପାଚେରୀରେ ବିଭିନ୍ନ ସ୍ଥାନରେ ପାଣି ଝରୁଥିବା ବେଳେ ଆନନ୍ଦ ବଜାର ଡ୍ରେନେଜର ସୁଧାର ପାଇଁ ଚିଠି କରି!-->…
ଶଙ୍ଖ ଛାଡ଼ି ପଦ୍ମ ଧରିଲେ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା
ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି ଦୁଇ ଜଣ ବିଜେଡି ନେତା। ଆଜି ସକାଳେ ମୁଖ୍ୟମନ୍ତ୍ରୀଙ୍କ ଭୁବନେଶ୍ଵରସ୍ଥିତ ବାସଭବନରେ ଏମାନେ ପଦ୍ମ ଧରିଛନ୍ତି। ସେମାନେ ହେଲେ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାଏକ ଓ ବିଜେଡି ସମର୍ଥିତ କେନ୍ଦୁଝର ଜିଲ୍ଲା ଓକିଲ ସଂଘର ସଭାପତି ଆଲୋକ!-->…
ଲାଞ୍ଚ ନେଉଥିବା ବେଳେ ଜେଇଙ୍କୁ ମାଡ଼ି ବସିଲା ଭିଜିଲାନ୍ସ
ଫୁଲବାଣୀ: ପୁଣି ଭିଜିଲାନ୍ସ ଜାଲରେ ଜୁନିଅର ଇଞ୍ଜିନିୟର। ଲାଞ୍ଚ ନେବା ଜେଇଙ୍କୁ ପଡ଼ିଲା ମହଙ୍ଗା। ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ଜେଇ ଅଶୋକ ପାଢ଼ୀ। ଭିଜିଲାନ୍ସ ତାଙ୍କ ପାଖରୁ ୧୦ ହଜାର ଲାଞ୍ଚ!-->…
ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା
ଭୁବନେଶ୍ୱର: ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ ହୋଇଯାଇଛି । ଆଉ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଚାଷୀଙ୍କଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ। ନଭେମ୍ବର ତୃତୀୟ ସପ୍ତାହ!-->…