Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବଡ଼ବଡୁଆ ଡାକରେ କମ୍ପିଲା ଶ୍ରୀକ୍ଷେତ୍ର
ପୁରୀ : ବଡ଼ବଡୁଆ ଡାକରେ କମ୍ପିଲା ଶ୍ରୀକ୍ଷେତ୍ର । ପୁରୀ ଶ୍ରୀମନ୍ଦିର ଆଗରେ ଆଜି ଲୋକମାନେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକିଛନ୍ତି । ପିତୃପକ୍ଷରେ ମର୍ତ୍ତ୍ୟଲୋକରୁ ଆସିଥିବା ପିତୃପୁରୁଷଙ୍କୁ ଦୀପାବଳିରେ ଆଲୋକର ମାର୍ଗ ଦେଖାଇ ମେଲାଣି ଦେଇଛନ୍ତି । !-->…
ପୁଣି ଆସିବ ସୁଭଦ୍ରା ଗାଇଡଲାଇନ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ଭୁବନେଶ୍ବର: ଖୁବ୍ ଶୀଘ୍ର ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଚଢିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି, ବାକି ଥିବା ହିତାଧିକାରୀଙ୍କୁ ସୁଭଦ୍ରା କିସ୍ତି ମିଳିବ । ଖୁବ୍ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି!-->…
ବାରରେ ଡ୍ୟାନ୍ସ ହେଲେ ରଦ୍ଦ ହେବ ଲାଇସେନ୍ସ
ଭୁବନେଶ୍ବର: ବାର୍ରେ ଡ୍ୟାନ୍ସ ହେଲେ ରଦ୍ଦ ହେବ ଲାଇସେନ୍ସ ।ଏନେଇ କଡା ଚେତାବନୀ ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବାର୍ରେ ଅଶ୍ଳୀଳ ନୃତ୍ୟ ଯୋଗୁଁ ସୃଷ୍ଟି ହେଉଥିବା ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଅବକାରୀ!-->…
କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ ପ୍ଲାଣ୍ଟ : ମୁଖ୍ୟମନ୍ତ୍ରୀ
କେନ୍ଦୁଝର : କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ ପ୍ଲାଣ୍ଟ । JSW- ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲ ପ୍ଲାଣ୍ଟ । ଏନେଇ JSW- ପୋସ୍କୋ ମଧ୍ୟରେ ହୋଇଛି ଏମଓୟୁ । କେନ୍ଦୁଝରରେ ପ୍ଲାଣ୍ଟ ହେବା MOUରେ ସେମାନେ ମେନ୍ ସନ କରିଛନ୍ତି ।
କେନ୍ଦୁଝର!-->!-->!-->…
ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା
ଭୁବନେଶ୍ୱର: ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରେ ପ୍ରତିଷ୍ଠା ହେବ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା। ଏନେଇ ଓଡ଼ିଶା ରାଜ୍ୟ ସରକାର ବିଧିବଦ୍ଧ ଭାବେ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରାଥମିକ ସ୍ତରରେ ଏହା ଭୁବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ!-->…
ବାତିଲ ହେଲା ଇସ୍କନର ଅଦିନିଆ ରଥଯାତ୍ରା
ଆମେରିକା ହଷ୍ଟନରେ ଅଦିନିଆ ରଥଯାତ୍ରାକୁ ବାତିଲ କଲା ଇସ୍କନ । ହଷ୍ଟନରେ ଇସ୍କନ ପକ୍ଷରୁ ନଭେମ୍ବର ୩ରେ ସ୍ନାନଯାତ୍ରା ଓ ନଭେମ୍ବର ୯ରେ ହେବାକୁ ଥିବା ରଥଯାତ୍ରାକୁ ନେଇ ବିବାଦ ବଢ଼ିଥିଲା । ଜଗନ୍ନାଥ ପ୍ରେମୀ ଓ ପୁରୀ ସେବାୟତଙ୍କ ପକ୍ଷରୁ ତୀବ୍ର ବିରୋଧ ହୋଇଥିଲା । ଏହାକୁ!-->…
ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା; ସ୍ୱାସ୍ଥ୍ୟ ବିଭାଗୀୟ ତଦନ୍ତ ଆରମ୍ଭ
କନ୍ଧମାଳ: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ପଞ୍ଚାୟତର ମଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣା । ଆରମ୍ଭ ହେଲା ସ୍ୱାସ୍ଥ୍ୟ ବିଭାଗୀୟ ତଦନ୍ତ । ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲ ଓ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ତଦନ୍ତ ଆରମ୍ଭ!-->…
ଭରତପୁରରେ ପତ୍ନୀଙ୍କୁ ବିଷ ଇଞ୍ଜେକ୍ସନ ଦବା ମାମଲା: ଫରେନସିକକୁ ଗଲା ବ୍ୟବହୃତ ସିରିଞ୍ଜ ଓ ଆନାସ୍ଥେସିଆ
ଭୁବନେଶ୍ବର: ଭୁବନେଶ୍ବର ଭରତପୁରରେ ପତ୍ନୀଙ୍କୁ ଓଭରଡୋଜ ଆନେସ୍ଥେସିଆ ଇଞ୍ଜେକ୍ସନ ଦେଇ ଫାର୍ମାସିଷ୍ଟ ସ୍ବାମୀ ମାରିଦେବା ଘଟଣାରେ ପୋଲିସର ଖୋଳତାଡ଼ ଜାରି । ରାଜ୍ୟ ଫରେନସିକ ଲାବକୁ ଗଲା ଜବତ ସିରିଞ୍ଜ ଓ ଆନେସ୍ଥେସିଆ । ଅଭିଯୁକ୍ତଙ୍କ ମୋବାଇଲ ଫୋନ ବି ଯାଞ୍ଚ ପାଇଁ ପଠାଯାଇଛି । ନିଶ୍ଚେତକରେ!-->…
ନିର୍ମାଣଧିନ କେନାଲରୁ ମାଟି ଅତଡା ଧସି ୮ ବର୍ଷର ଝିଅ ମୃତୃ, ବାପା ଗୁରୁତର
ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ନଡିଆଭଙ୍ଗା ପଞ୍ଚାୟତ ବାଉଁଶନଳୀ ଗାଁରେ ଅଘଟଣ । ଶୌଚ ହେବା ପାଇଁ କେନାଲ ବନ୍ଧକୁ ଯାଇଥିବାବେଳେ ବାପା ଓ ଝିଅଙ୍କ ଉପରେ ଖସିପଡିଲା ମାଟି ଅତଡ଼ା । ଯେଉଁଥିରେ ଚାପି ହୋଇ ଘଟଣାସ୍ଥଳରେ ହିଁ ୮ ବର୍ଷ ଝିଅର ମୃତ୍ୟୁ ଘଟିଥିବା ବେଳେ ବାପା ଗୁରୁତର ଆହତ!-->…
ରତ୍ନଭଣ୍ଡାରରେ କୌଣସି ସୁଡ଼ଙ୍ଗ ବା ଗୁପ୍ତ କୋଠରୀ ନାହିଁ: ପୃଥ୍ବୀରାଜ ହରିଚନ୍ଦନ
ପୁରୀ : ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ନୂଆବର୍ଷରୁ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି। ସେ ଆହୁରି କହିଛନ୍ତି ଯେ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ ନାହିଁ । ପ୍ରାଥମିକ!-->…