Browsing Category

ଓଡିଶା

ମାର୍କେଟ ବିଲ୍ଡିଂ ଅଣ୍ଡର ଗ୍ରାଉଣ୍ଡରେ ନିଆଁ

ଭୁବନେଶ୍ଵର: ୧ ନମ୍ବର ହାଟ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ମାର୍କେଟ ବିଲ୍ଡିଂ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ । ୪ ଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ । ଅଗ୍ନିକାଣ୍ଡରେ ଏକାଧିକ କପଡା ଦୋକାନ ଜଳିଯାଇଥିବା ନେଇ ସୂଚନା ମିଳିଛି । ତେବେ

ଅଙ୍ଗଦାନ କରି ଅଲେଖଙ୍କୁ ମିଳିଲା ରାଷ୍ଟ୍ରୀୟ ସମ୍ମାନ, ମୃତ୍ୟୁ ପରେ ରହିବେ ଅମର

ବାଲେଶ୍ୱର : ଅଲେଖଙ୍କୁ ଝୁରୁଛି ଗାଁ ଝୁରୁଛି ଅଞ୍ଚଳ।  ଅଲେଖଙ୍କ ମୃତ୍ୟୁରେ ପୂରା  ଗାଁ ସ୍ତବ୍ଧ, ସମସ୍ତଙ୍କ ଆଖିରେ ଝରୁଛି ଲୁହ । ଜୀବିତ ଥିବାବେଳେ ସେ ଅଞ୍ଚଳ ପାଇଁ ଯାହା କରିଯାଇଛନ୍ତି ତାହା ସବୁଦିନ ପାଇଁ ଅଞ୍ଚଳବାସୀଙ୍କ ମନରୁ ଲିଭିବନି । ଅଲେଖଙ୍କ ମୃତ୍ୟୁ ପରେ ବି ସେ ସବୁଦିନ ପାଇଁ ଅମର

ମହାକାଳୀ ବେଶରେ ମା’ ଭଦ୍ରକାଳୀ

ଭଦ୍ରକ: କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଧାରଣ କରୁଥିଲା ବେଳେ ଅନ୍ୟ

କୋଲାବ ଡ୍ୟାମକୁ ଡେଇଁ ମହିଳା ନିଖୋଜ

କୋରାପୁଟ : କୋଲାବ ଡ୍ୟାମକୁ ଡେଇଁ ମହିଳା ନିଖୋଜ । କୋରାପୁଟରେ କୋଲାବ ଜଳଭଣ୍ଡାରକୁ ଡେଇଁଲେ ମହିଳା । ୨୬ନଂ ଜାତୀୟ ରାଜପଥ ଦୁରୁ ଗୁଡ଼ା ବ୍ରିଜରେ ନିକଟରେ ନିଜ ଜୋତା ଓ ମୋବାଇଲ ରଖି ଜଳଭଣ୍ଡାରକୁ ଡେଇଁଛନ୍ତି । ଘଟଣା ସ୍ଥଳରେ ଟାଉନ ପୋଲିସ ସହ ଅଗ୍ନିଶମ ବିଭାଗ ପଂହଁଚି ଉଦ୍ଧାର କାର୍ଯ୍ୟ ଜାରି

ନିଶା ଦେଇ ନାବାଳିକାକୁ ଗଣ ଦୁଷ୍କର୍ମ ମାମଲା, ୫ ଅଭିଯୁକ୍ତଙ୍କୁ ଗିରଫ

ଭୁବନେଶ୍ୱର : ଭୁବନେଶ୍ୱରରେ ନାବାଳିକାକୁ ଗଣ ଦୁଷ୍କର୍ମ ମାମଲାରେ ୫ ଅଭିଯୁକ୍ତଙ୍କୁ ଗିରଫ କଲା ନୟାପଲ୍ଲୀ ଥାନା ପୋଲିସ । ସେମାନଙ୍କ ମଧ୍ୟରେ ଜଣେ ନାବାଳିକା ଅଛନ୍ତି । ଅଭିଯୋଗ ଅନୁଯାୟୀ, ଗତ ୧୬ ତାରିଖରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ ନାବାଳିକା ।

୭ ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ସାତ ଦିନିଆ ଲଣ୍ଡନ ଗସ୍ତ କରିବେ। ଗସ୍ତର ଉଦ୍ଦେଶ୍ୟ ହେଉଛି

ମୁନା-ଜୟନାରାୟଣଙ୍କ ବାକ୍‌ଯୁଦ୍ଧ

ଭୁବନେଶ୍ବର: ଜନସମ୍ପର୍କ ପଦଯାତ୍ରାରେ ନବରଙ୍ଗପୁରରେ ରାଜ୍ୟସଭା ସାଂସଦ ମୁନା ଖାନ୍‌ଙ୍କ ମନ୍ତବ୍ୟ ରାଜ୍ୟ ରାଜ୍ୟନୀତିକୁ ସରଗରମ କରିଥିବାବ‌େଳେ ବ‌ିଜେପି ପକ୍ଷରୁ ଜୟନାରାୟଣ ମିଶ୍ର ଏହାର ପାଲଟା ଜବାବ ଦେଇଛନ୍ତି। ଜୟନାରାୟଣ କହିଛନ୍ତି ୨୦୨୯ ପର୍ଯ୍ୟନ୍ତ ବିଜେଡି ରହିବ କି ନାହିଁ