Browsing Category

ଓଡିଶା

କୋଲାବ ଡ୍ୟାମକୁ ଡେଇଁ ମହିଳା ନିଖୋଜ

କୋରାପୁଟ : କୋଲାବ ଡ୍ୟାମକୁ ଡେଇଁ ମହିଳା ନିଖୋଜ । କୋରାପୁଟରେ କୋଲାବ ଜଳଭଣ୍ଡାରକୁ ଡେଇଁଲେ ମହିଳା । ୨୬ନଂ ଜାତୀୟ ରାଜପଥ ଦୁରୁ ଗୁଡ଼ା ବ୍ରିଜରେ ନିକଟରେ ନିଜ ଜୋତା ଓ ମୋବାଇଲ ରଖି ଜଳଭଣ୍ଡାରକୁ ଡେଇଁଛନ୍ତି । ଘଟଣା ସ୍ଥଳରେ ଟାଉନ ପୋଲିସ ସହ ଅଗ୍ନିଶମ ବିଭାଗ ପଂହଁଚି ଉଦ୍ଧାର କାର୍ଯ୍ୟ ଜାରି

ନିଶା ଦେଇ ନାବାଳିକାକୁ ଗଣ ଦୁଷ୍କର୍ମ ମାମଲା, ୫ ଅଭିଯୁକ୍ତଙ୍କୁ ଗିରଫ

ଭୁବନେଶ୍ୱର : ଭୁବନେଶ୍ୱରରେ ନାବାଳିକାକୁ ଗଣ ଦୁଷ୍କର୍ମ ମାମଲାରେ ୫ ଅଭିଯୁକ୍ତଙ୍କୁ ଗିରଫ କଲା ନୟାପଲ୍ଲୀ ଥାନା ପୋଲିସ । ସେମାନଙ୍କ ମଧ୍ୟରେ ଜଣେ ନାବାଳିକା ଅଛନ୍ତି । ଅଭିଯୋଗ ଅନୁଯାୟୀ, ଗତ ୧୬ ତାରିଖରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ ନାବାଳିକା ।

୭ ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ସାତ ଦିନିଆ ଲଣ୍ଡନ ଗସ୍ତ କରିବେ। ଗସ୍ତର ଉଦ୍ଦେଶ୍ୟ ହେଉଛି

ମୁନା-ଜୟନାରାୟଣଙ୍କ ବାକ୍‌ଯୁଦ୍ଧ

ଭୁବନେଶ୍ବର: ଜନସମ୍ପର୍କ ପଦଯାତ୍ରାରେ ନବରଙ୍ଗପୁରରେ ରାଜ୍ୟସଭା ସାଂସଦ ମୁନା ଖାନ୍‌ଙ୍କ ମନ୍ତବ୍ୟ ରାଜ୍ୟ ରାଜ୍ୟନୀତିକୁ ସରଗରମ କରିଥିବାବ‌େଳେ ବ‌ିଜେପି ପକ୍ଷରୁ ଜୟନାରାୟଣ ମିଶ୍ର ଏହାର ପାଲଟା ଜବାବ ଦେଇଛନ୍ତି। ଜୟନାରାୟଣ କହିଛନ୍ତି ୨୦୨୯ ପର୍ଯ୍ୟନ୍ତ ବିଜେଡି ରହିବ କି ନାହିଁ

ସୁନ୍ଦରଗଡ଼ ଗଣସଂହାର ମାମଲାରେ ୧୩ ଅଟକ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଗଣସଂହାର ମାମଲାରେ ୧୩ ଅଟକ । ଅନୁଗୁଳ ଜିଲ୍ଲା ବଅଁରପାଳ ରେଲୱେ ଷ୍ଟେସନରୁ ୭ ପୁରୁଷ ଓ ୬ ମହିଳାଙ୍କୁ ଆଣି ପଚରାଉଚରା କରୁଛି ପୋଲିସ । ଅକ୍ଟୋବର ୨୯ ରାତିରେ ରାତିରେ ସୁନ୍ଦରଗଡ଼ ସଦରଥାନା କରମଡିହି ପଞ୍ଚାୟତ ପଡ଼ିଆରେ ଶୋଇଥିବାବେଳେ ମହାରାଷ୍ଟ୍ର

୨ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ; ଗାଁରେ ପାଳିବେ ଦିପାବଳୀ

କେନ୍ଦୁଝର: ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ । ଏନେଇ ଆଜି ଠାରୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ

ଗୁଣିଗାରେଡି ସନ୍ଦେହ: ନାବାଳକର ଆଙ୍ଗୁଳି କାଟି ଦେଲେ ଦୁର୍ବୁତ୍ତ

କୋରାପୁଟ: କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ଲେଞ୍ଜିପୁଟ ଗାଁରେ ଘଟିଛି ଅଭାବନୀୟ ଘଟଣା । ସାଙ୍ଗମାନଙ୍କ ସହ ଖେଳୁଥିବା ସମୟରେ କିଛି ଦୁର୍ବୃତ୍ତ ପିଲାଟିକୁ ଟେକିନେଇ ଆଙ୍ଗୁଳି କାଟିଦେଇଥିବା ଅଭିଯୋଗ ହୋଇଛି । ମୂର୍ମୂଷ ଅବସ୍ଥାରେ ଘର ପାଖ ନାଳ ନିକଟରୁ ପିଲାଟିକୁ ଉଦ୍ଧାର କରିଛନ୍ତି

ଘଉଡାଇବାବେଳେ ଯୁବକଙ୍କୁ ଦଳିଦେଲା ଦନ୍ତା, ଘଟଣାସ୍ଥଳରେ ଚାଲିଗଲା ଜୀବନ

ଘଉଡାଇବାବେଳେ ଯୁବକଙ୍କୁ ଦଳିଦେଲା ଦନ୍ତା । ହାତୀ ଆକ୍ରମଣରେ ଯୁବକ ମୃତ। ଢେଙ୍କାନାଳ କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କୋଟ ଗାଁରେ ଅଘଟଣ l ମୃତକ ହେଲେ ସେହି ଗାଁର ନିଧିଆ ଦେହୁରୀ । ଗତକାଲି ସଂନ୍ଧ୍ୟାରେ ବିଲକୁ ଯାଇଥିବା ବେଳେ ସେହି ସମୟରେ ବନବିଭାଗ ଓ ଗ୍ରାମବାସୀ ମିଶି ହାତୀ ଘଉଡ଼ାଉ

ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଭଦ୍ରକର ଅଧିଷ୍ଠାତ୍ରୀ ମା’ ଭଦ୍ରକାଳୀ

ଭଦ୍ରକ: କାଳୀପୂଜା ପାଇଁ ଉତ୍ସବମୁଖର ହୋଇ ଉଠିଛି ଭଦ୍ରକ ସହର । ଏହି ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠି ଚଳଚଞ୍ଚଳ । ଆଜି ପବିତ୍ର କାଳୀପୂଜା ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ବେଦମାତା ବେଶରେ ଦର୍ଶନ ଦେଉଛନ୍ତି । ମା’ ଭଦ୍ରକାଳୀ ଆଜି