Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଡାଲମିଆ ସିମେଣ୍ଟ କାରଖାନାରେ ଅଘଟଣ, ୨୧ ଘଣ୍ଟା ପରେ ମୁହଁ ଖୋଲିଲା କଂପାନୀ
ସୁନ୍ଦରଗଡ଼/ ରାଜଗାଙ୍ଗପୁର: ରାଜଗାଙ୍ଗପୁର ଡାଲ୍ମିଆ ସିମେଣ୍ଟ ଭାରତ ଲିମିଟେଡ୍ (ଡିସିବିଏଲ୍) କାରଖାନାରେ ଘଟିଥିବା ବଡ଼ ଅଘଟଣ ଘଟିବାର ୨୧ ଘଣ୍ଟା ପରେ ପ୍ରେସ ଇସ୍ତାହାର ଦେଇ ମୁହଁ ଖୋଲିଛି ଡାଲମିଆ ସିମେଣ୍ଟ କମ୍ପାନୀ। ୩ଜଣ ନିଖୋଜ ଥିବା କଂପାନୀ ସ୍ବୀକାର କରିଛି। ଏହାଛଡ଼ା କଂପାନୀ!-->…
ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନ୍ମୁଗ୍ରତ୍ନମ
ଭୁବନେଶ୍ବର: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନ୍ମୁଗ୍ରତ୍ନମ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ।
ଏହି ଦୁଇ ଦିନ ମଧ୍ୟରେ ସିଙ୍ଗାପୁର ରାଷ୍ଟ୍ରପତି!-->!-->!-->…
ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ବଢ଼ାଇଲେ ଓଡ଼ିଶା ସରକାର
ଭୁବନେଶ୍ବର: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ କାର୍ଯ୍ୟରତ) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ମାସିକ ପାରିଶ୍ରମିକ ୧୧,୧୦୦ରୁ ୧୬ ହଜାର ଟଙ୍କା!-->…
ଜାନୁଆରୀ ଶେଷରେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ଵର: ବଡ ଖବର । ଜାନୁଆରୀ ଶେଷ ସୁଦ୍ଧା ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଯାବତ୍ ସୁଭଦ୍ରାରେ ପୁଣି ୧୭ ହଜାର ମହିଳା ସାମିଲ୍ ହୋଇଛନ୍ତି । ଅପ୍ଟ ଆଉଟ୍ ହୋଇଥିବା ୧୭ ହଜାର ମହିଳା ପୁଣିଥରେ!-->…
ଶ୍ରୀମନ୍ଦିରରେ ଫେବୃଆରୀ ୧ରୁ ଧାଡ଼ି ଦର୍ଶନ ପ୍ରକ୍ରିୟା
ପୁରୀ: ଫେବୃଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ହୁଣ୍ଡି ସ୍ଥାନାନ୍ତର ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥାରେ ବିଳମ୍ବ ହେଉଛି। ଏଥିପାଇଁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା କିଛି ଦିନ!-->…
ଆୟକର ବିଭାଗର ବଡ ଧରଣର ରେଡ୍, ଠିକାଦାର ପୃଥ୍ବୀରାଜ ପାତ୍ରଙ୍କ ଘର ଓ ଅଫିସରେ ଚଢ଼ାଉ
ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳର ବିଭିନ୍ନ ସ୍ଥାନରେ ଆୟକର ବିଭାଗର ବଡ ଧରଣର ଚଢାଉ । ଏକାଧିକ ସ୍ଥାନରେ ବର୍ତ୍ତମାନ ଚଢାଉ ଜାରି ରହିଛି । କଣ୍ଟାବାଞ୍ଜି ସହରରେ ଥିବା ଠିକାଦାର ପୃଥିରାଜ ପାତ୍ରଙ୍କ ଘର ଓ ଅଫିସରେ ଚଢ଼ାଉ କରାଯାଇଛି । !-->…
ଛତିଶଗଡ଼ରେ ପୁଣି ଆଇଇଡି ବିସ୍ଫୋରଣ, ୨ ଯବାନ ଆହତ
ନାରାୟଣପୁର: ଛତିଶଗଡ଼ରେ ପୁଣି ନକ୍ସଲଙ୍କ ଦ୍ଵାରା ଆଇଇଡି ବିସ୍ଫୋରଣ କରାଯାଇଛି। ଶୁକ୍ରବାର ନାରାୟଣପୁର ଜିଲାରେ ଆଇଇଡି ବିସ୍ଫୋରଣରେ ବିଏସଏଫର ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଆଜି ସକାଳେ ବିଏସ୍ଏଫ୍ ଟିମ୍ ଗାରପା ଗାଁ ନିକଟ କ୍ୟାମ୍ପରୁ ପାଟ୍ରୋଲିଂ କରିବାକୁ!-->…
ବୈକୁଣ୍ଠ ଧାମ ଆଶ୍ରମ ଉପରେ ଚାଲିଲା ବୁଲ୍ଡୋଜର୍
ଭୁବନେଶ୍ବର: ମାଟିରେ ମିଶିଲା ବୈକୁଣ୍ଠ ଧାମ ଆଶ୍ରମ । ବିଡିଏ ପକ୍ଷରୁ ନିର୍ଦ୍ଧାରିତ ସମୟ ୧୨ଟାରେ ଆଶ୍ରମ ଉପରେ ଚାଲିଲା ବୁଲ୍ଡୋଜର୍ । କଳ୍କୀ ଅବତାରଙ୍କ ପୀଠ କହି ବିବାଦକୁ ଆସିଥିଲା ବୈକୁଣ୍ଠ ଆଶ୍ରମ । ତଦନ୍ତ ପରେ ଏହା ସରକାରୀ ଜମିରେ ଥିବା ଜଣାପଡିଥିଲା । ତେବେ ଗତକାଲି ଆଶ୍ରମ!-->…
ହାଇ ପ୍ରୋଫାଇଲ ଠକ ହଂସିତା ଓ ଅନୀଲ ଠକେଇ ମାମଲା, ହଂସିତାଙ୍କୁ କୋର୍ଟରେ ହାଜର କଲା ଇଡି
ଭୁବନେଶ୍ବର : ହାଇପ୍ରୋଫାଇଲ ଠକ ହଂସିତା ଓ ଅନୀଲ ଠକେଇ ମାମଲା । ହଂସିତାଙ୍କୁ କୋର୍ଟରେ ହାଜର କଲା ଇଡି । ହାଜର ପରେ ରିମାଣ୍ଡ ଆବେଦନ କଲା ଆୟକର ବିଭାଗ । ହଂସିତାଙ୍କ ନାଁରେ ଆଉ ଏକ ମାମଲା ରୁଜୁ କଲା ପୋଲିସ । ପାସପୋର୍ଟରେ ଭୁଲ୍ ତଥ୍ୟ ଦେଇଥିବା!-->…
ଟ୍ରାଇସିଟିରେ ସାମିଲ ହେବ ପୁରୀ, ବେଆଇନ ନିର୍ମାଣକାରୀଙ୍କ ବିରୁଦ୍ଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ
ପୁରୀ: ରାଜ୍ୟ ସରକାରଙ୍କ ଟ୍ରାଇସିଟି ଯୋଜନାରେ ସାମିଲ ହେବ ପୁରୀ ସହର। ରାଜ୍ୟର ଦୁଇ ପ୍ରମୁଖ ମହାନଗର ନିଗମ ଭୁବନେଶ୍ବର ଓ କଟକ ସହ ଯୋଡ଼ିହେବ ଐତିହ୍ୟ ସହର ପୁରୀ। ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ଅନ୍ୟପଟେ ପୁରୀ ସହରରେ ବେଆଇନ୍!-->…