Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନଭେମ୍ବରରୁ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ଼
ଭୁବନେଶ୍ୱର: ଆସନ୍ତା ମାସରୁ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ମିଳିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୁଧବାର ଦିନ କହିଛନ୍ତି।
ଦଶ ଲକ୍ଷରୁ ଅଧିକ ଆବେଦନ ଉପରେ ଯାଞ୍ଚ ଶେଷ ହେବା ପରେ ସରକାର ନୂତନ ରାସନ କାର୍ଡ ପ୍ରଦାନ ଆରମ୍ଭ କରିବେ ବୋଲି!-->!-->!-->…
‘ଓଡ଼ିଶା ଯାତ୍ରୀ’ ଆପ୍ ଉନ୍ମୋଚିତ
ଭୁବନେଶ୍ବର: ଉବେର ଏବଂ ଓଲା କମ୍ପାନୀର କ୍ୟାବ୍ କୁ ଟକ୍କର ଦେବାକୁ ଉନ୍ମୋଚିତ ହେଲା ‘ଓଡ଼ିଶା ଯାତ୍ରୀ’ ଆପ୍ । ଏହାକୁ ଉନ୍ମୋଚନ କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
ଏହି ‘ଓଡ଼ିଶା ଯାତ୍ରୀ’ ଆପ୍ ଜରିଆରେ ସାଧାରଣ ଲୋକେ ବୁକ୍ କରି ଅଟୋ ଓ କାର୍ ରେ!-->!-->!-->…
୮୪୩ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ଚିଠି
ମୟୂରଭଞ୍ଜ: ଗତ ଆର୍ଥିକ ବର୍ଷରେ ମୟୂରଭଞ୍ଜ ଜିଲ୍ଲାକୁ ଦେଢ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର କାମ ଆସିଥିଲା । ହେଲେ ଜିଲ୍ଲାରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟକାରିତା ମୂଳ ଲକ୍ଷ୍ୟରୁ ୬୫ ପ୍ରତିଶତ ପଛରେ ରହିଛି । ଫଳରେ ହଜାର ହଜାର ହିତାଧିକାରୀ!-->…
ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଆସନ୍ତା ୫ରେ ଆସିବ ପ୍ରଥମ ସକ୍ରିୟ ସଦସ୍ୟ ତାଲିକା
ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ପାଇଁ ପ୍ରସ୍ତୁତି । ସକ୍ରିୟ ସଦସ୍ୟତା ଅଭିଯାନ ପରେ ଏବେ ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଚାଲିଛି । ଏଥିପାଇଁ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଙ୍ଗଠନ ପର୍ବ – ୨୦୨୪ ରାଜ୍ୟ କର୍ମଶାଳା ଆୟୋଜନ କରିଛି ଦଳ । କର୍ମଶାଳାରେ ରାଜ୍ୟ ସଭାପତିଙ୍କ ଠୁ!-->…
ନକ୍ ଆଉଟ୍ ଫୁଟବଲ୍ ଟୁର୍ନାମେଣ୍ଟ ଉଦ୍ଘାଟନ
କୁଆଁରମୁଣ୍ଡା : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକର ଦଳକି ପଞ୍ଚାୟତରେ ଜ୍ୟୋତି କ୍ଲବ ଦଲକିଙ୍କ ତତ୍ତ୍ୱାବଧାନରେ ନକ୍ ଆଉଟ୍ ଫୁଟବଲ୍ ଟୁର୍ନାମେଣ୍ଟ ବୁଧବାର ଦିନ ଶେଷ ହୋଇଛି ! ଏହି ଟୁର୍ନାମେଣ୍ଟରେ ମୋଟ 32 ଟି ଦଳ ଅଂଶଗ୍ରହଣ କରିଥିଲେ ! ଫାଇନାଲ ମ୍ୟାଚ୍ ସୋନା ପାର୍ବତ ଏବଂ ଗଡଗବାହଲ ଦଳ!-->…
ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା: ୬ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।
!-->!-->…
ବ୍ରହ୍ମପୁର MKCG ମେଡିକାଲ କଲେଜରେ ରାଗିଂ ଘଟଣା, ନିଆଯିବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
୫ ଜଣ ଛାତ୍ରଙ୍କୁ ଛଅ ମାସ କ୍ୟାମ୍ପାସ ମନା...
ଗର୍ଭବତୀଙ୍କୁ ନିର୍ଯାତନା ଘଟଣାରେ ଉପମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ: ବିଦାହେଲେ ଡେରାବିଶ ସିଡିପିଓ
ଡେରାବିଶ: କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଶିଶୁ ବିକାଶ ବିଭାଗର ସିଡିପିଓ ସ୍ନେହଲତା ସାହୁ ସେଠାରେ କାର୍ଯ୍ୟରତ ବରିଷ୍ଠ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ଗର୍ଭ ଯନ୍ତ୍ରଣାରେ ଛଟପଟ ଅବସ୍ଥାରେ ଡାକ୍ତରଖାନା ନଛାଡିବାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ!-->…
ଖୁବ୍ ଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା: ଉପ ମୁଖ୍ୟମନ୍ତ୍ରୀ
ଖୁଵଶୀଘ୍ର ସୁଭଦ୍ରା ତୃତୀୟ ପର୍ଯ୍ୟାୟ ଘୋଷଣା ହେବ । ସୁଭଦ୍ରାରେ ପ୍ରଥମ ଓ ଦ୍ଵିତୀୟ ପର୍ଯ୍ୟାୟରେ ବାଦ ପଡ଼ିଥିବା ସବୁ ଅଙ୍ଗନବାଡି କର୍ମୀ ସାମିଲ ହେବେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହା କହିଛନ୍ତି । ପୂର୍ବରୁ ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନର ପୁଣି ଯାଞ୍ଚ ହେବ । କୌଣସି!-->…
ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡାଦେଶ
କଟକ: ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଝଟକା । ନିଜ ସ୍ତ୍ରୀକୁ ହତ୍ୟା ମାମଲାରେ ଭୁବନେଶ୍ୱର ଏଡିଜେ କୋର୍ଟଙ୍କ ଆଜୀବନ ଦଣ୍ଡାଦେଶକୁ କାଏମ ରଖିଲେ ହାଇକୋର୍ଟ । ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜଙ୍କ ଆଦେଶ ବିରୋଧରେ ଶ୍ରୀ ଗମାଙ୍ଗ!-->…