Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରେଳ ଯାତ୍ରୀଙ୍କୁ ସୁରକ୍ଷା ଦେବ AI ରୋବଟ, RPFରେ ସାମିଲ ହେଲା DSC ଅର୍ଜୁନ
ଭୁବନେଶ୍ବର : ଏଣିକି ଷ୍ଟେସନ ଜଗିବ RPFର ନୂଆ ରୋବୋଟିକ ଅଫିସର । ରେଲୱେ ପ୍ରୋଟେକ୍ସନ ଫୋର୍ସରେ ଯୋଡିହେଲା DSC ଅର୍ଜୁନ । ପୂର୍ବତଟ ରେଳ ପକ୍ଷରୁ ଆରମ୍ଭ ହୋଇଛି ଏଆଇ ରୋବଟ । ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ରୋବଟ ଜରିଆରେ ଅପରାଧିକ ଗତିବିଧି ଓ ଅଘଟଣ ଉପରେ ନଜର ରଖିବାକୁ ଆରମ୍ଭ ହୋଇଛି!-->…
ଆହୁରି ୫ ଦିନ ବର୍ଷିବ, ୧୧ଟି ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର : ରାଜ୍ୟରେ ଆହୁରି ୫ ଦିନ ଯାଏ ବର୍ଷିବ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଦୁଇ ଦୁଇଟି ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଵର୍ଷା ଲାଗି ରହିଥିବା ବେଳେ ଏଯାଏ ଲଘୁଚାପ ନେଇ କୌଣସି ପୂର୍ବାନୁମାନ କରାଯାଇନାହିଁ । ଆଜି ପାଇଁ ପ୍ରବଳ ବର୍ଷା ସହ!-->…
ଶିକ୍ଷକ ନିଯୁକ୍ତି ଦାବିରେ ଡିଇଓ ଅଫିସ ଘେରିଲେ ଅଭିଭାବକ
କେନ୍ଦ୍ରାପଡା : ଶିକ୍ଷକ ଅଭାବ ଯୋଗୁଁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଥିବା ଅଭିଯୋଗ କରି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ଗ୍ରାମବାସୀ । ଶିକ୍ଷକ ନିଯୁକ୍ତି ଦାବିରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ!-->…
ଲଗାଣ ବର୍ଷା ପରେ ଜଳବନ୍ଦୀ ଜୀବନ କାଟୁଛନ୍ତି ଗ୍ରାମବାସୀ, ଘର ଭିତରେ ଆଣ୍ଠୁଏ ପାଣି
ଆଠଗଡ଼ : ଲଗାଣ ବର୍ଷା ପରେ ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି)ର ୯ ନମ୍ବର ୱାର୍ଡ ବୀର କିଶୋରପୁର ଅଞ୍ଚଳରେ ଦେଖାଦେଇଛି ଜଳବନ୍ଦୀ ସମସ୍ୟା । ଘର ଭିତରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି । ଲଗାଣ ବର୍ଷାରେ ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ କିଶୋର!-->…
ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରସ୍ତୁତି ଜୋରଦାର : ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ବର : ଶ୍ରୀକ୍ଷେତ୍ର ପୁରୀରେ ବାହୁଡ଼ା ଯାତ୍ରାକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତିକୁ ଆହୁରି ଜୋରଦାର କରାଯାଇଛି । ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ!-->…
ଅଗଷ୍ଟ ୪ରେ ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗଞ୍ଜାମ ଗସ୍ତ, ସଡ଼କ ପଥରେ ବ୍ରହ୍ମପୁରରୁ ତପ୍ତପାଣି ଯିବେ
ବ୍ରହ୍ମପୁର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ଓ ୫ ତାରିଖରେ ଗଞ୍ଜାମ ଜିଲା ଗସ୍ତରେ ଆସିବା କାର୍ଯ୍ୟକ୍ରମ ଏକପ୍ରକାର ଚୂଡ଼ାନ୍ତ ହୋଇଛି। କାର୍ଯ୍ୟସୂଚୀ ସମ୍ପର୍କରେ ସବିଶେଷ ସୂଚନା ମିଳି ନ ଥିଲେ ସୁଦ୍ଧା ଆପାତତଃ ସ୍ଥିର ହୋଇଥିବା କାର୍ଯ୍ୟକ୍ରମ ଅନୁସାରେ ରାଷ୍ଟ୍ରପତି ଗଞ୍ଜାମ!-->…
ଦକ୍ଷିଣ ମୋଡ ନେଲେ ୩ ରଥ
ପୁରୀ : ନବଦିନାତ୍ମକ ଯାତ୍ରାରେ ଶ୍ରୀଜୀଉ। ଜନ୍ମବେଦିରେ ସରିଆସୁଛି ଲୀଳାଖେଳା। ଆଉ ଦିନକ ପରେ ବାହୁଡା ଯାତ୍ରା। ରତ୍ନବେଦିକୁ ଫେରିବେ ମହାପ୍ରଭୁ। ବାହୁଡା ପୂର୍ବରୁ ରଥ ଦକ୍ଷିଣ ମୋଡ ହୋଇଛି। ଆଜ୍ଞାମାଳ ବିଜେ ପରେ ଗତକାଲି ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଦକ୍ଷିଣ ମୋଡ ନେଇଥିବା ବେଳେ!-->…
ସଫଳତାର ସହ ସରିଲା ମାଲକାନଗିରି ବିମାନବନ୍ଦରର ଟ୍ରାଏଲ୍ ରନ୍; ଅନ୍ତିମ ଅନୁମୋଦନକୁ ଅପେକ୍ଷା
ମାଲକାନଗିରି:ରାଜ୍ୟରେ ଦୁର୍ଗମ ଜିଲ୍ଲାରୁ ଆକାଶପଥକୁ ଆଗେଇବାର ସ୍ୱପ୍ନ ଆଜି ଆଉ ଏକ ପାଦ ଆଗକୁ ବଢ଼ିଛି । ମାଲକାନଗିରି ବିମାନବନ୍ଦରରେ ବହୁ ପ୍ରତୀକ୍ଷିତ ଟ୍ରାଏଲ ରନ୍ ସଫଳତାର ସହ ଶେଷ ହୋଇଛି । ଆଜି ଇଣ୍ଡିଆ ୱାନ୍ ଏୟାର୍ ପକ୍ଷରୁ ଏକ ୯ ସିଟ୍ ବିଶିଷ୍ଟ ବିମାନ ମାଲକାନଗିରି ବିମାନବନ୍ଦରରେ!-->…
ଏମକେସିଜିରେ କୋଭିଡ୍ ପଜିଟିଭ୍ ଚିହ୍ନଟ : ଆଇସୋଲେସନରେ ୫୦ ବର୍ଷୀୟା ମହିଳା
ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡିକାଲରେ କୋଭିଡ୍ ପଜିଟିଭ୍ । ୫୦ ବର୍ଷ ବୟସ୍କା ଜଣେ ମହିଳାଙ୍କ ଠାରେ କୋଭିଡ ଭୂତାଣୁ ଚିହ୍ନଟ ହୋଇଛି । ତାଙ୍କୁ ଆଇସୋଲେସନରେ ରଖାଯାଇଛି । ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରି ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ । ସଂପୃକ୍ତ ମହିଳାଙ୍କ ସ୍ୱାସ୍ଥ୍ୟ!-->…
ଏସସିବିରେ ରକ୍ତ ପରୀକ୍ଷା ଓ ରିପୋର୍ଟ ସଂଗ୍ରହ ପାଇଁ ଆଉ ଲାଇନରେ ରହିବେନି ରୋଗୀ, ମୋବାଇଲକୁ ଆସିବ ରିପୋର୍ଟ
କଟକ: ଏଣିକି ରକ୍ତ ପରୀକ୍ଷା ପାଇଁ କିମ୍ବା ରିପୋର୍ଟ ସଂଗ୍ରହ ପାଇଁ ଆଉ ଲାଇନରେ ଠିଆ ହେବାକୁ ପଡିବନି । ଆସିବ ରିପୋର୍ଟ । ଖୁବଶୀଘ୍ର କଟକ ଏସସିବି ମେଡିକାଲର ଦ୍ୱିତୀୟ କ୍ୟାମ୍ପସରେ ଏହି ମାଗଣା ସୁବିଧା ପାଇବେ ରୋଗୀ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।
!-->!-->…