Browsing Category

ଓଡିଶା

ରାଜଧାନୀର ୨୫ଟି ସ୍ଥାନରେ ଖୋଲିବ ଅସ୍ଥାୟୀ ବାଣ ଦୋକାନ

ଭୁବନେଶ୍ୱର: ଓଡ଼ିଶାର ରାଜଧାନୀର ୨୫ଟି ସ୍ଥାନରେ ବାଣ ବିକ୍ରୟ ପାଇଁ ଅସ୍ଥାୟୀ ବଜାର ଖୋଲିବା ପାଇଁ ଅନୁମତି ଦିଆଯାଇଛି। ଏନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ର ସୋମବାର ସୂଚନା ଦେଇଛନ୍ତି। ଦୋକାନରେ ୩୦୦ କେଜିରୁ ଅଧିକ ବାଣ ରଖିପାରିବେ ନାହିଁ। ଡିସିପି କହିଛନ୍ତି, ଅସ୍ଥାୟୀ ବାଣ ଦୋକାନ

ରାଜ୍ୟରେ ଦାଦନ ଶ୍ରମିକ ସମସ୍ୟା ମୁକାବିଲା ନେଇ ପ୍ରଥମ ଟାସ୍କ ଫୋର୍ସ ବୈଠକ

ଭୁବନେଶ୍ୱର : ରାଜ୍ୟରେ ଦାଦନ ଶ୍ରମିକ ସମସ୍ୟା ମୁକାବିଲା ନେଇ ବୈଠକ । ଦାଦନ ସମସ୍ୟା ରୋକିବାକୁ ଟାସ୍କ ଫୋର୍ସର ପ୍ରଥମ ବୈଠକ । ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି । ଏଥିରେ ଦାଦନ ଶ୍ରମିକ ସମସ୍ୟା ରୋକିବାକୁ ରଣନୀତି ପ୍ରସ୍ତୁତ

ଆମକୁ ଏନଏଚଏମରେ ଆଡ୍ କରାଯାଉ

ଭୁବନେଶ୍ବର: ରୋଗୀମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଉଥିବା ନର୍ସିଙ୍ଗ ଅଫିସର, ଏଏନଏମ, ଫାର୍ମାସିଷ୍ଟ ଓ ଏଲ.ଟି ମାନେ ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ଅନେକ ଦାବି ନେଇ ଆଜି ଲୋୟର ପିଏମଜିରେ ଧାରଣା ମଧ୍ୟ ଦେଉଛନ୍ତି। ମହାମାରୀ କୋଭିଡ ଭଳି ସଂକଟାପନ୍ନ ପରିସ୍ଥିତିରେ ସ୍ଵସ୍ତ୍ୟ ବିଭାଗର

ଲୋୟର ପିଏମଜିରେ ଆଶାୟୀ ହିନ୍ଦୀ ସଂସ୍କୃତ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ବର: ରାଜ୍ୟରେ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଅବହେଳିତ କରାଯାଉଛି। ବହୁତ କଷ୍ଟରେ ଏଣ୍ଟ୍ରାନ୍ସ ପାସ କରି ସଂସ୍କୃତ ପଢି ମଧ୍ୟ ସେମାନଙ୍କୁ ମିଳୁନି ସେମାନଙ୍କ ଅଧିକାର। ସେମାନେ ସଂସ୍କୃତ ହିନ୍ଦୀ ପଢିବା ସହ ବିଏଡ ମଧ୍ୟ କରିଛନ୍ତି। ହେଲେ ସରକାରଙ୍କ ଦ୍ବାରା

ବିଜେଡି ର ପାଦକୁ ଅନୁସରଣ କରୁଛି ବିଜେପି, ବୋଲ ମାନିବା ବାବୁ ମାନଙ୍କୁ ଜିଲ୍ଲା ରେ ଥଇଥାନ …!!

ବ୍ରହ୍ମପୁର : ରାଜ୍ୟରେ ନୂତନ ସରକାର ଗଠନ ପରେ ଗଞ୍ଜାମ ଜିଲ୍ଲାର ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ଚର୍ଚ୍ଚା ରେ ରହିଆସିଛି। କେତେବେଳେ ପିସି ପାଇଁ ତ କେତେବେଳେ ବଟି ମାଗିବାକୁ ନେଇ ଜିଲ୍ଲାରୁ ରାଜଧାନୀ ପର୍ଯ୍ୟନ୍ତ ଉଠୁଛି ପଡୁଛି। ଏବେ ବି ଜିଲ୍ଲା ରେ ଗତ ସରକାର ର ବୋଲ ମାନୁଥିବା କିଛି

ଖୁବ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡ଼ିହେବେ ଓଡ଼ିଶାବାସୀ

ଭୁବନେଶ୍ବର: ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଖୁବ୍‌ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡ଼ିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନକ ପରେ ଅର୍ଥାତ ଆସନ୍ତା ୨୯ ତାରିଖରେ ଓଡ଼ିଶାର ଲୋକଙ୍କ ପାଇଁ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚୁଆଲ

ରାଜ୍ୟବ୍ୟାପୀ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଲା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ସଂଘ

ନଭେମ୍ବର ୧ରୁ ଠପ ହେବ ୧୦୮ ଆମ୍ବୁଲାନ୍ସ । ରାଜ୍ୟବ୍ୟାପୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ। ଗଡିବନି ୧୩୦୦ ଆମ୍ବୁଲାନ୍ସ । ନୂତନ ଠିକା ସଂସ୍ଥା ଉଦ୍ଦେଶ୍ୟମୂଳକ ଭାବେ ୨୦୦ କର୍ମଚାରୀଙ୍କୁ କାର୍ଯ୍ୟରେ ନିୟୋଜିତ କରିନଥିବା ଅଭିଯୋଗ ହୋଇଛି । ସମଗ୍ର ରାଜ୍ୟରେ ୬ ହଜାର

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।

ବନ୍ୟା ପାଣିରେ ଭାସିଗଲେ ଯୁବକ, ଖୋଜୁଛି ଅଗ୍ନିଶମ ବାହିନୀ

ଚାନ୍ଦବାଲି  : ବନ୍ୟା ପାଣିରେ ଭାସି ଯୁବକ ନିଖୋଜ ।  ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅନ୍ତର୍ଗତ ଧୂଷୁରୀ ପଞ୍ଚାୟତ ବ୍ରାହ୍ମଣୀପାଳ ପଣ୍ଡା ପାଟଣା ଗାଁ ଜଣେ ଯୁବକଙ୍କ ବନ୍ୟା ପାଣିରେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି । ଘଟଣାସ୍ଥଳରେ ଧାମନଗର ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛି 

ଭାରତକୁ ବିକଶିତ ରାଷ୍ଟ୍ର କରିବା ପାଇଁ ସମସ୍ତଙ୍କର ସହଯୋଗ ଆବଶ୍ୟକ: ଓମ୍ ବିର୍ଲା

ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ରାଜଭବନଠାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସହିତ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ସାକ୍ଷାତ କରିଛନ୍ତି। ଏହି ସମୟରେ