Browsing Category

ଓଡିଶା

ଯୁବ ସମାଜ ଆମ ଭାଷା, ସାହିତ୍ୟ, ସଂସ୍କୃତି ଓ ଦର୍ଶନ ତତ୍ତ୍ୱକୁ ଜାଣିବା ଓ ଏହାର ପ୍ରଚାର ପ୍ରସାର କରିବା ଆବଶ୍ୟକ-…

ଭୁବନେଶ୍ୱର: ସ୍ୱାମୀ ବିବେକାନନ୍ଦ ଏକ ବ୍ୟକ୍ତିସତ୍ତା ନୁହେଁ ବଂର ଏକ ଚିରଞ୍ଜିବୀ ଚେତନା । ଏହି ନାମ ଏକ ଅତୁଳନୀୟ ଆଦର୍ଶ ଓ ଆଧ୍ୟତ୍ମିକତା ମାଧ୍ୟମରେ ଜୀବନବୋଧକୁ ଉପଲବ୍ଧି କରିବାର ପବିତ୍ର ଓଁକାର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ଯୁବ ଦିବସ ପାଳନ ଅବସରରେ କହିଛନ୍ତି । …

ହଂସିତାଙ୍କ ସହ ରହିଛି ବିଜେଡି ଲିଙ୍କ୍: ସାଂସଦ ପ୍ରଦୀପ ପୁରୋହିତ

ଭୁବନେଶ୍ବର: ‘ହଂସିତା ଠକେଇ ମାମଲାରେ ବିଜେଡି ନେତାଙ୍କ ଲିଙ୍କ ରହିଛି । ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ହଂସିତାଙ୍କୁ ନିୟମ ବାହାରକୁ ଯାଇ କାମ ଦେଇ ରାଜସ୍ବ ଲୁଟୁଥିଲେ ।’ କିଛି ଏପରି ସଂଘେତିକ ବୟାନ ଦେଇ ହଂସିତା ଠକେଇ ମାମଲାକୁ ଏବେ ନୂଆ ମୋଡ ଦେଇଛନ୍ତି ବିଜେପି ସାଂସଦ…

ଛତିଶଗଡ଼ରେ ଏନକାଉଣ୍ଟର: ୩ ନକ୍ସଲ ନିହତ, ବିପୁଳ ପରିମାଣର ବିସ୍ଫୋରକ ଜବତ

ମାଲକାନଗିରି: ଛତିଶଗଡ଼ରେ ପୁଣି ବଡ଼ ଧରଣର ଏନକାଉଣ୍ଟର ହୋଇଛି । ଏଠାରେ ୩ ନକ୍ସଲ ନିହତ ହୋଇଛନ୍ତି । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନ-ମାଓବାଦୀ ଗୁଳିବିନିମୟ ହୋଇଛି । ଯବାନଙ୍କ ଗୁଳିରେ ୩ ଜଣ ନକ୍ସଲ ନିହତ ହୋଇଛନ୍ତି। ବିପୁଳ ପରିମାଣର ବିସ୍ଫୋରକ ଏବଂ…

ଏଣିକି ବର୍ଷ ସାରା ପାଳନ ହେବ ପଥୋତ୍ସବ

ଭୁବନେଶ୍ବର: ଏଣିକି କେବଳ ଶୀତ ଦିନେ ନୁହେଁ, ବର୍ଷ ସାରା ପାଳନ ହେବ ପଥୋତ୍ସବ । ରାଜଧାନୀ ରାଜରାସ୍ତା, ଗଳି କନ୍ଦିରେ ସବୁଠି ସକାଳୁ ସକାଳୁ ଝୁମିବେ ଲୋକେ । ପଥୋତ୍ସବ ନେଇ ବଡ ଘୋଷଣା କରିଛନ୍ତି ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ବର୍ଷକୁ ୧୨ଟି ଅର୍ଥାତ୍ ପ୍ରତି…

ଚାକିରି ନାରେ ଲୋକଙ୍କୁ ଭୁଆଁ ବୁଲାଇ ଲକ୍ଷ ଲକ୍ଷ ଟଙ୍କା ଠକୁଥିଲେ ଏହି ଦମ୍ପତି, ଶେଷରେ କାବୁ କଲା ପୋଲିସ୍

ରାଉରକେଲା : ରାଉରକେଲା କୋର୍ଟରେ ସବ ଇନ୍ସପେକ୍ଟର ଏବଂ କିରାଣୀ ଚାକିରି ସହ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପ୍ରକାର ଚାକିରି କରାଇ ଦେବାକୁ କହି ଭୁଆଁ ବୁଲାଉଥିଲେ । ଲକ୍ଷ ଲକ୍ଷ ଟଙ୍କା ଠକି ନିରୀହ ଲୋକଙ୍କୁ ଚୁନା ମାରୁଥିଲେ । ଶେଷରେ ଠକ ଦମ୍ପତିକୁ ବାନ୍ଧିଛି ରାଉରକେଲା ପୋଲିସ୍ ।…

ଚାଇନା ଭାଇରସକୁ ନେଇ ବଢିଲା ଟେନସନ୍, ଗୁରୁତ୍ବପୁର୍ଣ୍ଣ ବୈଠକ ଡାକିଲା ସ୍ଵାସ୍ଥ୍ୟ ବିଭାଗ

ନୂଆଦିଲ୍ଲୀ: ଚାଇନା ଭାଇରସକୁ ନେଇ ଚିନ୍ତାରେ ସାରା ଦେଶ । ଚୀନରେ ଦେଖା ଦେଇଥିବା ଏଚଏମପିଭି ଭାଇରସ ଏବେ ଧିରେ ଧିରେ ସାରା ବିଶ୍ଵରେ ବ୍ୟାପିବାରେ ଲାଗିଛି । ଆଉ ଏହାରି ଭିତରେ ଭାରତରେ ପ୍ରବେଶ କରିଛି ଏହି ଭାଇରସ୍ । ଯାହାକୁ ନେଇ ଆଲର୍ଟ ମୋଡରେ କେନ୍ଦ୍ର ସରକାର । ସେପଟେ ଏହାକୁ ନେଇ…

ମହାକୁମ୍ଭ ପାଇଁ ଓଡ଼ିଶାରୁ ଗଡ଼ିବ ୮ଟି ବସ୍ , ଭିଡିଓ କନ୍‌ଫରେନ୍ସିଂରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୁମ୍ଭମେଳା ଉପଲକ୍ଷେ ଓଡ଼ିଶାରୁ ସ୍ବତନ୍ତ୍ର ବସ୍ ଚଳାଚଳର ଶୁଭାରମ୍ଭ ହୋଇଛି । ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ବ୍ରହ୍ମପୁରରୁ ଅଯୋଧ୍ୟା ତଥା ପ୍ରୟାଗରାଜକୁ ବସ୍‌ ଚଳାଚଳ ଆରମ୍ଭ ହେବ । ଆଜିଠୁ ଓଡ଼ିଶାରୁ ଯିବ ୮ଟି…

ଶୀତରେ ଥରୁଛି ଓଡିଶା : ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ବର: ରାଜ୍ୟରେ ଥରାଉଛି ଜାଡ । ରାତି ତାପମାତ୍ରା କମୁଛି । କାଲୁଆ ଶୀତରେ ଥରୁଛି ଓଡିଶା । ଏଥିସହିତ ସକାଳୁ ସକାଳୁ କୁହୁଡିର ପରସ୍ତ ଜନଜୀବନଙ୍କୁ ଅସ୍ତବ୍ୟସ୍ତ କରି ରଖିଛି । ଆହୁରି ଦୁଇଦିନ ଏମିତି ଶୀତ ଥରାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ…

ମାଲକାନଗିରି ପୋଲିସ କୁ ମିଳିଛି ବଡ଼ ସଫଳତା :ଜବତ ହେଲା ଏସ ଏଲ ଆର ସହ ୫୨ ଜୀବନ୍ତ ଗୁଳି…

ମାଲକାନଗିରି : ମାଲକାନଗିରି ପୋଲିସ କୁ ମିଳିଛି ବଡ଼ ସଫଳତା ।ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ ଜିନେଲ୍ ଗୁଡ଼ା ଠାରେ ମାଓବାଦୀ ମାନେ ବିସ୍ପୋରକ ସାମଗ୍ରୀ ମାଟି ତଳେ ପୋତି ରଖିବା ସହ ମାଓ ଆକ୍ରମଣ ଯୋଜନା କରୁଥିବା ସୂଚନା ପାଇ ଥିଲେ ମାଲକାନଗିରି ଏସପି । ଏସପି ଙ୍କ ନେତୃତ୍ଵ ରେ ଡି…

୭୬ ତମ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ଛତ୍ରପୁର : ଚଳିତ ବର୍ଷର ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣ ତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହେବ। ଚଳିତ ବର୍ଷର ସାଧାରଣ ତନ୍ତ୍ର ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବା ନେଇ ଜିଲ୍ଲାପାଳ ଦିବ୍ୟ ଜ୍ଯୋତି ପରିଡାଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଡ.ପ୍ରମୋଦ କୁମାର…