Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅସାଧୁ ବ୍ୟବସାୟୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଙ୍ଗୋପସାଗରରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ବିଭିନ୍ନ ପ୍ରସଙ୍ଗରେ ସମୀକ୍ଷା କରିଛନ୍ତି । ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀ ଏବଂ ବିଭିନ୍ନ ବ୍ୟବସାୟୀ ସଂଘର!-->…
ବାତ୍ୟା ମୁକାବିଲା: ବିଧାୟକମାନଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମସ୍ତ ବିଧାୟକମାନଙ୍କର ସହଯୋଗ ଲୋଡ଼ିଛନ୍ତି। ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ସହ ‘ଜିରୋ କାଜୁଆଲିଟି’ ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଶାସନିକସ୍ତରରେ ଆଗୁଆ!-->…
ବାତ୍ୟା ମୁକାବିଲା: ୧୦ ଲକ୍ଷ ଲୋକଙ୍କୁ କରାଯିବ ସ୍ଥାନାନ୍ତର, ଭଟିଣ୍ଡାରୁ ଆସିଲେ ୫ଟି ଏନଡିଆରଏଫ ଟିମ୍
ଭୁବନେଶ୍ବର : ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ରାଜ୍ୟ ସରକାର ଜିରୋ କାଜିଆଲିଟି ଉପରେ ଗୁରୁତ୍ୱ ଦେଇଛନ୍ତି। ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ!-->…
୨୪ ଘଣ୍ଟା ଭିତରେ କଟକ ସହରରୁ ହୋଡିଂ ଓ ବାଉଁଶ ଗେଟ୍ ହଟାଅ
କଟକ : ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ସହର ସମସ୍ୟା ସମ୍ପର୍କିତ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ। ସହରରୁ ହୋଡିଂ ଓ ବାଉଁଶ ଗେଟ ୨୪ ଘଣ୍ଟା ଭିତରେ ହଟାଇବାକୁ କଟକ ଡିସିପି, ଜିଲ୍ଲାପାଳ ଓ CMC କମିଶନରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ପୂଜା ମଣ୍ଡପରୁ ଗେଟ!-->…
କଟକ ଏସସିବି ମେଡିକାଲରେ ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ
କଟକ : କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଦ୍ଵିତୀୟ ଯକୃତ ପ୍ରତିରୋପଣ ସଫଳ ହୋଇଛି। ଅସ୍ତ୍ରୋପଚାର ସଫଳ ହୋଇଥିବା ମେଡିକାଲ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ମେଡିକାଲ ଅଧିକ୍ଷକ ଲୁସି ଦାସ। ନୟାଗଡର ମାନସ ମୁଦୁଲୀଙ୍କୁ ଦେଲେ ତାଙ୍କ ପତ୍ନୀ ଛବି!-->…
ଜିଲାରୁ ବ୍ଲକସ୍ତର ପର୍ଯ୍ୟନ୍ତ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ କରିବା, ତୃଣମୂଳ ସ୍ତରରେ କ୍ରୀଡ଼ାବିତ୍ ମାନଙ୍କର…
ଭୁବନେଶ୍ୱର : କ୍ରୀଡା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଆଜି କଳିଙ୍ଗ ଷ୍ଟାଡିୟମ୍ ସ୍ଥିତ ଟେନିସ୍ ସେଣ୍ଟର ଅଡ଼ିଟୋରିୟମ୍ ଠାରେ ଓଡ଼ିଶା କ୍ରୀଡାନୀତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।ଓଡ଼ିଶାରେ!-->…
ଦାରିଙ୍ଗବାଡି କଫି ବଗିଚା ଉନ୍ନତି କରଣ ନା ରେ ଲକ୍ଷାଧିକ ଟଙ୍କା ହରିଲୁଟ ଅଭିଯୋଗ : ତଦନ୍ତ ଦାବୀ
ଫୁଲବାଣୀ //ବାଲିଗୁଡା :, ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ଯେପରି ଅଧିକ ରୁ ଅଧିକ ପର୍ଯ୍ୟଟକ ଆସିବେ ସେଥିପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କଫି ବଗିଚା ର ଆଧୁନିକିକରଣ କରାଯଇଥିଲା l ଏଥିରେ କାଫେ ନିର୍ମାଣ ଓ ଶିଶୁ ଉଦ୍ୟାନ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ!-->…
ବାତ୍ୟା ମୁକାବିଲା ପାଇଁ ସରକାର ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପୁରୀ ଓ ସାଗର ଦୀପ ଭିତରେ ସ୍ଥଳ ଭାଗରେ ବାତ୍ୟା ଅତିକ୍ରମ କରିବାର ସମ୍ଭାବନା ରହିଛି। ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ବାତ୍ୟାର ମୁକାବିଲା ପାଇଁ ସରକାରଙ୍କ ବିଭିନ୍ନ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି!-->…
କିଟ୍ ଓ କିସ୍ ପରିଦର୍ଶନ କଲେ ସଂସଦୀୟ ଷ୍ଟାଣ୍ଡିଂ କମିଟି
ଭୁବନେଶ୍ୱର: ତଫସିଲଭୁକ୍ତ ଜାତି ଓ ଜନଜାତି କଲ୍ୟାଣ ସମ୍ବନ୍ଧୀୟ ସଂସଦୀୟ ଷ୍ଟାଣ୍ଡିଂ କମିଟି ରବିବାର କିଟ୍ ଓ କିସ୍ ଦର୍ଶନ କରିଛନ୍ତି।
ସାଂସଦ ଡ. ଫଗନ ସିଂହ କୁଲସ୍ତେଙ୍କ ଅଧ୍ୟକ୍ଷତାରେ ଏହି କମିଟି କିଟ୍ ଓ କିସ୍ ପରିଦର୍ଶନରେ ଆସି କିଟ୍ର ବିଭିନ୍ନ କ୍ୟାମ୍ପସ୍ ବୁଲି ଦେଖିବା ସହ!-->!-->!-->…