Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପାରାଦୀପରୁ ଅପହୃତ ଛାତ୍ର କେନ୍ଦ୍ରାପଡ଼ାରୁ ଉଦ୍ଧାର
ଭୁବନେଶ୍ୱର // ପାରାଦ୍ୱୀପ : ସ୍କୁଲ ଯିବା ରାସ୍ତାରେ ଅପହୃତ ହେଲେ ଦଶମ ଶ୍ରେଣୀ ଛାତ୍ର। ଦୁର୍ବୃତ୍ତ ହାତ ବାନ୍ଧି ନିସ୍ତୁକ ପିଟିଥିବା ବେଳେ ସେମାନଙ୍କ କବଳରୁ ଖସି ଆସିବାକୁ ସଫଳ ହେଲେ ଛାତ୍ର। ଏହାପରେ ପୁଲିସ୍ ଓ ପରିବାର ଆଗରେ ସେ ବଖାଣିଛନ୍ତି ଛାତିଥରା ଘଟଣା। ଏପରି ଏକ ଅଭାବନୀୟ ଘଟଣା!-->…
ବାତ୍ୟା ‘ଦାନା’; ଏନଆରଟିଏସ୍ ଓ ସ୍କଲାରସିପ ପରୀକ୍ଷା ସ୍ଥଗିତ
କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ବାତ୍ଯା ‘ଦାନା’ କାରଣରୁ ଏନଆରଟିଏସ୍ ଏବଂ ପ୍ରାଥମିକ ସ୍କଲାରସିପ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି।
ସୋମବାର ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ ନ୍ୟାସନାଲ ରୁରାଲ୍ ଟାଲେଣ୍ଟ ସ୍କଲାରସିପ୍!-->!-->!-->…
ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବୃଢ଼ାଇଲେ ସରକାର
ଭୁବନେଶ୍ୱର: ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଉପହାର ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ!-->…
ବାଲିଗୁଡ଼ାରେ ଟିକା ନେଇ ୫୦ରୁ ଉର୍ଦ୍ଧ୍ୱ ଅସୁସ୍ଥ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳରେ ଅଘଟଣ। ଯକ୍ଷ୍ମା (ଟିବି)ରୁ ରକ୍ଷା ପାଇଁ ଦିଆଯାଉଥିବା ବିସିଜି ଟିକା ନେଇ ୫୦ରୁ ଉଦ୍ଧ୍ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି । ଟିକା ନେବାର ୨ ରୁ ୩ ଦିନ ଯନ୍ତ୍ରଣା ପରେ ଉକ୍ତ ସ୍ଥାନରେ ଘା’ ସଂକ୍ରମଣ ହୋଇ ଯାଉଥିବା ଜଣାପଡିଛି!-->…
ବାତ୍ୟା ‘ଦାନା’ର ମୁକାବିଲା ପାଇଁ ଟିପିଏସ୍ଓଡିଏଲ ପକ୍ଷରୁ ପ୍ରସ୍ତୁତି
ବ୍ରହ୍ମପୁର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’କୁ ଦୃଷ୍ଟିରେ ରଖି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ତତ୍ପରତା ଦେଖାଇଛି। ନିରବଚ୍ଛିନ୍ନ ବିଜୁଳି ଯୋଗାଣ ସୁନିଶ୍ଚିତ କରିବା ସହ ବିଦ୍ୟୁତ ସରବରାହରେ ବାଧାବିଘ୍ନକୁ ହ୍ରାସ କରିବା!-->…
ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ, ସବୁ ଅଧିକାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ । ପୂର୍ବ ପ୍ରସ୍ତୁତି କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳମାନଙ୍କ ପାଇଁ ଆଡଭାଇଜରି ଜାରି ହୋଇଛି । ସବୁ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଥିବା କହିଛନ୍ତି ବିପର୍ଯ୍ୟୟ!-->…
ଭୁଲ୍ ମାଗିଲେ ବୁଦ୍ଧାଦିତ୍ୟ, ‘ଆଉ ଏମିତି ଭୁଲ୍ ହେବନି’
ଭୁବନେଶ୍ବର: ଭୁଲ୍ ମାଗିଲେ ବୁଦ୍ଧାଦିତ୍ୟ । କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ସୋସିଆଲ ମିଡିଆରେ ଯେଉଁ ପୋଷ୍ଟ ଜାରି କରିଥିଲେ ତାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି ଅଭିନେତା ବୁଦ୍ଧାଦିତ୍ୟ । ଏହାକୁ ନେଇ ବୁଦ୍ଧାଦିତ୍ୟ କହିଛନ୍ତି, ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହେବା ପରେ ସେ!-->…
ଭୀଷଣ ବାତ୍ୟାର ରୂପ ନେବ ‘ଦାନା’, ଖୋଲିଲା ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ଭୀଷଣ ରୂପ ନେଇପାରେ ବୋଲି ସତର୍କ କରାଇଲାଣି ପାଣିପାଗ ବିଭାଗ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ତାରିଖରେ ଭୀଷଣ ବାତ୍ୟାର ରୂପ ନେବାକୁ ଥିବା ବେଳେ ଏହା ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ!-->…
‘ଦାନା’ ପାଇଁ ୩୦ ଜିଲ୍ଲାରେ ମୁତୟନ ରହିବେ ଓଡ୍ରାଫ୍ ଟିମ୍, ଭୟଭୀତ ହୁଅନ୍ତୁ ନାହିଁ
ଭୁବନେଶ୍ବର: ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅଧିକ ଘନୀଭୂତ ହୋଇ ୨୨ରେ ଅର୍ଥାତ୍ ଆସନ୍ତାକାଲି ଅବପାତର ରୂପ ନେବ। ପରେ ୨୩!-->…
ଲାଞ୍ଚ ନେଇ ଫସିଗଲେ ପୋଲିସ୍ ବାବୁ, ମାଡିବସିଲା ଭିଜିଲାନ୍ସ
ଖଣ୍ଡପଡା: ଲାଞ୍ଚ ନେଉଥିଲେ ପୋଲିସ୍ ଏସଆଇ । ମାଡିବସିଲା ଭିଜିଲାନ୍ସ । ମଦବେପାରୀଙ୍କ ଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଖଣ୍ଡପଡା ଏସଆଇ ଶେଖ୍ ରେହମାନଙ୍କୁ ବାନ୍ଧିଛି ଭିଜିଲାନ୍ସ । ଭିଜିଲାନ୍ସ ପୋଲିସ୍ ବାବୁଙ୍କୁ ଗିରଫ କରିବା ସହ ଲାଞ୍ଚ ଟଙ୍କାତକ ଜବତ କରିଛି ।
ତେବେ!-->!-->!-->…