Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବଣ୍ଡା ଘାଟିର ପ୍ରଥମ ଓଏଏସ୍; ୟୁ ଟ୍ୟୁବରୁ ପଢୁଥିଲେ ପାଠ
ମାଲକାନଗିରି : ୨୦୨୨ର OPSC ପରୀକ୍ଷାରେ କମାଲ୍ କଲେ ବଣ୍ଡାଘାଟି ଝିଅ ବିନି ମୁଦୁଲି। ଓଡ଼ିଶା ପ୍ରଶାସନିକ ପରୀକ୍ଷାରେ ପ୍ରଥମ ଥର ପାଇଁ କୃତକାର୍ଯ୍ୟ ହୋଇ ଅଞ୍ଚଳରେ ଇତିହାସ ରଚିଛନ୍ତି। ସେ ୫୯୬ ନମ୍ୱର ରାଙ୍କ ରଖିଛନ୍ତି। ରେଜଲ୍ଟ ପ୍ରକାଶ ପାଇବା ପରେ ବିନି ମୁଦୁଲି ଖୁସି ପ୍ରକାଶ କରିଛନ୍ତି।!-->…
ନିଜ ଦେହରେ ନିଆଁ ଲଗାଇଲେ ମହିଳା, ବଞ୍ଚାଇବାକୁ ଯାଇ ସ୍ବାମୀ ଆହତ
ବାଲେଶ୍ୱର: ବାଲେଶ୍ୱରର ସୋରୋ ବ୍ଲକ ଅନ୍ତର୍ଗତ ଆଡିଆ ଗ୍ରାମରେ ପାରିବାରିକ କଳହକୁ ନେଇ ଜଣେ ମହିଳା ନିଜ ଦେହରେ ନିଆଁ ଲଗାଇଥିବା ଅଭିଯୋଗ ହୋଇଛି।
ମହିଳା ଜଣକ ଭାନୁମତି ମହାରାଣା ବୋଲି ଜଣାପଡିଛି। ତାଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ସ୍ୱାମୀ ଶଶିକାନ୍ତ ମହାରାଣା ମଧ୍ୟ ଗୁରୁତର ଆହତ!-->!-->!-->…
ସବୁ ସ୍ପା ବୁଲିବ ପୋଲିସ, ଯାଞ୍ଚ କରିବ ଅନୈତିକ କାର୍ଯ୍ୟ
ଭୁବନେଶ୍ୱର : ସବୁ ସ୍ପା ଯିବ ପୋଲିସ । ରାଜଧାନୀର ସବୁ ଥାନା ଅଞ୍ଚଳରେ ଥିବା ସ୍ପା ସେଣ୍ଟର ଗୁଡିକ ଯାଞ୍ଚ କରିବ କମିଶନରେଟ ପୋଲିସ । ବଡ଼ଗଡ଼ ଥାନା ଅଞ୍ଚଳରେ ଥିବା ଡ଼ାଇମଣ୍ଡ ସ୍ପାରେ ନାବାଳିକାଙ୍କୁ ଅନୈତିକ କାର୍ଯ୍ୟରେ ଲଗାଉଥିବା ଅଭିଯୋଗ ପରେ ଆକ୍ସନ ମୋଡରେ ପୋଲିସ । ସହରରେ!-->…
ଦାନା ବାନ୍ଧୁଛି ବାତ୍ୟା ‘ଦାନା’, ୧୦୦ରୁ ୧୨୦ କିମି ଛୁଇଁବ ପବନ ବେଗ
ଭୁବନେଶ୍ବର: ଆସୁଛି ବାତ୍ୟା । ଆସନ୍ତା ୨୨ ତାରିଖରେ ଅବପାତର ରୂପ ନେଲା ପରେ ୨୩ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଏହାପରେ ତା ପରଦିନ ଅର୍ଥାତ୍ ୨୪ ତାରିଖ ସକାଳେ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ । ତେବେ ଏହାରି ଭିତରେ ବାତ୍ୟାର ରୂପ ନେବାକୁ ବଳ ଗୋଟାଉଥିବା!-->…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ
ଯାଜପୁର : ଲାଞ୍ଚ ନେଇ ଧରାପଡିଲେ ଆରଆଇ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଯାଜପୁର ଧର୍ମଶାଳା ତହସିଲ ଅଧିନସ୍ଥ ବଳରାମପୁର-୧ ରାଜସ୍ୱ ନୀରିକ୍ଷକ ସୁଶାନ୍ତ ସ୍ବାଇଁ । ସୁଶାନ୍ତ କବାଟବନ୍ଧ ପଂଚାୟତ ଦଳଗାଁ ଅଂଚଳର ଶିକ୍ଷକ ବସନ୍ତ କୁମାର!-->…
୨୩ରେ ବାତ୍ୟା ସମ୍ଭାବନା, ସତର୍କ କରାଇଲେ ଏସଆରସି
ଭୁବନେଶ୍ବର: ୨୩ରେ ବାତ୍ୟା ସମ୍ଭାବନା, ୨୪ରେ ଓଡିଶା ଛୁଇଁବ । ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଏନେଇ ନିଜ ଏକ୍ସ ହ୍ୟାଣ୍ଡେଲରେ ଅବଗତ କରାଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଏସଆରସି ।
ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟ!-->!-->!-->…
ବୁଦ୍ଧାଦିତ୍ୟଙ୍କ ବିବାଦୀୟ ପୋଷ୍ଟକୁ ନେଇ ବର୍ଷିଲେ ନବଜ୍ୟୋତି ପଟ୍ଟନାୟକ…
ଭୁବନେଶ୍ୱର :ବୁଦ୍ଧାଦିତ୍ୟଙ୍କ ବିବାଦୀୟ ପୋଷ୍ଟକୁ ନେଇ ବର୍ଷିଲେ ନବଜ୍ୟୋତି ପଟ୍ଟନାୟକ । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରତି ଏହି ଅପମାନଜନକ ଏବଂ ଦାୟିତ୍ବହୀନ ମନ୍ତବ୍ୟ ଅତ୍ୟନ୍ତ ନିନ୍ଦନୀୟ ବୋଲି କହିଛନ୍ତି ନବଜ୍ୟୋତି । ଏହା ସହ କହିଛନ୍ତି,ଏପରି ବିପଦଜନକ ମାନସିକତାକୁ ସଭ୍ୟ!-->…
କେମିତି କାମ କରୁଛନ୍ତି ଅଧିକାରୀ, ମାର୍କ ଦେବେ ଜନତା
ଭୁବନେଶ୍ବର: କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ । ରାଜସ୍ବ ବିଭାଗରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କର କାର୍ଯ୍ୟ ଦକ୍ଷତାର ପ୍ରମାଣପତ୍ର ଦେବେ ସାଧାରଣ ଜନତା । ଏମିତି କିଛି ବଡ ଘୋଷଣା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଝାରସୁଗୁଡାରେ ଜନଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ!-->…
ହବିଷ୍ୟାଳିଙ୍କ ରହଣିକୁ ନେଇ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା : ରେଜିଷ୍ଟ୍ରେସନ୍ କରି ନଥିଲେ ମଧ୍ୟ ମହିଳାଙ୍କୁ ରଖାଯାଇଛି
ପୁରୀ: ଚାଲିଛି ମହାକାର୍ତ୍ତିକ ମାସ । ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରିବା ଲାଗି ହବିଷ୍ୟାଳିଙ୍କ ସୁଅ ଛୁଟିଛି । ଏହାରି ଭିତରେ ହବିଷ୍ୟାଳିଙ୍କ ଉପରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ କହିଛନ୍ତି ଯେ ଯେଉଁ ହବିଷ୍ୟାଳି ମାନେ!-->…
ଶିମିଳିପାଳକୁ ଆସିବେ ଆଉ ଦୁଇଟି ମହାବଳ ବାଘ
ବାରିପଦା: ଶିମିଳିପାଳକୁ ଆସିବେ ନୂଆ ଅତିଥି । ଆସନ୍ତା ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରୁ ଶିମିଳିପାଳକୁ ଦୁଇଟି ମହାବଳ ବାଘ ଆସିବା ନେଇ ସୂଚନା ମିଳିଛି । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଶିମିଳିପାଳର ସ୍ୱତନ୍ତ୍ର ଟିମ୍ ମହାରାଷ୍ଟ୍ର ଯାଇଥିବା ନେଇ ସୂଚନା ମିଳିଛି ।
ସୂଚନା ଅନୁସାରେ!-->!-->!-->…