Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରୁଦ୍ର ହସ୍ପିଟାଲ ନାଁରେ ଅଙ୍ଗ ତସ୍କରୀ ଅଭିଯୋଗ ମିଥ୍ୟା; ବ୍ୟବଚ୍ଛେଦ ରିପୋର୍ଟରେ ସ୍ପଷ୍ଟ
କଟକ : କଟକ ରୁଦ୍ର ହସ୍ପିଟାଲ ବିରୋଧରେ ହୋଇଥିବା ଅଙ୍ଗ ତସ୍କରୀ ଅଭିଯୋଗ ମିଥ୍ୟା ପ୍ରମାଣିତ ହୋଇଛି। କନ୍ଧମାଳର ବାବୁଲା ଦିଗାଳଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କୌଣସି ଅଙ୍ଗ ଚୋରି ହୋଇନାହିଁ ସମସ୍ତ ଅଙ୍ଗ ଯଥା ସ୍ଥାନରେ ଥିବା ସ୍ପଷ୍ଟ ହୋଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆଧାରରେ!-->…
ଭୁଲ ଚିକିତ୍ସା ଯୋଗୁଁ ରୋଗୀ ମୃତ୍ୟୁ ଅଭିଯୋଗ; ନର୍ସିଂହୋମ ବିରୋଧରେ ତଦନ୍ତ ନିର୍ଦ୍ଦେଶ
ବଲାଙ୍ଗୀର : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ଜୀବନ ଜ୍ୟୋତି ହସ୍ପିଟାଲ ବିରୋଧରେ ହେବ ତଦନ୍ତ। ଭୁଲ ଚିକିତ୍ସା ଯୋଗୁଁ ମିତା ବେହେରା ନାମ୍ନୀ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନର୍ସିଂହୋମ କର୍ତ୍ତୃପକ୍ଷଙ୍କ ଅବହେଳା!-->…
ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ
ଭୁବନେଶ୍ବର : ପରିବର୍ତ୍ତନ ହେବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ। ଏହାବଦଳରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ନାଁ ରଖାଯାଇ ଯୋଜନା ଚାଲିବ ବୋଲି ପଞ୍ଚାୟତରାଜ ମନ୍ତ୍ରୀ ରବି ନାଏକ ସୂଚନା ଦେଇଛନ୍ତି। ଏହି ଯୋଜନାରେ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ, ପଞ୍ଚାୟତ ପ୍ରତିନିଧିଙ୍କୁ କ୍ଷମତା!-->…
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,୨୩ରୁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର : କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ!-->…
ବାଣ ଭିଡୁଥିଲେ ଦଶମ ଶ୍ରେଣୀ ଛାତ୍ର; ହେଲା ଭୟଙ୍କର ବିସ୍ଫୋରଣ
ଖଲ୍ଲିକାଟ : ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରମାନେ ବାଣ ଭିଡୁଥିଲେ। ହଠାତ୍ ବିସ୍ଫୋରଣ ହୋଇଥିଲା। ଯେଉଁଥିରେ ୬ ଜଣ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଦୀପାବଳି ପୂର୍ବରୁ ଏପରି ଭୟଙ୍କର ବିସ୍ଫୋରଣ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅଞ୍ଚଳରେ ଘଟିଛି।ଖଲ୍ଲିକୋଟ ଥାନା ମାଣିକପୁର ଗାଁ ନୂଆ!-->…
୨୦୨୨ ଓଏଏସ ପରୀକ୍ଷା ଫଳ ପ୍ରକାଶିତ, ଶ୍ୱେତାଶ୍ରୀ ଟପ୍ପର
ଭୁବନେଶ୍ବର : ଆଜି ପ୍ରକାଶ ପାଇଲା ୨୦୨୨ ମସିହାର ଓଏଏସ୍ ରେଜଲ୍ଟ। ମୋଟ୍ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍ ଟେନ୍ରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଓଏଏସ୍ ଟପ୍ପର ହୋଇଛନ୍ତି।ଦ୍ୱିତୀୟ ସ୍ଥାନରେ ପ୍ରିଙ୍କିଲ ପରବୀନ ପରିଡ଼ା, ତୃତୀୟ ସ୍ଥାନରେ!-->…
ଶ୍ରୀମନ୍ଦିର ସେବାୟତଙ୍କୁ ଭୁଜାଲିରେ ହାଣିଲେ ଦୁର୍ବୁତ୍ତ
ପୁରୀ: କୋଟିକୋଟି ଜନତାଙ୍କ ଆରାଧ୍ୟ ଦେବତା ତଥା ଆସ୍ଥା ଓ ବିଶ୍ବାସର ପ୍ରବିତ୍ର ତୀର୍ଥସ୍ଥଳୀ ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ପୁଣି ଅଭାବନୀୟ ଘଟଣା ଘଟିଛି। ଆଜି ସନ୍ଧ୍ୟାରେ ମହାପ୍ରଭୁଙ୍କର ଜଣେ ସେବାୟତଙ୍କୁ ପ୍ରାଣାନ୍ତକ ଆକ୍ରମଣ ହୋଇଛି। ଶ୍ରୀମନ୍ଦିର ଅଧିକାରୀ ବକ୍ସି ପଢ଼ିଆରୀଙ୍କୁ!-->…
୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ, ଆଜି ଓ କାଲି ପ୍ରବଳ ବର୍ଷିବ
ଭୁବନେଶ୍ବର: ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୨ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇପାରେ ।
ତେବେ ଆଜି ଓ ଆସନ୍ତାକାଲି ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।!-->!-->!-->…
ଝାରପଡା ଜେଲରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
ଭୁବନେଶ୍ୱର : ଝାରପଡା ଜେଲରେ ଜଣେ ବିଚାରଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି | ଜେଲରେ ତାଙ୍କୁ ମାରି ଦିଆଯାଇଛି ବୋଲି ଅଭିଯୋଗ ଆଣିଛନ୍ତି ପରିବାର ଲୋକେ | ମୃତ ବିଚାରଧୀନ କଏଦୀ ହେଉଛନ୍ତି ବିଦ୍ୟାଧର ଗୁରୁ | ବିଦ୍ୟାଧର ଗୁରୁ ଅକ୍ଟୋବର ୫ ତାରିଖରୁ!-->…
ହସ୍ପିଟାଲରେ ଅଙ୍ଗ ଚୋରି ହେଉଥିବା ନେଇ ଅଭିଯୋଗ ଆଣିଲେ ପରିବାର
କଟକ : ମଣିଷ ଶରୀରର ଅଙ୍ଗ କେତେ ଯେ ମୂଲ୍ୟବାନ ତାହା ସମସ୍ତଙ୍କୁ ଜଣା । ଏନେଇ କିଛି ହସ୍ପିଟାଲରେ ଅଙ୍ଗ ଚୋରି ହେଉଥିବା ଖବର ମଧ୍ୟ ଆପଣମାନେ ଶୁଣିଥିବେ । ତେବେ ଏକ ଘରୋଇ ହସ୍ପିଟାଲ ନାଁରେ ଆସିଛି ଏମିତି ସଙ୍ଗୀନ ଅଭିଯୋଗ । କଟକର ଏକ ଘରୋଇ ହସ୍ପିଟାଲ ନାଁରେ ଅଙ୍ଗ ଚୋରି ହୋଇଥିବା ନେଇ ହୋଇଛି!-->…