Browsing Category

ଓଡିଶା

ଝାରପଡା ଜେଲରେ ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର : ଝାରପଡା ଜେଲରେ ଜଣେ ବିଚାରଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ସନ୍ଦେହ ପ୍ରକାଶ କରିଛନ୍ତି | ଜେଲରେ ତାଙ୍କୁ ମାରି ଦିଆଯାଇଛି ବୋଲି ଅଭିଯୋଗ ଆଣିଛନ୍ତି ପରିବାର ଲୋକେ | ମୃତ ବିଚାରଧୀନ କଏଦୀ ହେଉଛନ୍ତି ବିଦ୍ୟାଧର ଗୁରୁ | ବିଦ୍ୟାଧର ଗୁରୁ ଅକ୍ଟୋବର ୫ ତାରିଖରୁ

ହସ୍ପିଟାଲରେ ଅଙ୍ଗ ଚୋରି ହେଉଥିବା ନେଇ ଅଭିଯୋଗ ଆଣିଲେ ପରିବାର

କଟକ : ମଣିଷ ଶରୀରର ଅଙ୍ଗ କେତେ ଯେ ମୂଲ୍ୟବାନ ତାହା ସମସ୍ତଙ୍କୁ ଜଣା । ଏନେଇ କିଛି ହସ୍ପିଟାଲରେ ଅଙ୍ଗ ଚୋରି ହେଉଥିବା ଖବର ମଧ୍ୟ ଆପଣମାନେ ଶୁଣିଥିବେ । ତେବେ ଏକ ଘରୋଇ ହସ୍ପିଟାଲ ନାଁରେ ଆସିଛି ଏମିତି ସଙ୍ଗୀନ ଅଭିଯୋଗ । କଟକର ଏକ ଘରୋଇ ହସ୍ପିଟାଲ ନାଁରେ ଅଙ୍ଗ ଚୋରି ହୋଇଥିବା ନେଇ ହୋଇଛି

‘ପିସିସି ଗଠନ ପରେ କଂଗ୍ରେସରେ ସାମିଲ ହେବେ ବହୁ ବିଜେଡି ନେତା’

ଭୁବନେଶ୍ବର; ଦୀପାବଳି ସୁଦ୍ଧା ରାଜ୍ୟ କଂଗ୍ରେକୁ ମିଳିବ ମୁଖୁଆ । ଏନେଇ ପ୍ରତିକ୍ରିୟା ଦେଇ ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍ କହିଛନ୍ତି, ହାଇକମାଣ୍ଡ ଖୁବଶୀଘ୍ର ପିସିସି ସଭାପତି ଚୟନ କରିବେ । ଏଥିପାଇଁ ଏଆଇସିସିର ଦୁଇ କେନ୍ଦ୍ରୀୟ ନେତାଙ୍କୁ ଦାୟିତ୍ବ ଦିଆଯାଇଛି । ଦଳର

ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ ଏଫଆଇଆର ଦେଲା ରାଜ୍ୟ ଛାତ୍ର କଂଗ୍ରେସ

ଭୁବନେଶ୍ୱର : ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କ ନାଁରେ କ୍ୟାପିଟାଲ ଥାନାରେ ଏଫଆଇଆର ଦେଲା ରାଜ୍ୟ ଛାତ୍ର କଂଗ୍ରେସ । ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ନିଜ ଫେସବୁକ ପୋଷ୍ଟରେ ଲେଖିଥିଲେ ଳରେନ୍ସ ବିଷ୍ଣୋଇ ବାବା ସିଦ୍ଧିକିଙ୍କୁ ମର୍ଡର କଲା ପରେ ଏବେ ଓଏସି ଓ ରାହୁଲ

ଦୀପାବଳିକୁ ନେଇ ପୂର୍ବତଟ ରେଳପଥର ସ୍ୱତନ୍ତ୍ର ଅଭିଯାନ

ଭୁବନେଶ୍ୱର: ଟ୍ରେନ ଯାତ୍ରା ସମୟରେ ଦହନଶୀଳ ପଦାର୍ଥ ଯଥା ଫଟକା, ଗ୍ୟାସ୍ ସିଲିଣ୍ଡର, ଏସିଡ୍, ପେଟ୍ରୋଲ୍, କିରୋସିନି ଇତ୍ୟାଦି ଜ୍ୱଳନ୍ତ ତଥା ବିସ୍ଫୋରକ ଜିନିଷ ପରିବହନ କରିବା ରେଳବାଇ ଅଧିନିୟମ, ୧୯୮୯ ଅନୁଯାୟୀ ଦଣ୍ଡନୀୟ ଅପରାଧ ଅଟେ ଏବଂ ଅପରାଧୀ ତିନି ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ

ଖୋଲିବ ଭରତପୁର ଥାନା ମାମଲାର ସତ ! ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିଶନଙ୍କ ନିକଟରେ ଗୃହ ସଚିବ ଓ କ୍ରାଇମବ୍ରାଞ୍ଚ ADG

ଭୁବନେଶ୍ୱର: ଖୋଲିବ ଭରତପୁର ରାତିର ସତ! । ଭରତପୁର ଥାନା ମାମଲାରେ ଜଷ୍ଟିସ ଚିତ୍ତରଞ୍ଜନ ଦାସ କମିଶନଙ୍କ ନିକଟରେ ଉପସ୍ଥିତ ହେଲେ ଗୃହ ସଚିବ ଓ କ୍ରାଇମବ୍ରାଞ୍ଚ ADG । ଗୃହ ସଚିବ ସତ୍ୟବ୍ରତ ସାହୁ, ସ୍ଵତନ୍ତ୍ର ସଚିବ ଗୃହ ବିଭାଗ ରାଧାକୃଷ୍ଣ ଶର୍ମା, ADG କ୍ରାଇମ୍ ବ୍ରାଞ୍ଚ ବିନୟ

ଭୁଶୁଡିଲା ସୁଉଚ୍ଚ ତୋରଣ: ଚାପି ହୋଇଗଲା ବାଇକ୍, କାର୍

କଟକ: ଭୁଶୁଡିଲା ଦୁର୍ଗା ପୂଜା ବେଳେ ହୋଇଥିବା ସୁଉଚ୍ଚ ତୋରଣ । କଟକ ଖାନନଗର ଦୁର୍ଗା ପୂଜା କମିଟି ପକ୍ଷରୁ ନେତାଜୀ ବସ୍ ଟର୍ମିନାଲ ନିକଟରେ ନିର୍ମାଣ ହୋଇଥିବା ତୋରଣ ଭୁଶୁଡି ପଡିଛି । ଫଳରେ ଗୋଟିଏ କାର୍ ଓ ତିନୋଟି ବାଇକ୍ ଚାପି ହୋଇଥିବା ସୂଚନା ମିଳିଛି । ତେବେ ଚଳିତ ବର୍ଷ ଖାନନଗର

ଭରତପୁର ଥାନା ନିର୍ଯାତନା ମାମଲା, ୪ ପୋଲିସ କର୍ମଚାରୀଙ୍କ ଆଗୁଆ ଜାମିନ ଆବେଦନ

ଭୁବନେଶ୍ୱର : ଭରତପୁର ଥାନା ନିର୍ଯାତନା ମାମଲା । ଥାନାର ୪ ପୋଲିସ କର୍ମଚାରୀଙ୍କ ଆଗୁଆ ଜାମିନ ଆବେଦନ । ହାଇକୋର୍ଟଙ୍କ ଅବକାଶକାଳୀନ କୋର୍ଟରେ ମାମଲାର ଶୁଣାଣି । ଘଟଣା ସମ୍ପର୍କରେ ତଥ୍ୟ ଓ ରେକର୍ଡ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ । ହାଇକୋର୍ଟଙ୍କ ନିୟମିତ କାର୍ଯ୍ୟ

ଅଜୟଙ୍କ ନାଁରେ ଏତଲା ଘଟଣା; କହିଲେ, ‘ରାଜନୈତିକ ଷଡଯନ୍ତ୍ର ଚାଲିଛି’

ଭୁବନେଶ୍ବର: ଭରତପୁର ଥାନାରେ ଟଙ୍କା ଠକେଇ ଅଭିଯୋଗର ମାମଲା ରୁଜ୍ଜୁ ହେବା ଘଟଣାରେ ନିଜର ମୁହଁ ଖୋଲିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର । ଏନେଇ ତାଙ୍କ ବିରୁଦ୍ଧରେ ରାଜନୈତିକ ଷଡଯନ୍ତ୍ର ଚାଲିଥିବା ଅଭିଯୋଗ ଆଣିଛନ୍ତି ଅଜୟ । ତେବେ ଏନେଇ ଅଜୟ

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ

ବୌଦ୍ଧ : ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ । ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଡିଜିପିଙ୍କ ସମୀକ୍ଷା ବୈଠକ ଆରମ୍ଭ । ମାଓ ଦମନ ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରୁଛନ୍ତି । ବୈଠକରେ ଆଇଜି ଅପରେସନ୍ ଜୟ ନାରାୟଣ ପଙ୍କଜ, ଡିଆଇଜି ଏସ.ଆଇ.ଡବ୍ଲୁ କନୱର