Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅଜୟଙ୍କ ନାଁରେ ଏତଲା ଘଟଣା; କହିଲେ, ‘ରାଜନୈତିକ ଷଡଯନ୍ତ୍ର ଚାଲିଛି’
ଭୁବନେଶ୍ବର: ଭରତପୁର ଥାନାରେ ଟଙ୍କା ଠକେଇ ଅଭିଯୋଗର ମାମଲା ରୁଜ୍ଜୁ ହେବା ଘଟଣାରେ ନିଜର ମୁହଁ ଖୋଲିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର । ଏନେଇ ତାଙ୍କ ବିରୁଦ୍ଧରେ ରାଜନୈତିକ ଷଡଯନ୍ତ୍ର ଚାଲିଥିବା ଅଭିଯୋଗ ଆଣିଛନ୍ତି ଅଜୟ ।
ତେବେ ଏନେଇ ଅଜୟ!-->!-->!-->…
ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ
ବୌଦ୍ଧ : ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ । ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଡିଜିପିଙ୍କ ସମୀକ୍ଷା ବୈଠକ ଆରମ୍ଭ । ମାଓ ଦମନ ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରୁଛନ୍ତି । ବୈଠକରେ ଆଇଜି ଅପରେସନ୍ ଜୟ ନାରାୟଣ ପଙ୍କଜ, ଡିଆଇଜି ଏସ.ଆଇ.ଡବ୍ଲୁ କନୱର!-->…
ଆନ୍ଦୋଳନରୁ ଉଠିଲେ ହବିଷ୍ୟାଳି: ସମସ୍ତଙ୍କ ପାଇଁ ହେଲା ବ୍ୟବସ୍ଥା
ପୁରୀ: ଆନ୍ଦୋଳନରୁ ଓହରିଛନ୍ତି ହବିଷ୍ୟାଳି । ଜିଲ୍ଲା ପ୍ରଶାସନଙ୍କ ହସ୍ଥକ୍ଷେପ ଓ ବୁଝାସୁଝା ପରେ ଆନ୍ଦୋଳନରୁ ଓହରିଛନ୍ତି ହବିଷ୍ୟାଳିମାନେ । ଏଥିସହିତ ବୃନ୍ଦାବତୀ ନିବାସ ତଳ ବେସମେଣ୍ଟକୁ ଅଣପଞ୍ଚିକୃତ ହବିଷ୍ୟାଳିମାନଙ୍କୁ ସ୍ଥାନାନ୍ତରିତ କରାଯାଇଛି ।
ତେବେ ଅନେକ ଦ୍ବନ୍ଦ୍ବ ଭିତରେ କିଛି!-->!-->!-->…
ମୁମ୍ବାଇରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମେକ ଇନ ଓଡ଼ିଶା ପାଇଁ ‘ନିବେଶକ ସମ୍ମିଳନୀ’ରେ ଦେଲେ ଯୋଗ
ମୁମ୍ବାଇରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଇଣ୍ଡିଆ କେମିକାଲ ଇଣ୍ଟରନେସନାଲ୍ କନଫରେନ୍ସରେ ଯୋଗ ଦେଇଛନ୍ତି । ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ମଧ୍ୟ କନଫରେନ୍ସରେ ଉପସ୍ଥିତ ଅଛନ୍ତି । ଗୁଜରାଟ ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଅଛନ୍ତି ।
ଓଡ଼ିଶାର ପାରାଦ୍ୱୀପ, ଗୋପାଳପୁର ଓ!-->!-->!-->…
ଖୁବଶୀଘ୍ର ଆୟୁଷ୍ମାନ ଭାରତ; ୩ କୋଟିରୁ ଅଧିକ ଲୋକ ହେବେ ସାମିଲ୍
ଭୁବନେଶ୍ବର: ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ । ଯେଉଁଥିରେ ୩କୋଟିରୁ ଅଧିକ ହିତାଧିକାରୀ ସାମିଲ ହେବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।
ଏନେଇ ମନ୍ତ୍ରୀ କହିଛନ୍ତି, ମୋହନ ସରକାର ଆମ ରାଜ୍ୟରେ ଲାଗୁ ପାଇଁ ଘୋଷଣା କରି!-->!-->!-->…
ସଲମାନଙ୍କୁ ପୁଣି ଧମକ, ବାବା ସିଦ୍ଦିକିଙ୍କଠାରୁ ବି ଅବସ୍ଥା ଖରାପ ହେବ
ବଲିଉଡର ଭାଇଜାନ ସଲମାନ ଖାନ୍। ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ସହ ତାଙ୍କର ଶତ୍ରୁତା ବେଶ୍ ପୁରୁଣା। ନିକଟରେ ଏନ୍ସିପି ନେତା ବାବା ସିଦ୍ଦିକିଙ୍କୁ ହତ୍ୟା ପରେ ତାଙ୍କର ଜୀବନ ପ୍ରତି ରହିଛି ଘୋର ବିପଦ। ବାରମ୍ବାର ତାଙ୍କୁ ହତ୍ୟା ଧମକ ଦେଇ ଚାଲିଛି ଲରେନ୍ସ ଗ୍ୟାଙ୍ଗ। ଏବେ ପୁଣି!-->…
ଚିଲିକାରେ ଆରମ୍ଭ ହୋଇଛି ନୌକାୟନ ଅଭିଯାନ, ସାମିଲ ହେଲେ ୬୦ ଜଣ କ୍ୟାଡେଟ
ଚିଲିକାର ଅକାତ ପାଣିରେ ନୌକାୟନ ଅଭିଯାନ । ଜାତୀୟ ସମର ଶିକ୍ଷ୍ୟାର୍ଥି ବାହିନୀ(ଏନ୍ ସି ସି) ଓଡ଼ିଶା ନିର୍ଦ୍ଦେଶାଳୟ ପକ୍ଷରୁ ଭାରତୀୟ ନୌସେନା ପୋତ ଚିଲିକା ନୌକାୟନ ଅଭିଯାନ ଆରମ୍ଭ ହୋଇଛି । ଚଳିତ ମାସ ୧୫ତାରିଖରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ୨୪ ତାରିଖରେ ଶେଷ ହେବ ।
କମାଣ୍ଡିଂ!-->!-->!-->…
ଫେକ୍ କଲ୍ ସେଣ୍ଟର ଠାବ ଘଟଣା: ରିମାଣ୍ଡରେ ଯିବେ ୬ ସାଇବର ଠକ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଫେକ୍ କଲ୍ ସେଣ୍ଟର ଠାବ ଘଟଣା l ଗିରଫ ୬ ସାଇବର ଠକଙ୍କୁ ୩ ଦିନିଆ ରିମାଣ୍ଡରେ ନେବ ପୋଲିସ l ସାରା ଦେଶରେ ଠକେଇର ତଦନ୍ତ ପାଇଁ ଗଠନ ହୋଇଛି ସ୍ପେଶାଲ ଟିମ୍ l ଟିମ୍ରେ ସାଇଣ୍ଟିଫିକ୍ ଓ ଟେକ୍ନିକାଲ୍ ଅଫିସର୍ ସାମିଲ୍ ହୋଇଛନ୍ତି l
ସୂଚନା ଅନୁସାରେ,!-->!-->!-->…
ଦୟାପଲ୍ଲୀ ପଞ୍ଚାୟତରେ ଅଶାନ୍ତି ତେଜିଲା :ସମିତି ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ…
ହିଞ୍ଜିଳିକାଟୁ ,୧୮।୧୦: ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅନ୍ତର୍ଗତ ଦୟାପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ରାଜନୈତିକ ହିଂସା ଦେଖା ଦେଇଛି। ସମିତି ସଭ୍ୟ ଇପିଲି ରାଜାରାଓଙ୍କୁ ତାଙ୍କର ବିପକ୍ଷ ଗୋଷ୍ଠୀର ଜଣେ ବ୍ୟକ୍ତି ଶୁକ୍ରବାର ଆକ୍ରମଣ କରିଛନ୍ତି। ଆକ୍ରମଣରେ ଗୁରୁତର ଆହତ ସମିତି ସଭ୍ୟ!-->…
ଏସୟୁଜେର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ : ବରିଷ୍ଠ ସାମ୍ବାଦିକ କୀର୍ତ୍ତି ଚନ୍ଦ୍ର ସାହୁ ହେଲେ ରାଜ୍ୟ କାର୍ଯ୍ୟକାରୀ…
ପ୍ରତିବର୍ଷ ଫେବୃଆରୀ ପ୍ରଥମ ସପ୍ତାହରେ ହେବ ରାଜ୍ୟ ସମାବେଶଭୁବନେଶ୍ୱର : ଏସୟୁଜେ ରାଜ୍ୟ କାର୍ଯ୍ୟ କାରିଣି ବୈଠକ ଗୋଦାବରୀଶ ସାହିତ୍ୟ ସଂସଦ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଗଠକୁ ସୁଦୃଢ କରିବା ପାଇଁ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତି ନିଆଯାଇଛି । କାର୍ଯ୍ୟକାରୀ ସଭାପତି ଭାବେ କିର୍ତ୍ତୀ!-->…