Browsing Category

ଓଡିଶା

ବର୍ଷା କ୍ଷତିଗ୍ରସ୍ତ ଚାଷୀଙ୍କୁ ଅନଲାଇନରେ ମିଳିବ କ୍ଷତିପୂରଣ ରାଶି

ଭୁବନେଶ୍ୱର : ଅନଲାଇନରେ ମିଳିବ କ୍ଷତିପୂରଣ ରାଶି । କମ୍ ଏବଂ ବେଶି ବର୍ଷା ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ କ୍ଷୟକ୍ଷତି ରିପୋର୍ଟ ମଗାଯାଇଛି । ଜିଲ୍ଲାପାଳ କ୍ଷତିଗ୍ରସ୍ତଙ୍କ ତଥ୍ୟ ଓ ବ୍ୟାଙ୍କ ଆକାଉଣ୍ଟ ଡିଟେଲ୍ସ ରଖିବେ । ଏହା ପରେ ଅନଲାଇନରେ କ୍ଷତିପୂରଣ ରାଶି ଯିବ ବୋଲି କହିଛନ୍ତି…

କମେଣ୍ଟ ମରାକୁ ନେଇ ରାଜଧାନୀରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ଵର : କମେଣ୍ଟ ମରାକୁ ନେଇ ରାଜଧାନୀରେ ମର୍ଡର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ । ଚିକିତ୍ସାଧୀନ ଅବସ୍ଥାରେ ମଞ୍ଚେଶ୍ୱର ଥାନା ଝରଣା ବସ୍ତିର ବନମାଳୀ ଭୋଳଙ୍କ ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାରେ ଛାନ୍‌ଭିନ୍‌ ଆରମ୍ଭ କରିଛି । ସୂଚନା ଅନୁସାରେ ଗତ ୧୫ ତାରିଖ…

ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି : ଭୋଟର ତାଲିକାକୁ ତ୍ରୁଟିମୁକ୍ତ କରିବାକୁ ଏସଇସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି । ଜିଲ୍ଲାପାଳଙ୍କ ସହ ଏସ୍ ଇସିଙ୍କ ଭିଡିଓ ବୈଠକ । ଘରକୁ ଘର ସର୍ଭେ ନେଇ ଏସ୍ ଇସିଙ୍କ ଭିସି । ଭୋଟର ତାଲିକା ହେବ ତ୍ରୁଟିମୁକ୍ତ । ଏସ୍ ଇସି ଦେଲେ ବଡ଼ ନିର୍ଦ୍ଦେଶ । ୨୦୨୭ରେ ହେବାକୁ ଥିବା ପଞ୍ଚାୟତିରାଜ ସଂସ୍ଥା ଏବଂ…

ଯାତ୍ରୀଙ୍କ ସୁବିଧା ପାଇଁ ବିଏମ୍‌ସି ଓ ବିଡିଏର ସବୁଜ ପଦକ୍ଷେପ: ଜନପଥରେ ହେବ ନୂଆ ଟ୍ରାଫିକ୍ ଆଶ୍ରୟସ୍ଥଳ

ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ସହରର ସୌନ୍ଦର୍ଯ୍ୟକରଣ ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଜନପଥ କରିଡର୍‌ର ପ୍ରମୁଖ ସ୍ଥାନଗୁଡ଼ିକରେ ଆଧୁନିକ ଟ୍ରାଫିକ୍ ଏବଂ…

ସେପ୍ଟେମ୍ବର ୨ ରେ ସରିବ SIR ପ୍ରକ୍ରିୟା, ଯାଞ୍ଚ ପରେ ୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ଅର୍ଥାତ୍ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ଦାଖଲ ହୋଇଥିବା ସମସ୍ତ ଅଭିଯୋଗ ଏବଂ ଦାବିଗୁଡ଼ିକର ସମାଧାନ ପ୍ରକ୍ରିୟା ସେପ୍ଟେମ୍ବର ୨ ତାରିଖରେ ସରିବ। ଏହି ଯାଞ୍ଚ ପରେ ସେପ୍ଟେମ୍ବର ୬, ୨୦୨୬ ରେ ଚୂଡ଼ାନ୍ତ ଭୋଟର…

ପ୍ରଥମ ବନ୍ୟାରେ ଧୋଇଗଲା ୫ କୋଟି ବ୍ୟୟରେ ନିର୍ମିତ ରାସ୍ତା, ବହୁ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ

କଟକ: ବିକାଶ ନାଁରେ କେମିତି ଚାଲିଛି ମହା ଦୁର୍ନୀତି, ତାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ଜିଲ୍ଲାରେ। ସାମାନ୍ୟ ବନ୍ୟା ପାଣି ମାଡ଼ରେ ତାସ୍ ଘର ପରି ଧୋଇଯାଇଛି ୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ନୂଆ ରାସ୍ତା। ସରକାରୀ ବାବୁ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା କେମିତି…

ରାଜ୍ୟର ୨୮ଟି ସରକାରୀ ଆଇଟିଆଇର ନାମ ବଦଳିଲା

ଭୁବନେଶ୍ୱର: ରାଜ୍ୟରେ ଥିବା ସରକାରୀ ଔଦ୍ୟୋଗିକ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଆଇଟିଆଇ) ଗୁଡ଼ିକର ନାମକରଣରେ ସରକାର ଏକ ବଡ଼ ଧରଣର ପରିବର୍ତ୍ତନ ଆଣିଛନ୍ତି। ବିଭିନ୍ନ ଜିଲ୍ଲା ଏବଂ ସହରଗୁଡ଼ିକର ସଂଶୋଧିତ ଭୌଗୋଳିକ ନାମକରଣ ସହିତ ସାମଞ୍ଜସ୍ୟ ରଖି ରାଜ୍ୟର ମୋଟ ୨୮ଟି ସରକାରୀ ଆଇଟିଆଇର ନାମ ସଂଶୋଧନ…

ମୁଖ୍ୟମନ୍ତ୍ରୀ ବସ୍‌ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଧମକ, ଗାଡ଼ି ଛାଡ଼ି ପଳାଇଲେ ଚାଳକ

ବଲାଙ୍ଗୀର: ସାଧାରଣ ଲୋକଙ୍କ ଗମନାଗମନ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଏବେ ଅସୁରକ୍ଷିତ ହୋଇପଡ଼ିଛି। ବଲାଙ୍ଗୀର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଦୁର୍ବୃତ୍ତ ମୁଖ୍ୟମନ୍ତ୍ରୀ ବସ୍‌କୁ ଅଧା ରାସ୍ତାରେ…

୪ ଜିଲ୍ଲାରେ କୋଇଲା ଓ ପାଉଁଶ ଗାଡ଼ି ପରିବହନ ନେଇ କଟକଣା

ଭୁବନେଶ୍ବର: ୪ ଜିଲ୍ଲାରେ କୋଇଲା ଓ ପାଉଁଶ ଗାଡ଼ି ପରିବହନ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର । ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲା ଗୁଡିକରେ ଦୁର୍ଘଟଣା ଏବଂ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ…

ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି, ଏଣିକି ମାଟି ତଳେ ବିଛାଯିବ ବିଦ୍ୟୁତ ତାର

ଭୁବନେଶ୍ବର: ବିପର୍ଯ୍ୟୟ ସମୟରେ ବିଦ୍ୟୁତ ଭିତ୍ତିଭୂମିକୁ ବଞ୍ଚାଇବାକୁ ନୂଆ ଯୋଜନା କରିଛନ୍ତି ରାଜ୍ୟ ସରକାର । ଏଣିକି ମାଟିତଳେ ବିଦ୍ୟୁତ ତାର ବିଛାଇବା ପାଇଁ ମୋଡାଲିଟି ପ୍ରସ୍ତୁତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ଯେ, DPR…