Browsing Category

ଓଡିଶା

ଉପ ମୁଖ୍ୟମନ୍ତ୍ରୀ କରିବେ ହବିଷ୍ୟାଳୀ ଯୋଜନା ଉଦ୍ଘାଟନ

ପୁରୀ: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ । ହବିଷ୍ୟାଳୀ ବ୍ରତ ପାଇଁ ଜିଲ୍ଲା ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ରାଜ୍ୟର ୩୦ ଜିଲ୍ଲାରୁ ୨୫୦୦ ଜଣ ହବିଷ୍ୟାଳୀ ଅନଲାଇନ ଯୋଗେ ପଞ୍ଜିକରଣ କରିଛନ୍ତି । ଆଉ କୌଣସି ସ୍ପଟ ବୁକିଂ ହେବ ନାହିଁ । ହବିଷ୍ୟାଳୀ ମାନେ ନିର୍ଦ୍ଧାରିତ ୪

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ଫୁଲଟା ଗାଁର ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼ । କିଛି ଦୁର୍ବୃତ୍ତ ଏହି ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ବୋମାମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ସରପଞ୍ଚଙ୍କକ ପରିବାର । ଖବର ମୁତାବକ,

ପିପିଲି ଅଞ୍ଚଳର ବିକାଶ ପ୍ରତି ଆମେ ସଂକଳ୍ପବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଡେଲାଙ୍ଗ ପିପିଲି ଅଞ୍ଚଳ ହେଉଛି ଐତିହ୍ୟ ସଂପନ୍ନ ସ୍ଥଳ। ବିଶ୍ଵ ପ୍ରସିଦ୍ଧ ଚାନ୍ଦୁଆର ଉତ୍ପତ୍ତି ଏଠାରେ ହୋଇଛି। ଏଠିକାର ବୀର ନାଗା ନାଚ ଅତ୍ୟନ୍ତ ଚିତ୍ତାକର୍ଷକ। ଏଠାରେ ମଧ୍ୟ ଅନେକ କାଳରୁ ଓଡ଼ିଶା ପ୍ରସିଦ୍ଧ ହରିରାଜପୁର, ବଳଙ୍ଗା ଓ ଓଡ଼ିଶାର ସବୁଠାରୁ ବଡ଼ ଗାଁ ଘୋରଡିଆର

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ, ନଚେତ୍‌ କାର୍ଯ୍ୟାନୁଷ୍ଠାନ

ପୁରୀ: ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ। ଏନେଇ ନିଷ୍ପତ୍ତି ହୋଇଥିବା ବେଳେ ଓମଫେଡ୍ କୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ଅନ୍ୟ ଘିଅ ବ୍ୟବହାର କରାଗଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏଭଳି

ଘରୋଇ କଳିରେ ଚାଲିଗଲା ୪ମାସର ଶିଶୁର ଜୀବନ

ବ୍ରହ୍ମଗିରି : ରାଗ ବ୍ରହ୍ମ ଚଣ୍ଡାଳ । ରାଗ ବଢ଼ିଗଲେ ପର ଆପଣା ସବୁ ଭୁଲିଯାଏ ମଣିଷ । ତେବେ ରାଗରେ ନିଜ ନିଜର ସମ୍ପର୍କୀୟଙ୍କୁ ମାରିବାକୁ ପଛାନ୍ତିନି କିଛି ଲୋକ । ଏବେ ସେହିଭଳି ଏକ ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି

୨୨ ରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ରାଜ୍ୟକୁ ପୁଣି ଏକ ଲଘୁଚାପ ଆସୁଛି। ବଙ୍ଗୋପସାଗରରେ ହେବାକୁ ଥିବା ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରୁଛନ୍ତି। ତେବେ ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟାରେ ପରି‌ଣତ ହୋଇପାରେ ବୋଲି ଜିଏସଫଏସ ମଡେଲ

ଆଜିଠୁ ଗଜଲକ୍ଷ୍ମୀ ପୂଜା, ଦୁଲୁକୁଛି କେନ୍ଦ୍ରାପଡ଼ା ଓ ଢେଙ୍କାନାଳ

ଧରାପୃଷ୍ଠରୁ ଜଗତଜନନୀ ମା’ ଦୁର୍ଗା ମେଲାଣି ନେବା ପରଠୁ ଆଜିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜାବେଶ୍‌ ଜାକଜମକରେ ଅନୁଷ୍ଠିତ ହେଉଛି।କିନ୍ତୁ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ ଲାଭ କରିଥିବା ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ଶେଷ

ବାଲିଯାତ୍ରା ପାଇଁ ପଞ୍ଜିକରଣ ଆରମ୍ଭ

କଟକ: ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା । ଏନେଇ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୫ ତାରିଖରୁ ବାଲିଯାତ୍ରା ଆରମ୍ଭ ହେବାକୁ ଥିବା ବେଳେ ଅକ୍ଟୋବର ୧୫ ରୁ ଅର୍ଥାତ୍ ଆଜି ଠାରୁ ଆରମ୍ଭ ହୋଇଥିବା ପଞ୍ଜିକରଣ ପ୍ରକ୍ରିୟା ୨୫ ଯାଏଁ ଚାଲିବ । କଟକ

ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଧାନ ସଂଗ୍ରହ ବ୍ୟବସ୍ଥାର ସୁପରିଚାଳନା ପାଇଁ ମନ୍ତ୍ରୀମାନେ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବେ ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍‌ଣ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ଷୁଦ୍ର ଚାଷୀମାନଙ୍କ ଠାରୁ ଧାନ ସଂଗ୍ରହ ଉପରେ ପ୍ରାଥମିକତା

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଦ୍ଵିତୀୟ