Browsing Category

ଓଡିଶା

ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ବନ୍ଧା ହେଲେ ୪ ୱେବ୍ ପୋର୍ଟାଲ୍ ସାମ୍ବାଦିକ

ଭବାନୀପାଟଣା: ଓଡ଼ିଶା ପୋଲିସ ମଙ୍ଗଳବାର ଦିନ କଣ୍ଟାବାଞ୍ଜିରେ ଜଣେ ବ୍ୟବସାୟୀଙ୍କ ଠାରୁ ୨.୫୫ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ଚାରି ଜଣ ଅନଲାଇନ୍ ୱେବ୍ ପୋର୍ଟାଲ୍ ସାମ୍ବାଦିକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରିଛି। ଅକ୍ଟୋବର ୨ ତାରିଖ ଦିନ ବ୍ୟବସାୟୀଙ୍କଠାରୁ ଏହି ନଗଦ ଟଙ୍କା ଲୁଟ୍ ହୋଇଥିବା

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ; ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଦୈନିକ ଅବକାଶ ନୀତି ପରେ ଏହି ବେଶ କରାଯାଏ। ରାଧା ଦାମୋଦର ବେଶରେ ପ୍ରଭୁ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥ ତ୍ରିକଚ୍ଛ ବସ୍ତ୍ର ପରିଧାନ କରିଥାନ୍ତି। ଶ୍ରୀହସ୍ତରେ ସୁବର୍ଣ୍ଣ

ଓଡିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲ୍ଲା ଶାଖାପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଏବଂ…

ଛତ୍ରପୁର : ଆଶା କର୍ମଚାରୀ ଗ୍ରାମାଞ୍ଚଳ ତଥା ସହରାଞ୍ଚଳର ଲୋକଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ସର୍ବେକ୍ଷଣ, ଟୀକାକରଣ, ପରିମଳ, ମାତୃ ଓ ଶିଶୁ ଯତ୍ନ , ଔଷଧ ବିତରଣ, ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ କରୁଥିବା ବେଳେ ସେମାନଙ୍କ ପାଇଁ କୌଣସି ସମ୍ମାନ ଜନକ ସ୍ଥାୟୀ ବେତନ ଓ ଭତ୍ତା

କେନ୍ଦୁଝରରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବା ଧାରା ଜାରି ରହିଛି। ବିଭିନ୍ନ ସ୍ଥାନକୁ ଗସ୍ତ ସମୟରେ ମଧ୍ୟ ସାଧାରଣ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଓ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଉଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ତିନି ଦିନିଆ

ଦାଦନ ସମସ୍ୟା ଦୂରେଇବା ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ ଟାସ୍କଫୋର୍ସ

ଭୁବନେଶ୍ୱର: ଦାଦନଜନିତ ବିସ୍ଥାପନ ସମସ୍ୟାର ନିରାକରଣ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଏକ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କରାଯାଇଛି । ଉପ-ମୁଖ୍ୟମନ୍ତ୍ରୀ, କୃଷି ଏବଂ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟାସ୍କଫୋର୍ସରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ

‘ସୁଭଦ୍ରା’ ନାଁରେ ବ୍ୟାଙ୍କ ଲୁଟି ଧରାପଡ଼ିଲେ ଠକ

‘ସୁଭଦ୍ରା’ ଫର୍ମ ପୂରଣ ନାଁରେ ଆଧାର ସଂଯୋଗ କରି ବ୍ୟାଙ୍କ ଆକାଉଣ୍ଟ ଲୁଟି ଥିଲେ। ଏହି ଲୁଟ୍‌ର ଜଣେ ଠକକୁ ବାନ୍ଧିଛି କେନ୍ଦୁଝର ପୁଲିସ୍‌। ହେଲେ ମାଷ୍ଟରମାଇଁଣ୍ଡ ପାଖରେ ପହଞ୍ଚି ପାରିନି। ଗିରଫ ଅଭିଯୁକ୍ତଙ୍କ ବୟାନ୍‌ ଆଧାରରେ ପୁଲିସ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ କରି ଅନ୍ୟ ଅଭିଯୁକ୍ତଙ୍କ

କେନାଲରେ ବୁଡ଼ି ୭ ବର୍ଷର ବାଳକର ମୃତ୍ୟୁ

ସାଲେପୁର : କେନାଲରେ ବୁଡ଼ି ଜଣେ ୭ ବର୍ଷ ବାଳକର ମୃତ୍ୟୁ ଘଟିଛି | ଏମିତି ଅଘଟଣ ଘଟିଛି ନିଶ୍ଚିନ୍ତକୋଇଲି ବ୍ଲକ ବାଲିଆପଦା ଗ୍ରାମରେ | ଆଜି ସକାଳେ ବାଲିଆପଦା ଗ୍ରାମର ସୁଶାନ୍ତ ସାହୁଙ୍କ ସାତ ବର୍ଷର ପୁଅ ଉମାକାନ୍ତ ସାହୁ ସ୍ଥାନୀୟ କେନାଲରେ ବୁଡ଼ି ମୃତ୍ୟୁ ବରଣ କରିଛନ୍ତି |

କବାଡି ଖେଳୁଥିବା ବେଳେ ଖେଳାଳିଙ୍କ ମୃତ୍ୟୁ

ନୂଆପଡା : ନୂଆପଡା ଜିଲ୍ଲା କୋମନା ବ୍ଲକ ତରବୋଡ ଦୁର୍ଗାପୂଜା କମିଟି ପକ୍ଷରୁ ଚାଲିଥିଲା କବାଡି ମ୍ଯାଚ। ଏହି ସମୟରେ ଘଟିଛି ବଡ ଅଘଟଣ । କବାଡି ମ୍ୟାଚ୍ ଖେଳୁଥିବା ସମୟରେ ଜଣେ ଖେଳାଳିଙ୍କ ମୃତ୍ୟୁ ଘଟିଛି । ମୃତ ଖେଳାଳି ଜଣଙ୍କ ଛତିଶଗଡ ମହାସମୁନ୍ଦ

ଦଳ ଛାଡି ଚାଲିଯାଆନ୍ତୁ ଅମର : ଲେନିନ ମହାନ୍ତି

ଭୁବନେଶ୍ବର: ବଢିଲା ବିଜେଡି କଳି। ଅମର ଶତପଥୀ ବନାମ ଲେନିନ ମହାନ୍ତି । ବରିଷ୍ଠ ନେତା ଅମର ଶତପଥୀଙ୍କୁ ଦଳ ଛାଡି ଚାଲିଯିବାକୁ କହିଲେ ଲେନିନ ମହାନ୍ତି । ଅମର ଶତପଥୀ କହିଲେ, ସେ ଦଳରେ ନାହାନ୍ତି । ନିର୍ବାଚନରେ ହାରିବା ପରଠୁ ବିଜେଡି ଘରକଳି ଥମିବାର ନାଁ ନେଉନି । ନିର୍ବାଚନ ପରାଜୟର

ସହଜ ଓ ଶୃଙ୍ଖଳିତ ହେବ ଶ୍ରୀମନ୍ଦିର ଭିତର ଦର୍ଶନ

ପୁରୀ: ଆହୁରି ସହଜ ହେବ ମହାପ୍ରଭୁଙ୍କ ଦର୍ଶନ । ଭକ୍ତମାନେ କିପରି ଶୃଙ୍ଖଳିତ ଓ ସୁରୁଖୁରରୁରେ ଦର୍ଶନ କରିପାରିବେ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତଯୋଗ୍ୟ ପଦକ୍ଷେପ ନିଆଯାଇଛି । ତେବେ ନାଟମଣ୍ଡପରେ ଶ୍ରୀଜିଉଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଭକ୍ତଙ୍କ ପାଇଁ ହେବ ଧାଡ଼ି ବ୍ୟବସ୍ଥା ।