Browsing Category

ଓଡିଶା

ଅପହୃତା ଯୁବତୀ ଉଦ୍ଧାର, ରଙ୍ଗିଲା ବାବାକୁ ପୋଲିସ କରୁଛି ଜେରା

ଢେଙ୍କାନାଳ : କଟକ ଜିଲ୍ଲାର ତିଗିରିଆ ସୋମପଡା ଆଶ୍ରମରୁ ଭଣ୍ଡ ବାବାକୁ ଢେଙ୍କାନାଳ ପୋଲିସ ଉଠାଇ ଆଣିବା ପରେ ଭଣ୍ଡ ବାବାର ଖୋଲୁଛି ଗୋଟିଏ ପରେ ଗୋଟିଏ ଗୁମର । ଢେଙ୍କାନାଳ ସଦରଥାନା ଭାପୁର ଫାଣ୍ଡି ଅଞ୍ଚଳରୁ ଅପହରଣ ଅଭିଯୋଗ ହୋଇଥିବା ଯୁବତୀଙ୍କ ଘରକୁ ଯାଉଥିଲେ ଏହି ବାବା । ବିଗତ

ଭାଇ-ଭାଇ ଭିତରେ ପାଟିତୁଣ୍ଡ, ଫୁଟିଲା ଗୁଳି

ସାମାନ୍ୟ କଥାରୁ ଦୁଇ ଭାଇଙ୍କ ଭିତରେ ପାଟିତୁଣ୍ଡ ହୋଇଥିଲା। ଆଉ ସେହି ପାଟିତୁଣ୍ଡରୁ ଫୁଟିଥିଲା ଗୁଳି। ଏପରି ଘଟଣା ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରେ ଘଟିଛି। ଏହି ଘଟଣାରେ ପୁଲିସ୍‌ ଦୁଇ ଭାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଶନିବାର ସକାଳରେ ଟାଙ୍ଗୀ ଥାନା ଦିକ୍ଷିତପଡା

ପରିବା ମାର୍କେଟରେ ନିଆଁ , ଜଳିଗଲା ୧୫ ଦୋକାନ

ଗଞ୍ଜାମ: ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ୧୫ରୁ ଅଧିକ ଦୋକାନ। ଗଞ୍ଜାମ ଆସିକା ଲକ୍ଷ୍ମୀ ବଜାର ପରିବା ମାର୍କେଟରେ ନିଆଁ ଲାଗି ୧୫ ଦୋକାନ ଜଳିଯାଇଛି। ଗତକାଲି ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ବେଳେ କେଉଁ କାରଣ ପାଇଁ ନିଆଁ ଲାଗିଛି ତାହାର କାରଣ ଅସ୍ପଷ୍ଟ ରହିଛି। ତେବେ ଘଟଣା ସ୍ଥଳରେ

ଦୁଇ ଚାରି ଦିନ ମଧ୍ୟରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ, ଗୁପ୍ତ ସୁଡ଼ଙ୍ଗ ଥିଲେ ଜଣାପଡିବ

ଭୁବନେଶ୍ୱର : ଦୁଇ ଚାରି ଦିନ ମଧ୍ୟରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ । ରତ୍ନଭଣ୍ଡାରରେ ଗୁପ୍ତ ସୁଡ଼ଙ୍ଗ ଅଛି କି ନାହିଁ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ । ଗୁପ୍ତ ସୁଡ଼ଙ୍ଗ ଥିଲେ କାନ୍ଥ ଭିତରେ କିଛି ରତ୍ନ କିମ୍ବା ମୂଲ୍ୟବାନ ସାମଗ୍ରୀ ଥିଲେ ସରକାର ପରବର୍ତ୍ତୀ

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡୁଆ

ପୁରୀ: ଶ୍ରୀମନ୍ଦିର ମହାପ୍ରସାଦକୁ ନେଇ ବଡ ଘୋଷଣା କରିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ସେ କହିଛନ୍ତି, ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ମିଳିବ । ଏନେଇ ରାଜ୍ୟ ସରକାର ଯୋଜନା କରୁଛନ୍ତି ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ମନ୍ତ୍ରୀ ଆହୁରି କହିଛନ୍ତି ଯେ,

ହବିଷ୍ୟାଳିଙ୍କ ପାଇଁ ପୁରୀରେ ହେବ ସ୍ୱତନ୍ତ୍ର ବ୍ୟବସ୍ଥା: ଆଇନ ମନ୍ତ୍ରୀ

ପୁରୀ : ପାଖେଇ ଆସିଲାଣି କାର୍ତ୍ତିକ ମାସ । ଏହି ପବିତ୍ର ମାସରେ ପୁରୀରେ ଜମିବ ହବିଷ୍ୟାଳିଙ୍କ ଭିଡ଼ । ସୁରୁଖୁରୁରେ ସେମାନଙ୍କ ରହଣି ସହ ସୁବିଧାରେ ପ୍ରଭୁଙ୍କ ଦର୍ଶନ ନିମନ୍ତେ ପ୍ରଣୟନ କରାଯାଇଛି ହବିଷ୍ୟାଳି ଯୋଜନା । ହବିଷ୍ୟାଳିଙ୍କ ପାଇଁ ପୁରୀରେ ହେବ ସ୍ୱତନ୍ତ୍ର ବ୍ୟବସ୍ଥା ।

କଟକ ଚାନ୍ଦିନୀଚୌକରେ ନିଆରା ପରମ୍ପରା, ଲାଗିହୁଏ ମାଛ ଭୋଗ

କଟକ: ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ। ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ସହରଠୁ ପୁରପଲ୍ଲୀ । ପୂଜା ମଣ୍ତପରେ ରୀତିନୀତି ଅନୁସାରେ ଚାଲିଛି ମା

ଆଜି ପବିତ୍ର ବିଜୟା ଦଶମୀ, ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର : ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟ ଓ ପାପ ଉପରେ ପୁଣ୍ୟର ବିଜୟର ସ୍ବରୂପ ହେଉଛି ବିଜୟା ଦଶମୀ । ଆଜି ମହିଷାସୁରକୁ ବଧ କରିବେ ମା’ ଦୁର୍ଗା । ମା’ ଜଗଜ୍ଜନନୀଙ୍କ ଆଗମନରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ । ପୂଜା ମଣ୍ଡପରେ ମା’ଦୁର୍ଗା ଶ୍ରଦ୍ଧାଳୁଙ୍କୁ

ରାଜ୍ୟରୁ ବିଦାୟ ନେବ ମୌସୁମୀ, ପାଗ ରହିଛି ଅନୁକୂଳ

ଭୁବନେଶ୍ବର: ରାଜ୍ୟରୁ ବିଦାୟ ନେବ ମୌସୁମୀ। ଏଥିପାଇଁ ବାୟୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି। ୨ ଦିନ ମଧ୍ୟରେ ଏହା ଓଡ଼ିଶାର କିଛି ଭାଗରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ପ୍ରତିଦିନ ଅନିଚ୍ଛାକୃତ ଆଘାତ ମୃତ୍ୟୁରେ ଯାଉଛି ୫୭ ଜୀବନ

ଭୁବନେଶ୍ବର : ଦେଶରେ ବଢ଼ି ଚାଲିଛି ଅନିଚ୍ଛାକୃତ ଆଘାତ ମୃତ୍ୟୁ। ଏଭଳି ମୃତ୍ୟୁରେ ଓଡ଼ିଶା ଦେଶରେ ଅଷ୍ଟମ ସ୍ଥାନରେ ରହିଛି। ରାଜ୍ୟରେ ବର୍ଷକୁ ଲକ୍ଷେ ଲୋକଙ୍କ ଭିତରୁ ପ୍ରାୟ ୪୬ ଜଣଙ୍କ ଜୀବନ ନେଉଛି ଅନିଚ୍ଛାକୃତ ଆଘାତ। ୨୦୨୨ ମସିହାରେ ଅକାଳରେ ଲିଭି ଯାଇଛି ୨୧ ହଜାର ୧୩ଟି ଜୀବନ ଦୀପ। ଅର୍ଥାତ୍