Browsing Category

ଓଡିଶା

ରାଜଧାନୀର ୩ଟି ପୂଜା ମଣ୍ଡପ ବୁଲିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ପୂଜା ମଣ୍ଡପ ବୁଲିଲେ ନବୀନ । ରାଜ୍ୟବାସୀଙ୍କୁ ଶାରଦୀୟ ଦୁର୍ଗାପୂଜାର ଅଭିନନ୍ଦନ ଜଣାଇଛନ୍ତି। ରାଜଧାନୀର ୩ଟି ମଣ୍ଡପ ବୁଲି ମାଆଙ୍କ ଆଶିଷ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ପ୍ରଥମ ରସୁଲଗଡ଼ ପୂଜା ମଣ୍ଡପରେ ମା’ଙ୍କ ଦର୍ଶନ କରିଥିଲେ। ଏହାପରେ ସହିଦନଗର

ବିରାଜିତ ମା’: ଆଜି ପୀଠେ ମହାନବମୀ, ମଣ୍ଡପରେ ମହାଅଷ୍ଟମୀ

ଭୁବନେଶ୍ଵର: ଭକ୍ତଙ୍କ ଗହଣରେ ଜଗତଜନନୀ ମା । ଚାଲିଛି ପୂଜାର୍ଚ୍ଚନା.ହୋମଯଜ୍ଞ । ଘଣ୍ଟ, ଶଙ୍ଖ ହୁଳ ହୁଳି ଧ୍ୱନିରେ ପ୍ରକମ୍ପିତ ହେଉଛି ପରିବେଶ । ସବୁଠି ଭକ୍ତ ଓ ଭଗବାନଙ୍କ ମିଳନର ଅପୂର୍ବ ଦୃଶ୍ୟ ଦେଖିବାକୁ ମଳୁଛି । ଆଜି ମଣ୍ଡପରେ ମା’ଙ୍କର ମହା ଅଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ

ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ପରଲୋକ

ପୂର୍ବତନ ବିଧାୟକ ତଥା ବିଜେପି ନେତା ନିରଞ୍ଜନ ପ୍ରଧାନଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଗତକାଲି ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ

ଫୁଲବାଣୀ ନଗରର ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘର ବିଜୟା ଦଶମୀ ଉତ୍ସବ ପାଳିତ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫୁଲବାଣୀ ନଗରର ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ ଦ୍ୱାରା ସ୍ଥାନୀୟ ରାମ ମନ୍ଦିର ପଡିଆରେ ପବିତ୍ର ବିଜୟା ଦଶମୀ ଉତ୍ସବ ପାଳିତ ହୋଇ ଯାଇଛି l ଏହି ଗୌରବମୟ ଉତ୍ସବରେ କନ୍ଧମାଳ ଜିଲ୍ଲାର ସଙ୍ଘ ଚାଳକ ରମେଶ ଚନ୍ଦ୍ର ସାହୁ ଅଧ୍ୟକ୍ଷତରେ ଅନୁଷ୍ଠିତ ଫୁଲବାଣୀ ବିଧାନସଭା

ଦୁର୍ଗାଷ୍ଟମୀର ମହତ୍ତ୍ବ

ଦୁର୍ଗାଷ୍ଟମୀ ବା ମହାଷ୍ଟମୀ ଏକ ପବିତ୍ର ଦିବସ ଯାହା ପାଞ୍ଚଦିନିଆ ଦୁର୍ଗା ପୂଜା ଅବସରରେ ମା ଦୂର୍ଗାଙ୍କୁ ଭକ୍ତି ଓ ସମ୍ମାନ ଜଣେଇବାକୁ ପାଳନ କରାଯାଏ । ପରମ୍ପରା ଅନୁସାରେ ପ୍ରତି ହିନ୍ଦୁ ଗୃହରେ ଦୂର୍ଗା ପୂଜା ଦଶ ଦିନ ଧରି ପାଳନ କରିବା କଥା କିନ୍ତୁ ଦୂର୍ଗା ମଣ୍ଡପରେ ଏହା ଷଷ୍ଠୀ ଦିବସଠାରୁ

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ

ବାରିପଦା : ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ଵର: ନିର୍ବାଚନ ସରିବାର ପ୍ରାୟ ସାଢେ ତିନି ମାସ ପରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ପ୍ରକାଶ ବେହେରା। ଗୁରୁବାର ସେ ନିଜର ଇସ୍ତଫା ପତ୍ର ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ବିଧାନସଭା ନିର୍ବାଚନରେ ସେ କଟକ-ବାରବାଟୀ ଆସନରୁ ବିଜେଡିର

ମେଢ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସାଧାରଣ ଲୋକଙ୍କ ସହ କରିବେ ମା’ଙ୍କ ଦର୍ଶନ

ଭୁବନେଶ୍ୱର ୧୦/୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଲିବେ ଭୁବନେଶ୍ୱର ଓ କଟକର ବିଭିନ୍ନ ପୂଜା ମଣ୍ଡପ । ମୁଖ୍ୟମନ୍ତ୍ରୀ ତାଙ୍କ ଆଡୁ କହିଥିଲେ ବୁଲିବା ପାଇଁ, ଯେତେତୁ ସାଧାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ତେଣୁ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ । ପୁରୁଣା ପୂଜା ଅନୁଷ୍ଠାନକୁ ଯାଇ ମାଙ୍କ ଦର୍ଶନ

ଆରଆଇ, ଅମିନ ପରୀକ୍ଷା ବାତିଲ କରିବାକୁ ଦାବି, ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଭସାଇଲେ ଆଶାୟୀ

ଭୁବନେଶ୍ୱର,୧୦।୧୦: ଆରଆଇ ଓ ଅମିନ ପରୀକ୍ଷା ବାତିଲ ଦାବିକୁ ନେଇ ଆଶାୟୀ ଜୋରଦାର ଆନ୍ଦୋଳନ କରୁଛନ୍ତି। କଟକରେ ପ୍ରତିବାଦ କରି ଆଡମିଟ୍‌ କାର୍ଡକୁ ଡଙ୍ଗା କରି ଆଶାୟୀ କାଠଯୋଡ଼ି ନଦୀରେ ଭସାଇଥିବା ଦେଖିବାକୁ ମିଳିଛି। ପରୀକ୍ଷା ବାତିଲ ସହ ପୁନଃ ପରୀକ୍ଷା କରିବା ଦାବିରେ ଆଶାୟୀ ଆନ୍ଦୋଳନକୁ

ଇକେୱାଇସି ଅପଡେଟ୍‌‌ ସରିଲେ ନୂଆ ରାସନ କାର୍ଡ ବଣ୍ଟନ- ମନ୍ତ୍ରୀ

ଭୁବନେଶ୍ବର : ରାସନ କାର୍ଡରେ ଇକେୱାଇସି ଅପଡେଟ ନେଇ ପ୍ରତିକ୍ରିୟା ରଖିଛନ୍ତି ଖାଦ୍ୟ ଯେଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ ବର୍ତ୍ତମାନ ପାଖାପାଖି ୨କୋଟି ୩୦ଲକ୍ଷ ଇକେୱାଇସି ଅପଡେଟ୍‌‌ ସରିଲାଣି ଆଉ ୧କୋଟି ଲୋକଙ୍କ ଇକେୱାଇସି ବାକି ରହିଛି।