Browsing Category

ଓଡିଶା

ବିଧାନସଭାରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାଚସ୍ପତି ସୁରମା ପାଢୀଙ୍କ ସମେତ ବହୁ

ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ବର : ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳି ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏଯାବତ ୧କୋଟି ୫୦ହଜାର ମହିଳା ରେଜିଷ୍ଟ୍ରେସନ କରିସାରିଲେଣି। ୨ଟି

ଗୋପବନ୍ଧୁ ଜୟନ୍ତୀ ଅବସରରେ କଟକ ବିଜେଡି ପକ୍ଷରୁ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ

କଟକ : ପବିତ୍ର ଗୋପବନ୍ଧୁ ଜୟନ୍ତୀ ଅବସରରେ ଆଜି ବିଜୁ ଜନତା ଦଳ କଟକ ଜିଲ୍ଲା ପକ୍ଷରୁ ସ୍ଥାନୀୟ ସାରଳା ଭବନରେ ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ତଥା ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ବିଧାୟକ ଦେବି ରଞ୍ଜନ ତ୍ରିପାଠୀ, ସୌ୍ଭିକ ବିଶ୍ୱାଳ

ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ‘ଗ୍ରାମୋଦୟ’

ଭୁବନେଶ୍ବର : ନକ୍ସଲ ପ୍ରଭାବିତ ଅଞ୍ଚଳ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି 'ଗ୍ରାମୋଦୟ' କାର୍ଯ୍ୟକ୍ରମ। ହିତାଧିକାରୀଙ୍କୁ ସରକାରୀ ଯୋଜନାର ସବୁ ସୁବିଧା ପହଞ୍ଚାଇବା ଲକ୍ଷ୍ୟ ନେଇ ଏହି ଯୋଜନା କରାଯାଇଛି।ନକ୍ସଲ ପ୍ରଭାବିତ ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ,

ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ

ଭୁବନେଶ୍ବର : ପୂର୍ବତନ ବିଧାୟକ ତଥା ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। କେସିଙ୍ଗା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ଆଜି ସକାଳେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର

ବିଜେଡି ବିଧାୟକ ସୌଭିକ ବିଶ୍ୱାଳଙ୍କ ବିସ୍ଫୋରକ ଭାଷଣ, ଦଳୀୟ ତୁଙ୍ଗ ନେତାଙ୍କ ଉପରେ ବର୍ଷିଲେ

କଟକ : କଟକରେ ଆଜି ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମରେ ବିସ୍ଫୋରକ ଭାଷଣ ଦେଇଛନ୍ତି ଦଳର ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ। ସେ ନାଁ ନ ନେଇ ଦଳର ଜଣେ ତୁଙ୍ଗ ନେତାଙ୍କ ଉପରେ ପ୍ରବଳ ବର୍ଷିଛନ୍ତି।ସେ କହିଛନ୍ତି, ୨୦୧୯ ଓ ୨୦୨୪ ବିଧାନସଭା ନିର୍ବାଚନରେ ମୋତେ ହରାଇବା ପାଇଁ

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ସୋର ଥାନା ଖରାସାହାପୁର ଗାଁରେ ଦୁଇ ଭଉଣୀ ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ି ଜୀବନ ହରାଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି ଗାଁର ମାନସ ବେହେରାଙ୍କ ଝିଅ ରାଜଲକ୍ଷ୍ମୀ ଓ ଭାଗ୍ୟଲକ୍ଷ୍ମୀ। ଦୁଇ ଭଉଣୀ ଘର ପାଖ ପୋଖରୀକୁ ଗାଧୋଇବାକୁ ଯାଇ ବହୁ ସମୟ

ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ; ପ୍ରଥମ ସଦସ୍ୟ ହେଲେ ନବୀନ

ଭୁବନେଶ୍ୱର: ଆଜିଠୁ ବିଜେଡିର ସଦସ୍ୟତା ସଂଗ୍ରହ ଅଭିଯାନ ଆରମ୍ଭ ହୋଇଛି। ଭୁବନେଶ୍ୱର ଶଙ୍ଖଭବନରେ ଶୁଭାରମ୍ଭ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ। ଦଳରେ ପ୍ରଥମ ସଦସ୍ୟଭାବେ ଦସ୍ତଖତ କରି ଏକାମ୍ର ଭୁବନେଶ୍ୱରରୁ ସଦସ୍ୟତା ଗ୍ରହଣ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ। ଏହି ଅବସରରେ ଅଭିଭାଷଣ ରଖି

ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ସୁଭଦ୍ରା ଟଙ୍କା: କହିଲେ ଯାହା ପ୍ରତିଶ୍ରୁତି ଦେଉ, ପାଳନ କରୁ

ବାରିପଦା : ଆଜି ମହିଳାଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ତେବେ ସୁଭଦ୍ରା ଟଙ୍କା ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ବକ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି

ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢାଇଲେ ସରକାର । ମହଙ୍ଗା ଭତ୍ତା ୪ ପ୍ରତିଶତ ବଢାଇଲେ ରାଜ୍ୟ ସରକାର । ପୂର୍ବରୁ ୪୬ ପ୍ରତିଶତ ଥିବାବେଳେ ୪ ପ୍ରତିଶତ ବୃଦ୍ଧି ପାଇ ମହଙ୍ଗା ଭତ୍ତା ୫୦%ରେ ପହଞ୍ଚିଛି । ଏହା ହେଉଛି ନୂଆ ମୋହନ ମାଝି ସରକାରଙ୍କର ସରକାରୀ