Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶତ୍ରୁଙ୍କ ଉପରେ ବିଜୟ ପାଇଁ ନବରାତ୍ରୀର ଷଷ୍ଠ ଦିନରେ କରନ୍ତୁ ମା’କାତ୍ୟାୟନୀଙ୍କ ଆରାଧନା
ଆଜି ନବରାତ୍ରୀର ଷଷ୍ଠଦିନରେ ଦେବୀ ଦୁର୍ଗାଙ୍କୁ କାତ୍ୟାୟନୀ ବେଶରେ ପୂଜା କରାଯାଉଛି। ପୌରାଣିକ କଥା ଅନୁଯାୟୀ ମା ଦୁର୍ଗାଙ୍କର ଏହି ରୂପ କାତ୍ୟାୟନ ଋଷିଙ୍କ କନ୍ୟା ଭାବରେ ଅବତରିତ ହୋଇଥିଲା। କୁହାଯାଏ ଯେ ଯେଉଁ ଭକ୍ତମାନେ ଭକ୍ତିର ସହ ଦେବୀଙ୍କ ଏହି ରୂପକୁ ପୂଜା କରନ୍ତି, ସେମାନେ ଜଗତ!-->…
ପାରାଦୀପ ବନ୍ଦରରେ ଅଘଟଣ; କ୍ରେନରୁ ଭାଙ୍ଗିଗଲା ବୁମ୍ ଗ୍ରାଫ୍
ପାରାଦୀପ : ପାରାଦୀପ ବନ୍ଦର MPB ବର୍ଥରେ ଅଘଟଣ ଘଟିଛି। କ୍ରେନରୁ ଭାଙ୍ଗି ଜାହାଜ ଉପରେ ଖସି ପଡ଼ିଛି ଓଜନିଆ ବୁମ୍ ଗ୍ରାଫ୍। ଏଥିରେ କ୍ରେନ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଆଜି ସକାଳେ ବୋଥ୍ରା ସିପିଙ୍ଗ କମ୍ପାନୀର କ୍ରେନଟି ଏକ ବିଦେଶୀ ଜାହାଜ ‘MV ଆମସୀ!-->…
ରାତି ପାହିଲେ ୩୫ ଲକ୍ଷ ମହିଳାଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା
ଭୁବନେଶ୍ବର : ଆସନ୍ତାକାଲି ଖାତାକୁ ଆସିବ ସୁଭଦ୍ରା ଟଙ୍କା। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୩୫ ଲକ୍ଷ ହିତାଧିକାରୀ ପାଇବେ ପ୍ରଥମ କିସ୍ତି। ବାରିପଦାରେ ମୁଖ୍ୟମନ୍ତ୍ରୀ ବଡ଼ ସଭା କରି ମହିଳାଙ୍କ ଖାତାକୁ ଟଙ୍କା ପଠାଇବେ। ଯେଉଁଥିପାଇଁ ମହିଳାମାନେ ଉତ୍କଣ୍ଠାର ସହ ଅପେକ୍ଷା କରି!-->…
ରାଜ୍ୟ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ୨୦ଲକ୍ଷ ଟଙ୍କାକୁ ବୃଦ୍ଧି, ପିଛିଲା ଭାବେ ୨୦୨୪ ଜାନୁୟାରୀ ୧ରୁ ଲାଗୁ
ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀମାନଙ୍କୁ ଆଜି ଦଶହରା ପୂଜା ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ କର୍ମଚାରୀମାନଙ୍କ ଅବସରକାଳୀନ ଗ୍ରାଚ୍ୟୁଇଟି ସୀମା ୧୫ଲକ୍ଷ ଟଙ୍କାରୁ ୨୦ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହା ପିଛିଲା ଭାବେ ୨୦୨୪ ଜାନୁୟାରୀ ପହିଲାରୁ ଲାଗୁ!-->…
ଓଡ଼ିଶା କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ସଫଳ କ୍ରୀଡ଼ାବିତ୍ଙ୍କୁ ସମ୍ବର୍ଦ୍ଧନା, ୭୨ କ୍ରୀଡ଼ାବିତ୍ଙ୍କୁ ୩ ଲକ୍ଷ ୮୫…
ଭୁବନେଶ୍ୱର:ବିଭିନ୍ନ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଆୟୋଜିତ ହୋଇଥିବା କ୍ରୀଡା ପ୍ରତିଯୋଗିତା ମାନଙ୍କରେ ନିଜର ଉଲ୍ଲେଖନୀୟ ପ୍ରଦର୍ଶନ ଦ୍ୱାରା ରାଜ୍ୟ ପାଇଁ ଗର୍ବ ଓ ଗୌରବ ଆଣିଥିବା ୭୨ କ୍ରୀଡାବିତ୍ ମାନଙ୍କୁ ଆଜି ଓଡ଼ିଶା କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ!-->…
ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର
ଭୁବନେଶ୍ବର: ଭାରତ ସରକାରଙ୍କ ଦ୍ବାରା ଆୟୋଜିତ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ଚଳଚ୍ଚିତ୍ରର ପ୍ରଯୋଜକ ଓ ୨ ନିର୍ଦେଶକ ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ିଆ!-->…
ସଚ୍ଚୋଟତା, ସ୍ବଚ୍ଛତା ଓ ସାଧୁତାକୁ ଅବଲମ୍ବନ କରି ଲୋକଙ୍କ ସେବା କରନ୍ତୁ-ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆମ ସରକାର ଲୋକଙ୍କ କଲ୍ୟାଣ ଏବଂ ବିକଶିତ ଓଡ଼ିଶା ଗଠନ ନିମନ୍ତେ ପ୍ରତିଶ୍ରୁତିବଦ୍ଧ। ପ୍ରଣୟନ କରାଯାଇଥିବା ସରକାରଙ୍କ ପ୍ରତିଟି ପଦକ୍ଷେପ ଓ ଯୋଜନାଗୁଡିକ କିପରି ରାଜ୍ୟର ପ୍ରତ୍ୟେକ କୋଣ ଅନୁକୋଣରେ ପହଞ୍ଚିବ ଓ ଏହାର ସଫଳ ରୂପାୟନ ହୋଇପାରିବ ସେଥିରେ ଆପଣମାନଙ୍କ ଭୂମିକା ଅତ୍ୟନ୍ତ!-->…
ସ୍ୱାସ୍ଥ୍ୟସେବାରେ ନୂଆ ଅଧ୍ୟାୟ – ଏସସିବି ମେଡିକାଲରେ କାର୍ଯ୍ୟକ୍ଷମ ହେଲା ଅସ୍ଥି ଭଣ୍ଡାର
କଟକ : ମଙ୍ଗଳବାର ରାଜ୍ୟ ସ୍ଵାସ୍ଥ୍ୟସେବାରେ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ଏସସିବି ମେଡିକାଲ କଲେଜରେ କାର୍ଯ୍ୟକ୍ଷମ ହୋଇଛି ଅସ୍ଥି ଭଣ୍ଡାର (ବୋନ ବ୍ୟାଙ୍କ)। ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କଟକ ବଡ଼ ମେଡିକାଲର ଅସ୍ତିଶଲ୍ୟ ବିଭାଗରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ!-->…
ଦୁର୍ଗାପୂଜା ପାଇଁ ଟ୍ରାଫିକ୍ କଟକଣା; କାଲିଠୁ ଟୁଇନ୍ ସିଟିରେ ଲାଗୁ ହେବ
କଟକ : ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା। ଆସନ୍ତା କାଲିଠୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ସେହିପରି!-->…
ଆର୍ଟିଫିସିଆଲ୍ ଇଣ୍ଟେଲିଜେଣ୍ଟ, ମେସିନ୍ ଲର୍ଣ୍ଣିଙ୍ଗ୍, ଡାଟା ସାଇନ୍ସ ଆଦି ନୂତନ ପାଠ୍ୟକ୍ରମ ବହୁଳ ମାତ୍ରାରେ…
ଭୁବନେଶ୍ୱର: ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟର ତୃତୀୟ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଲେ ଯେ ଇଂଜିନିୟରିଂ ବିଦ୍ୟାକୁ ସଫଳ ରୂପାୟନ କରି ସମାଜ କଲ୍ୟାଣ ଦିଗରେ!-->…