Browsing Category

ଓଡିଶା

OPSC ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ବର : ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଆଇପିଏସ୍ ଅରୁଣ ଷଡ଼ଙ୍ଗୀ। ଆଜି ଲୋକସେବା ଭବନ ସେ ଡଃ ସରିତା ସୁପକାରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓପିଏସସି ଅଧ୍ୟକ୍ଷ ପଦରୁ ସତ୍ୟଜିତ୍ ମହାନ୍ତି ୨୦୨୩ ଅଗଷ୍ଟ ମାସରେ ଅବସର ନେବା ପରଠୁ

ତ୍ୱରିତ ଫଇସଲା ହେବ ରାଜସ୍ୱ ପରିଷଦରେ ପଡିଥିବା ମାମଲା

ଭୁବନେଶ୍ବର : ରାଜସ୍ୱ ପରିଷଦରେ ଦୀର୍ଘ ବର୍ଷ ଧରି ପଡି ରହିଥିବା ମାମଲା ଗୁଡିକର ହେବ ତ୍ୱରିତ ଫଇସଲା। ରିଭିଜନାଲ୍‌ କୋର୍ଟରେ ତ୍ୱରିତ ଜମିଜମା ରେକର୍ଡ, ପଟ୍ଟା, ନକ୍ସାରେ ସଂଶୋଧନ ସମ୍ପର୍କିତ ମାମଲାର ହେବ ଫୈସଲା। ଏଥିପାଇଁ ପ୍ରତି ସପ୍ତାହରେ ଅତିକମରେ ତିନି ଦିନ ବସିବ କୋର୍ଟ। ନିଯୁକ୍ତ

ତିର୍ତ୍ତୋଲ ବ୍ଲକ୍‌ ସହକାରୀ ଯନ୍ତ୍ରୀ ନିଲମ୍ବିତ

ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ସହକାରୀ ଯନ୍ତ୍ରୀ ଚିନ୍ମୟୀ ଦ୍ୱିବେଦୀଙ୍କୁ ନିଲମ୍ବନ କରାଯାଇଛି। ଗୋପାଳପୁର ପଞ୍ଚାୟତରେ ହୋଇଥିବା ଏକ ଉନ୍ନୟନମୂଳକ କାର୍ଯ୍ୟର ବିଲ୍ ପାସ୍ କରିଦେବା ପାଇଁ ସଂପୃକ୍ତ ଠିକାଦାରଙ୍କୁ ସହକାରୀ ଯନ୍ତ୍ରୀ ଚିନ୍ମୟୀ ଦ୍ୱିବେଦୀ ୧୦% ପିସି ମାଗିବାର ଅଡିଓ

ଆସନ୍ତା ୧୦ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ | କ୍ଷେତ୍ର ନିର୍ଦ୍ଦେଶକ ଡ.ପ୍ରକାଶଚାନ୍ଦ ଗୋଗିନାନୀ ଆଜି ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି | ଉଲ୍ଲେଖ ଥାଉ କି ଜୁନ୍ ୧୨ ତାରିଖରୁ ଶିମିଳିପାଳ ଅଭୟାରଣ୍ୟ

ହୀରାକୁଦ ଡ୍ୟାମ ଓ କେନାଲ ପ୍ରକଳ୍ପ ପାଇଁ ଖର୍ଚ୍ଚ ହେବ ୮୫୫ କୋଟି ଟଙ୍କା

ସମ୍ବଲପୁର : ହୀରାକୁଦ ଡ୍ୟାମ ଓ କେନାଲର ପ୍ରକଳ୍ପ ପାଇ ମୋହନ ସରକାରଙ୍କ ବଡ ନିଷ୍ପତ୍ତି । ବନ୍ଧ ପ୍ରକଳ୍ପ ମରାମତି ନେଇ ରାଜ୍ୟ ସରକାର ସଙ୍କଳ୍ପ ପତ୍ର ଜାରୀ କଲେ । ୪ ବର୍ଷ ଯାଏ କାର୍ଯ୍ୟ ଚାଲିବ ବେଳେ ଏଥିରେ ୮୫୫ କୋଟି ଟଙ୍କା ଖର୍ଚ୍ଚ ହେବ । ୬୫ ବର୍ଷ ପରେ ଏହା ନୂତନ ସରକାରଙ୍କ

ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରାଯାଇ ଗୋଟିଏ ରଙ୍ଗ ହେବ । ସେହିପରି ପୁରୁଣା କୋଠାଗୁଡ଼ିକର ମରାମତି ବା ନବୀକରଣ କରାଯିବ । ଏନେଇ ଆଜି ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ଇଆଇସି (ସିଭିଲ-କମ୍-ରୋଡ୍‌ସ),

କଟକ ଦୁର୍ଗାପୂଜା ପାଇଁ ନିୟୋଜିତ ହେବେ ୬୦ ପ୍ଲାଟୁନ ପୋଲିସ ଫୋର୍ସ

କଟକ : କଟକ ସହରରେ ଦୁର୍ଗାପୂଜା ପାଇଁ ମୋଟ ୬୦ ପ୍ଲାଟୁନ ପୋଲିସ ଫୋର୍ସ। ଦୁଇ କମ୍ପାନୀ ସି ଆର୍ ପି ଏଫ୍ ଫୋର୍ସ ନିୟୋଜିତ ହେବେ। ଉଭୟ ପୂଜା ଓ ଭସାଣି ପାଇଁ ପୋଲିସ ବନ୍ଦୋବସ୍ତ। ମୋବାଇଲ ପେଟ୍ରୋଲିଂ, ଫୁଟ ପେଟ୍ରୋଲିଂ ଆରମ୍ଭ ହୋଇ ଗଲାଣି। ସୁନା, ଚାନ୍ଦୀ ମେଢ଼ ନିକଟରେ ମୃତାୟନ୍ ହେବେ

ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଜବାବ ଦେଲେ ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି

ଭୁବନେଶ୍ବର: ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି କଡ଼ା ଜବାବ ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଚ କରି ଜବରଦସ୍ତ ବର୍ଷିଛନ୍ତି ସମୀର । ସେ କହିଛନ୍ତି, ପରାଜୟ ପରେ ହତୋତ୍ସାହିତ ହୋଇପଡିଛନ୍ତି ବିଜେଡି ନେତା।

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ସୁବର୍ଣ୍ଣପୁର ଜିଲ୍ଲା ତେଲ ଜଳସେଚନ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ

ମାଓ ମୁକାବିଲା ସମୀକ୍ଷା ବୈଠକ : ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବେ ନକ୍ସଲ

୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବେ ନକ୍ସଲ । ମାଓବାଦୀଙ୍କୁ ଆଉ ସ୍ଥାନୀୟ ସମର୍ଥନ ମିଳୁନି କହିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଅନେକ ସ୍ଥାନରେ ମାଓ ଉଗ୍ରବାଦ ଅନ୍ତିମ ଚରଣରେ ପହଞ୍ଚିଛି । ସୀମାନ୍ତରେ ଜଏଣ୍ଟ ଟାସ୍କ ଫୋର୍ସରେ ଭୂମିକା ପ୍ରଶଂସନୀୟ। ଦିଲ୍ଲୀ ବିଜ୍ଞାନ ଭବନରେ