Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୁଣି ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ
ଭୁବନେଶ୍ବର: ପୁଣି ରାଜଭବନ ଆଗରେ ଗର୍ଜିଲା ଛାତ୍ର କଂଗ୍ରେସ । ପୁରୀ ରାଜଭବନରେ ସେ କଳା ରାତିର ଘଟଣାକୁ ନେଇ ରାଜ୍ୟପାଳ ରଘୁବର ଦାସଙ୍କ ପୁଅର ଗିରଫ ଦାବିରେ ଆଜି ରାଜଭବନ ଆଗରେ ପୁଣି ଯୁବ ଏବଂ ଛାତ୍ର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେବେ ରାଜ୍ୟ ପୁଅଙ୍କୁ ଗିରଫ କରାଯାଉଛି ସେନେଇ!-->…
ମନ୍ତ୍ରୀଙ୍କ ପିଏସ, OSD ପାଇଁ ସ୍ବଚ୍ଛତା ନିୟମ ଜାରି, ଉଭୟ ପଦବୀ ପାଇଁ ଆସିଲା ଗାଇଡଲାଇନ
ଭୁବନେଶ୍ୱର : ମନ୍ତ୍ରୀଙ୍କ ପିଏସ, OSD ପାଇଁ ସ୍ବଚ୍ଛତା ନିୟମ ଜାରି କରିଛନ୍ତି ରାଜ୍ୟ ସରକାର । ପ୍ରାଇଭେଟ ସେକ୍ରେଟେରୀ କିମ୍ବା ଓଏସଡିଙ୍କ ବିରୋଧରେ ଭିଜିଲାନ୍ସ ମାମଲା ନଥିବ। ଉଭୟ ପଦବୀ ପାଇଁ ଅପରାଧିକ ମାମଲା ହୋଇନଥିବ ବୋଲି ନିୟମ ଜାରି ହୋଇଛି। CCR/ PAR ‘ଭେରିଗୁଡ’ ‘ଆଉଟଷ୍ଟାଣ୍ଡିଂ’!-->…
ତୀବ୍ର ହେଲା ଓଏସଏସଏସସିକୁ ବିରୋଧ: ରାସ୍ତାକୁ ଓହ୍ଲାଇଲେ ପରୀକ୍ଷାର୍ଥୀ
ଭୁବନେଶ୍ବର: ଓଏସଏସଏସସିକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଲେ ହଜାର ହଜାର ପରୀକ୍ଷାର୍ଥୀ । ଓଏସଏସଏସସି ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍ଜିରେ ଗର୍ଜିଲେ । ଆରଆଇ, ଏଆରଆଇ, ଅମିନ, ଆଇସିଡିସି ଭଳି ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ କରି ପରୀକ୍ଷା ବାତିଲ!-->…
ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ
ଭୁବନେଶ୍ବର: ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସନ୍ଧ୍ୟାରେ ହେବାକୁ ଥିବା ବନ୍ଦ ଡାକରାକୁ ନେଇ ଏଥିରେ ଆଲୋଚନା ହୋଇଥିଲା। ଆଜି!-->!-->!-->…
ଗଞ୍ଜାମ ଜିଲ୍ଲା ରେ ରାଜନୈତିକ ହିଂସା,ଗଡିଲା ମୁଣ୍ଡ କଂଗ୍ରେସ ନେତା ରାଜୁ ରେଡିଙ୍କୁ ହତ୍ୟା…
ହିଞ୍ଜିଳିକାଟୁ, ତା ୭ /୧୦: ରବିବାର ରାତ୍ର ପ୍ରାୟ ସାଢେ ୧୦ ଘଣ୍ଟା ସମୟରେ ହିଞ୍ଜିଳି ଥାନା ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ଜଣଙ୍କ ହେଲେ ବ୍ରହ୍ମପୁର ସଦର ଥାନା ସାତପହଣ୍ଡିଆ ଗ୍ରାମର ରାଜେନ୍ଦ୍ର ରେଡି (୫o) । ଗଞ୍ଜାମ ଜିଲ୍ଲା ହିଞ୍ଜିଳି!-->…
୯ରେ ପୁଣି ଆସିବ ସୁଭଦ୍ରା ଟଙ୍କା; ବାରିପଦାରୁ ପଠାଇବେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସୁଭଦ୍ରା ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ପୁଣି ଖୁସି ଖବର ଆଣିଛନ୍ତି। ଆସନ୍ତା ୯ ତାରିଖ ଦିନ ଏହି ଯୋଜନା ସହିତ ଜଡ଼ିତ ହିତାଧିକାରୀମାନେ ଟଙ୍କା ପାଇବେ। ୨୦୨୪ ଅକ୍ଟୋବର ୯ ତାରିଖ ପୂର୍ବରୁ ରାଜ୍ୟ ସରକାର ପୂର୍ବ ଭଳି ପରୀକ୍ଷାମୂଳକ ଭାବେ ୧ ଟଙ୍କା ପଠାଇବେ। ତା’ପରେ ପ୍ରଥମ!-->…
PGT ନିଯୁକ୍ତି ନେଇ ୩ଟି ଅପ୍ସନାଲ ସବ୍ଜେକ୍ଟର ଲିଖିତ ପରୀକ୍ଷା ବାତିଲ୍
ପୋଷ୍ଟ ଗ୍ରାଜୁଏଟ ଟିଚର୍ସ (ପିଜିଟି) ନିଯୁକ୍ତି ନେଇ ଆଜି ୩ଟି ଅପ୍ସନାଲ ସବ୍ଜେକ୍ଟ- ପଦାର୍ଥ ବିଜ୍ଞାନ, ଗଣିତ ଓ ଓଡ଼ିଆ (ପେପର- ୧ ଓ ପେପର -୨) ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାକୁ ବାତିଲ କରି ଦିଆଯାଇଛି। ଏନେଇ ଓଡ଼ିଶା ଲୋକ ସେବା ଆୟୋଗ (OPSC) ପକ୍ଷରୁ ସୂଚନା ଦିଆଯାଇଛି।!-->…
ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପ୍ରାଚୀନ ମୂର୍ତ୍ତି ଚୋରି ରାକେଟରେ ୩ ଭାଇ ଗିରଫ ହୋଇଛନ୍ତି। ଏଥିସହିତ ୫୦ରୁ ଅଧିକ ମୂର୍ତ୍ତି ଉଦ୍ଧାର କରାଯାଇଛି।
ଏହି ତିନି ଅଭିଯୁକ୍ତ ଭାଇମାନେ ହେଲେ ବରଦା ପ୍ରସନ୍ନ ଆଚାର୍ଯ୍ୟ, ଆନନ୍ଦ ପ୍ରସନ୍ନ ଆଚାର୍ଯ୍ୟ ଏବଂ ତାଙ୍କ ବଡ଼ ଭାଇ ସାରଦା ପ୍ରସନ୍ନ!-->!-->!-->…
ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା
ଭୁବନେଶ୍ବର: ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି । କାଲି ସଂଧ୍ୟା ୭ଟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଘରୋଇ ବସ୍ ମାଲିକ ସଂଘ ବନ୍ଦ ଡାକରା ଦେଇଛି ।
ପୁଣି ଥରେ ଲକ୍ଷ୍ମୀ ବସକୁ ରାଜ୍ୟ ସରକାର ବ୍ଲକ ଠାରୁ!-->!-->!-->…
ଓଏସଏସସି ପରିଚାଳିତ ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ
ବାଲେଶ୍ବର: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ। ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରେ ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍ ସିଲ୍!-->…