Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
‘କାମ ଦେଉନି ଡବଲ ଇଞ୍ଜିନ, ପୁଣି ବିଜେଡିକୁ ଫେରିବେ ଜନତା’
ଭୁବନେଶ୍ବର: ରାଜ୍ୟରେ ଡବଲ ଇଞ୍ଜିନ କାମ ଦେଉନାହିଁ । ଲୋକଙ୍କ ସମସ୍ୟାରେ ମୁହଁ ଫିଟାଉନାହାନ୍ତି ସରକାର । ତେଣୁ ଓଡିଶାର ଲୋକେ ବିଜେଡିକୁ ଭୋଟ ଦେବାକୁ ସ୍ଥିର କରିସାରିଲେଣି ବୋଲି ଦାବି କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ।
ଖାଲି ସେତିକି ନୁହେଁ, ପିଜେପି ଯାହା!-->!-->!-->…
ମହଙ୍ଗା ପଡିଲା ଦାଦାବଟି ମାଗିବା, ପୁଣି ଗିରଫ ହେଲା ରଘୁଆ
ଭୁବନେଶ୍ଵର: ରାଜଧାନୀ ରାଜରାସ୍ତାରେ ଦାଦା ମାନଙ୍କର ଦାଦାଗିରି । ଦାଦାବଟି ନ ଦେବାରୁ ଲୋକଙ୍କୁ ଦେଖାଉଛନ୍ତି ନାଲିଆଖି । ଜେଲରୁ ଫେରି ଦାଦାବଟି ମାଗୁଥିବା ଦାଦାକୁ ଗିରଫ କରିଛି ଏୟାରଫିଲ୍ଡ ଥାନା ପୋଲିସ । ସିସିଟିଭି ଆଧାରରେ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି ପୋଲିସ ।
ସୂଚନା!-->!-->!-->…
ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ରାଗିଂ ଘଟଣା: ୧୭ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ରାଗିଂ ଘଟଣା । ୧୭ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ରାଗିଂ ଘଟଣାରେ ସଂପୃକ୍ତ ୪ଜଣ ହଷ୍ଟେଲରୁ ବିଦା ହୋଇଥିବା ବେଳେ ୧୩ ଜଣ ଛାତ୍ରଙ୍କୁ ହଜାର ଟଙ୍କା ଜୋରିମାନା ସହ ଅଣ୍ଡରଟେକିଂ ଦାଖଲ କରିବାକୁ କୁହାଯାଇଛି। ଏନେଇ ସୂଚନା ଦେଇଛନ୍ତି!-->…
ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ
ପୁରୀ: ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ । http://edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ ହବିଷ୍ୟାଳୀ ମାନେ । ଅକ୍ଟୋବର ୧୧ ପର୍ଯ୍ୟନ୍ତ ଜାରି ରହିବ ଆବେଦନ ପ୍ରକ୍ରିୟା । ଅକ୍ଟୋବର ୧୮ରୁ ହବିଷ୍ୟାଳୀ ବ୍ରତ ଆରମ୍ଭ । ଏଥର ପ୍ରାୟ ଅଢ଼େଇ ହଜାର!-->…
ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୧୦୦ ମିଟର ବ୍ୟବଧାନରେ ମାଟି ପରୀକ୍ଷା, ୨୦୨୭ ସୁଦ୍ଧା ପ୍ରକଳ୍ପ ଶେଷ ଲକ୍ଷ୍ୟ
ଭୁବନେଶ୍ୱର : ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମାଟି ପରୀକ୍ଷା ଆରମ୍ଭ ହୋଇଛି । ବିମାନବନ୍ଦର ଛକରୁ ତ୍ରିଶୁଲିଆ ଛକ ପର୍ଯ୍ୟନ୍ତ ଭୁବନେଶ୍ୱର ମେଟ୍ରୋ ମାର୍ଗରେ ବିଭିନ୍ନ ସ୍ଥାନରେ ଏହି ମାଟି ପରୀକ୍ଷା ଆରମ୍ଭ ହୋଇଛି । ସମଗ୍ର ମାର୍ଗରେ ୧୦୦ ମିଟର ବ୍ୟବଧାନରେ ମାଟି ପରୀକ୍ଷା କରାଯିବ ।!-->…
କଳାହାଣ୍ଡି ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ରାୟଗଡ଼ା ଡିଏଫଓ
ଭବାନୀପାଟଣା: ବହୁଚର୍ଚ୍ଚିତ କଳାହାଣ୍ଡି ଫରେଷ୍ଟର ସଞ୍ଜୟ ନାୟକ ମୃତ୍ୟୁ ଘଟଣା । ରାୟଗଡ଼ା ଡିଏଫଓ ଦେବେନ୍ଦ୍ର ବେହେରା ନିଲମ୍ବିତ । ଭବାନୀପାଟଣାରେ ଗତ ୨ ଦିନ ଧରି ଜେରା କରିବା ପରେ ଦେବେନ୍ଦ୍ରଙ୍କ ବିରୋଧରେ ନିଆଯାଇଛି ବିଭାଗୀୟ କାର୍ଯ୍ୟାନୁଷ୍ଠାନ । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ!-->…
ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଲା ଭିଆରଏସ୍ ଅନୁମତି
ଭୁବନେଶ୍ୱର: ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ମିଳିଛି ଭିଆରଏସ୍ ଅନୁମତି। ସେ ୧୯୯୦ ବ୍ୟାଚ ଆଇପିଏସ୍ ହୋଇଥିବା ବେଳେ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାର ତାଙ୍କୁ ଆଜି ଅନୁମତି ଦେଇଛନ୍ତି । ଫଳରେ ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଅପରାହ୍ନରୁ!-->…
ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ମାଓ ମୁକାବିଲାକୁ ନେଇ ଗୃହମନ୍ତ୍ରୀ ଅମିତ୍ ଶାହା ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଦେବେ ଯୋଗ ଦେବେ ସେ। ଏହା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ।
!-->!-->!-->…
ମା କଟକ ଚଣ୍ଡୀଙ୍କ ଷୋଡଶ ଦିନାତ୍ମକ ପୂଜା, ଜମୁଛି ଭକ୍ତଙ୍କ ଭିଡ଼
କଟକ : ଚାଲିଛି ମା କଟକ ଚଣ୍ଡୀଙ୍କ ଷୋଡଶ ଦିନାତ୍ମକ ପୂଜା । ନବରାତ୍ର ପୂଜାର ଚତୁର୍ଥ ଦିନରେ ମା କଟକ ଚଣ୍ଡୀ ହରଚଣ୍ଡୀ ବେଶରେ ଦର୍ଶନ ଦେଉଛନ୍ତି । ଗତକାଲି ମା ଷୋଡଶୀ ବେଶରେ ଦର୍ଶନ ଦେଇଥିଲେ। ହୋମପାଠ, ଯଜ୍ଞ ମନ୍ତ୍ର ଓ ବେଦ ଧ୍ବନୀରେ ପ୍ରକମ୍ପିତ ହେଉଛି ମା କଟକ ଚଣ୍ଡୀଙ୍କ ମନ୍ଦିର!-->…
କୃଷକଗଣ ବିକଶିତ ଭାରତର ଆଧାର- ପ୍ରଧାନ ମନ୍ତ୍ରୀ…
ପି. ଏମ୍ କିଶାନ ସମ୍ମାନନିଧି ଯୋଜନାର 18ତମ କିସ୍ତି ହସ୍ତାନ୍ତରଛତ୍ରପୁର ତା.୦୫ .୧୦.୨୦୨୪ ଗଞ୍ଜାମ ଜିଲ୍ଲାରେ ଜିଲ୍ଲା ସ୍ତରୀୟ ପ୍ରଧାନ ମନ୍ତ୍ରୀ କିଶାନ ସମ୍ମାନନିଧି ଯୋଜନାର 18 ତମ କିସ୍ତିର ହସ୍ତାନ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ଋଷିକୂଲ୍ୟା ସମ୍ମିଳନୀ କକ୍ଷ!-->…