Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୧୨ଟି ଜିଲ୍ଲାକୁ ସତର୍କତା, କୋହଲା ପବନ ସହ ହେବ ବଜ୍ରପାତ
ଭୁବନେଶ୍ବର : ରାଜ୍ୟର ୧୨ଟି ଜିଲ୍ଲାକୁ ଆସନ୍ତା ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ସେହି ସବୁ ଜିଲ୍ଲାର ଅଧିକାଂଶ ସ୍ଥାନରେ କୋହଲା ପବନ ବହିବା ସହ ବଜ୍ରପାତ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ,!-->…
ଓଡ଼ିଶାରେ ଅନୁଷ୍ଠିତ ହେବ ୩୫ତମ ଇଷ୍ଟ ଜୋନ୍ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍
ଭୁବନେଶ୍ୱର: ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ, ଓଡ଼ିଶା ଆଥଲେଟିକ୍ସ ଆସୋସିଏସନ୍ ଏବଂ ଆଥଲେଟିକ୍ସ ଫେଡେରେସନ୍ ଅଫ୍ ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଆସନ୍ତା ଅକ୍ଟୋବର ମାସ ୦୭ ତାରିଖଠାରୁ ୦୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଠାରେ ୩୫ତମ ଇଷ୍ଟଜୋନ୍ ଜୁନିୟର!-->…
ଓଡ଼ିଶାରାଜ୍ୟ ସଡ଼କନୀତି ପ୍ରସ୍ତୁତି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ
ଭୁବନେଶ୍ୱର: ରାଜ୍ୟରେ ପୂର୍ତ୍ତ, ଜଳ ସଂପଦ,ଗ୍ରାମ୍ୟ ଉନ୍ନୟନ,ନଗର ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ସମେତ ଜାତୀୟ ରାଜପଥ କର୍ତ୍ତୃପକ୍ଷଆଦି ଦ୍ୱାରା ନିର୍ମିତ ହୋଇଥିବା ଓ ନିର୍ମାଣ ହେବାକୁ ଥିବା ସଡକ ନେଟ୍ୱାର୍କର ସଫଳ କାର୍ଯ୍ୟକାରିତା ସଂପର୍କରେ ଓଡ଼ିଶା ରାଜ୍ୟ ସଡ଼କ ନୀତି!-->…
ଏଥର ରାବଣ ପୋଡ଼ିରେ କଟକରେ ହେବନି ବାଣ ପ୍ରତିଯୋଗିତା
କଟକ : କଟକରେ ଏଥର ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। ସୁରୁଖୁରୁରେ ରାବଣ ପୋଡ଼ି ଉପରେ ଗୁରୁତ୍ୱାରୋପ କରିଛନ୍ତି ହାଇକୋର୍ଟ । କେବଳ ପରିବେଶକୁ ସୁହାଇଲା ଭଳି ରଙ୍ଗୀନ ବାଣ ବ୍ୟବହାର ପାଇଁ ଆଡଭୋକେଟ୍ କମିଟି ପ୍ରସ୍ତାବ ଦେଇଛି।ରାବଣ ପୋଡ଼ି ପାଇଁ କଟକ ବାଲିଯାତ୍ରା ତଳ ପଡ଼ିଆରେ!-->…
୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତ୍ୟେକ ସୋମବାର ଭୁବନେଶ୍ୱରରେ ଲୋକଙ୍କ ଅଭିଯୋଗ ଶୁଣୁଥିବା ବେଳେ ଏହି ଶିବିର ୨ ଦିନ ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଅକ୍ଟୋବର ୭ ତାରିଖ ଓ ୧୪ ତାରିଖରେ ଜନ ଅଭିଯୋଗ ଶୁଣାଣି ବନ୍ଦ!-->…
ବଦଳିଲା ମାଆ ଶାରଳା ମନ୍ଦିର ଘିଅ
ଜଗତସିଂହପୁର : ଶାରଳା ମନ୍ଦିରରେ ବଦଳିଲା ଘିଅ। ଗଚ୍ଛିତ ଘିଅକୁ ଫେରସ୍ତ ପରେ ଓମ୍ଫେଡରୁ ଆସିଲା ୧୫ ଟିଣ ଘିଅ। ସେହି ଘିଅରେ ପ୍ରସାଦ ଦିଆରି ହେବ। ଏନେଇ ସୂଚନା ଦେଇଛନ୍ତି ଶାରଳା ମନ୍ଦିର ନିର୍ବାହୀ ଅଧିକାରୀ ପ୍ରତାପ ଜେନା।ଶ୍ରୀ ଜେନା କହିଛନ୍ତି, ମଣ୍ଡା ଭୋଗ ପ୍ରସ୍ତୁତି ପାଇଁ ଆମ ପାଖରେ!-->…
ଶତାୟୁ ବାଙ୍ଗିରିପୋଷି ଷ୍ଟେସନର ନବୀକରଣ କାର୍ଯ୍ୟର ସମୀକ୍ଷା କଲେ ରେଲୱେ ଜିଏମ୍
ବାରିପଦା : ଦକ୍ଷିଣ-ପୂର୍ବ ରେଳବାଇ ଜିଏମ୍ ଅନୀଲ କୁମାର ମିଶ୍ର ଆଜି ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ବାରିପଦା ଦେଇ ବାଙ୍ଗିରିପୋଷି ଅଭିମୁଖେ ଯାଇଛନ୍ତି। ତାଙ୍କ ସହିତ ଦକ୍ଷିଣ-ପୂର୍ବ ରେଳବାଇର ଡିଆରଏମ୍ ଓ ରେଳ ବିଭାଗର ବିଭିନ୍ନ ବିଭାଗୀୟ ଅଧିକାରୀ ମଧ୍ୟ ଯାଇଛନ୍ତି। ସମସ୍ତେ!-->…
‘ପଞ୍ଜାବ ଓ ଉତ୍ତରପ୍ରଦେଶରୁ ଆସିବ ଆଳୁ ବିହନ’
ଭୁବନେଶ୍ବର : ଆଳୁ ମିଶନ୍ ସଫଳ କରିବା ପାଇଁ ଆଉ ପାଦେ ଆଗେଇଲେ ରାଜ୍ୟ ସରକାର। ଆଳୁ ଚାଷକୁ ସଫଳ କରିବା ପାଇଁ କୋଲକାତା ଗଲା ଏକ ଟିମ୍। ଏହି ଟିମ୍ ପଶ୍ଚିମବଙ୍ଗରେ ଥିବା ଆଳୁ ଷ୍ଟୋରେଜ୍ ସିଷ୍ଟମ୍କୁ ଅନୁଧ୍ୟାନ କରିବ। ଏଥିସହ ଏଥର ପଞ୍ଜାବ ଓ ଉତ୍ତରପ୍ରଦେଶରୁ ଆସିବ ଆଳୁ ବିହନ। ଏନେଇ ସୂଚନା!-->…
ପ୍ରସନ୍ନଙ୍କ କଟାକ୍ଷ; ରାଜ୍ୟରେ ଗୋଟିଏ ନୁହେଁ, ୪ଟି ସରକାର ଚାଲିଛି
ରେଢାଖୋଲ : ରାଜ୍ୟ ବିଜେପି ସରକାରକୁ କଟାକ୍ଷ କରିଛନ୍ତି ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ। କର୍ମୀଙ୍କ ମନୋବଳ ବୃର୍ଦ୍ଧି କରିବା ପାଇଁ ପଦଯାତ୍ରା ବେଳେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଆଉ କର୍ମୀଙ୍କୁ ସମ୍ୱୋଧନ ବେଳେ ସେ କହିଛନ୍ତି, ରାଜ୍ୟ ଗୋଟିଏ ସରକାର ନୁହେଁ, ୪ଟି ସରକାର!-->…
ଡିସେମ୍ବର ୧୫ରୁ କୋଣାର୍କରେ ଇକୋ ରିଟ୍ରିଟ୍, ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ
ପୁରୀ: କୋଣାର୍କ ମେରାଇନ ଡ୍ରାଇଭ ଠାରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୫ ତାରିଖରୁ ଆରମ୍ଭ ହେବ। ତେବେ ସମସ୍ତ ବିଭାଗ ସେମାନଙ୍କୁ ନ୍ୟସ୍ତ ଦାୟିତ୍ୱକୁ ତ୍ୱରାନ୍ୱିତ କରିବା ସହ ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ନିର୍ଦ୍ଦେଶ!-->…