Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆହତ କନଷ୍ଟେବଳଙ୍କୁ ଭେଟିଲେ ଡିଜିପି
ଭୁବନେଶ୍ବର: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସସିବି ମେଡିକାଲରେ ସାକ୍ଷାତ କରିଛନ୍ତି।
ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ ବିଭୁତି!-->!-->!-->…
ଚିକିତ୍ସା ଅବହେଳା ଜନିତ ମୃତ୍ୟୁର ତଦନ୍ତ ଆରମ୍ଭ
ଛତ୍ରପୁର: ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ଅବହେଳା ପାଇଁ ଜଣେ ବ୍ୟକ୍ତିଙ୍କର ଚଳିତ ମାସ ୨ ତାରିଖ ଦିନ ଚମାଖଣ୍ଡି ଥାନା ଅଧିନ ଘଡଘଡାପଲ୍ଲୀ ଗ୍ରାମର ଡି.ଜଗାରାଓ ପାତ୍ରଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକ ଅଭିଯୋଗ କରିଥିଲେ। ଶନିବାର ବ୍ରହ୍ମପୁର ସିଡିଏମଓ କାର୍ଯ୍ୟାଳୟର ଜଣେ!-->…
ବୀର ବାଳକ ବାଜି ରାଉତଙ୍କ ଜୀବନ ସ୍ୱଳ୍ପ ହୋଇପାରେ, କିନ୍ତୁ ତାଙ୍କ ବୀରତ୍ଵର ଗାଥା ବ୍ରିଟିଶ ସରକାର ବିରୁଦ୍ଧରେ ଲଢିବା…
ଭୁବନେଶ୍ୱର: ଜୟଦେବ ଭବନରେ ଆୟୋଜିତ ‘ଶହୀଦ ବାଜି ରାଉତ ଜୟନ୍ତୀ’ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ, ଦେଶର ସର୍ବ କନିଷ୍ଠ ଶହୀଦ ବାଜି ରାଉତଙ୍କ ଜୟନ୍ତୀ ସରକାରୀ ସ୍ତରରେ ବ୍ୟାପକ ରୂପେ ପାଳନ କରାଯିବ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ଅନେକ ବୀର!-->…
ରାଜଧାନୀରେ ଗାଡି ହର୍ଣ୍ଣ ମାରିବାକୁ ନେଇ ଛୁରାମାଡ଼
ଭୁବନେଶ୍ୱର: ରାଜଧାନୀରେ ଗାଡି ହର୍ଣ୍ଣ ମାରିବାକୁ ନେଇ ଛୁରାମାଡ଼। ଗଣ୍ଡଗୋଳର ତଦନ୍ତ ପାଇଁ ଆସିଥିବା ପିସିଆର କର୍ମଚାରୀଙ୍କୁ ଅତର୍କିତ ଛୁରାମାଡ଼ ହୋଇଛି। ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣି ସ୍ଥିତ ଶ୍ରୀରାମନଗରରେ ଏହି ଘଟଣା ଘଟିଛି। ଗତକାଲି ରାତି ପ୍ରାୟ ଗୋଟାଏ ସମୟରେ!-->…
କ୍ୟାମେରାରେ କଏଦ ହେଲା କଳାବାଘ
ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରୁ ଆସିଲା କଳାବାଘର ପ୍ରଥମ ଝଲକ । କଳାବାଘଟି କିପରି ଅତି ଆନନ୍ଦର ସହ ବିଚରଣ କରୁଛି ତାହାର ପ୍ରଥମ ଝଲକ ଭିଡିଓଟି କ୍ୟାମେରାରେ କଏଦ ହୋଇଛି । ଜାରି ହୋଇଥିବା ଭିଡିଓରେ ବାଘଟି ବିଚରଣ କରୁଥିବାର ନଜର ଆସିଛି । ଯାହାକୁ ନିଜ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ!-->…
କନଷ୍ଟେବଲଙ୍କୁ ମରଣାନ୍ତକ ଆକ୍ରମଣ; ଖଣ୍ଡା ଚୋଟରେ ଛିଡ଼ିଗଲା ହାତ ପାପୁଲି
ସମ୍ବଲପୁର: ପୋଲିସକୁ ମରଣାନ୍ତକ ଆକ୍ରମଣ। ଦୁର୍ବୃତ୍ତଙ୍କ ଖଣ୍ଡା ଚୋଟରେ ଛିଡିଯାଇଛି ପୋଲିସ କନଷ୍ଟେବଲଙ୍କ ହାତ ପାପୁଲି। ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଝରାପାଲି ଗାଁରେ। ଆହତ କନଷ୍ଟେବଲଙ୍କ ନାଁ ସରୋଜ ଭୋଇ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ!-->…
ଗୁଳିବିନିମୟରେ ୧୪ ନକ୍ସଲ ନିପାତ, ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଏବଂ ନାରାୟନପୁର ଜିଲ୍ଲାରେ ପୁଲିସ ସହ ନକ୍ସଲ ଗୁଳିବିନିମୟରେ ୧୪ ଜଣ ନକ୍ସଲ ମୃତ୍ୟୁବରଣ କରିଥିବା ବେଳେ ବିପୁଳ ପରିମାଣରେ ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି।ବିଶେଷ ସୂତ୍ରରୁ ଖବର ପାଇ ସୁକମା ଓ ବିଜାପୁର ଜିଲ୍ଲାର ସୀମାବର୍ତ୍ତି ଅଂଚଳର!-->…
ଶାରଳାଙ୍କ ପୀଠରେ ବ୍ୟବହାର ହେଉଛି ନିମ୍ନମାନର ଘିଅ, ଫୁଡ଼ ଇନସ୍ପେକ୍ଟରଙ୍କ ଚଢ଼ାଉ
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ଶାରଳାଙ୍କ ପୀଠରେ ଆରମ୍ଭ ହୋଇଛି ପାର୍ବଣ ପୂଜା । ଦୈନଦିନ ଏଠାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ତେବେ ମାଙ୍କ ନିକଟରେ ହେଉଥିବା ନୀତିକୁ ନେଇ ବଡ଼ ବୟାନ ରଖିଛନ୍ତି ମନ୍ଦିରର ବଡ଼ପଣ୍ଡା । ମାଙ୍କ ନୀତି ପାଇଁ!-->…
ରେଳ ଧାରଣାରୁ ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର
ଚୌଦ୍ୱାର: ଚୌଦ୍ୱାରରେ ଚାଞ୍ଚଲ୍ୟ । ହାତ ଗୋଡ଼ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର । ନିଗୁଣ୍ଡି ରେଲୱେ ଷ୍ଟେସନ ରେଳ ଧାରଣାରୁ ମୃତଦେହ ଉଦ୍ଧାର ହୋଇଛି । ଟ୍ରେନରେ କଟି ମୁଣ୍ଡ, ଗଣ୍ଡି ଅଲଗା ହୋଇଯାଇଥିବାବେଳେ ରଳ ଧାରଣା ଉପରେ ପଡିଛି ମୃତଦେହ । ଯୁବକ ଜଣକ ହେଲେ ନିଗୁଣ୍ଡି ବସ୍ତି ଅଞ୍ଚଳର!-->…
୬ରୁ ଆରମ୍ଭ ହେବ ହବିଷ୍ୟାଳି ପଞ୍ଜିକରଣ, ୧୧ ତାରିଖ ଯାଏଁ କରିପାରିବେ ଅନ୍ ଲାଇନରେ ଆବେଦନ
ପୁରୀ: ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ କାର୍ତ୍ତିକ ମାସ । ଏଥିପାଇଁ ଆସନ୍ତା ୬ରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ। ୧୧ ତାରିଖ ପର୍ଯ୍ୟନ୍ତ ଅନ୍ ଲାଇନରେ ପଞ୍ଜୀକରଣ ଚାଲିବ । edistrict.odisha.gov.in portal ମାଧ୍ୟମରେ ନିର୍ଦ୍ଧିଷ୍ଟ ଫର୍ମ ମାଧ୍ୟମରେ ଅନଲାଇନ ଯୋଗ ପଞ୍ଜିକରଣ!-->…