Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ନାହିଁ ବାତ୍ୟା ଭୟ
ଭୁବନେଶ୍ବର: ଆଜି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ବର୍ଷା ହୋଇପାରେ ବୋଲି ଆଜି ସୂଚନା ଦେଇଛନ୍ତି ଆଇଏମଡି ମହାନିର୍ଦ୍ଦେଶକ!-->…
‘ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ ନିସ୍ତାର ନାହିଁ’
ପୁରୀ: ଶ୍ରୀମନ୍ଦିର ଲୁହା କଡ଼େଇ ଅବଢ଼ା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ଶ୍ରୀମନ୍ଦିର ନୀତିକାନ୍ତିରେ ବିଭ୍ରାଟ କଲେ କଠୋର ପଦକ୍ଷେପ ନିଆଯିବ ।
ଆଇନ ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏହି ମାମଲାର ଏବେ ବି ସମୀକ୍ଷା ଚାଲିଛି!-->!-->!-->…
IPS ସ୍ତରରେ ଅଦଳବଦଳ, ମାଲକାନଗିରି SP ହେଲେ ବିନୋଦ ପାଟିଲ୍
ଭୁବନେଶ୍ୱର : ଆଇପିଏସ୍ ସ୍ତରରେ ଅଦଳବଦଳ । ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି ।
ତେବେ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍ ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍ପି । ପୂର୍ବରୁ ବିନୋଦ ପାଟିଲ୍ କେସିଙ୍ଗାର!-->!-->!-->…
ଓଡ଼ିଶାରେ ସରେଇକେଲା-ଖରସୁଆନର ମିଶ୍ରଣ’ ଉପରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ
ରାଞ୍ଚି/ଭୁବନେଶ୍ବର: ପଡୋଶୀ ରାଜ୍ୟରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଦଳୀୟ ପ୍ରଚାର ପାଇଁ ମଙ୍ଗଳବାର ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ସରେଇକେଲା-ଖରସୁଆନ ଅଞ୍ଚଳକୁ ଓଡିଶାରେ ମିଶାଇବା ପ୍ରସଙ୍ଗ ଉପରେ ସେ ସ୍ପଷ୍ଟୀକରଣ ରଖିଛନ୍ତି ।
ଏକ!-->!-->!-->…
୪ ଦିନ ପରେ ଭଦ୍ରକରେ ସ୍ୱାଭାବିକ ହେଲା ଇଣ୍ଟରନେଟ୍ ସେବା
ଧୀରେ ଧୀରେ ସୁଧୁରୁଛି ଭଦ୍ରକର ସ୍ଥିତି। ୪ ଦିନ ପରେ ଗତକାଲି ମଧ୍ୟରାତ୍ରିରୁ ଭଦ୍ରକ ରେ ସ୍ୱାଭାବିକ ହୋଇଛି ଇଣ୍ଟରନେଟ୍ ସେବା। ସୋଶାଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ଇଣ୍ଟରନେଟ୍ ସେବା ସ୍ୱାଭାବିକ ହୋଇଥିଲେ ମଧ୍ୟ ୧୬୩ ଜାରି!-->…
କାଲିଠୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର : ଆସନ୍ତାକାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୩ ତାରିଖରେ ହୋଟେଲ ତାଜରେ ନିବେଶକ ସମ୍ମିଳନୀ ଆୟୋଜିତ ହେବ ।ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ 'ଉତ୍କର୍ଷ ୨୦୨୫'ର ପ୍ରାକ୍!-->…
ଲାଞ୍ଚ ନେଉଥିଲେ ଫୁଡ୍ ସେଫ୍ଟି ଅଫିସର; ମାଡ଼ି ବସିଲା ଭିଜିଲାନ୍ସ
କେନ୍ଦ୍ରାପଡା : ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଲାଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି।ବିଭାଷ ଲାଇସେନ୍ସ!-->…
ଧାମନଗରରେ ସ୍ଥିତିର ସମୀକ୍ଷା କଲେ ପୁଲିସ ଡିଜି ୱାଇ.ବି ଖୁରାନିଆ
ଧାମନଗର: ଭଦ୍ରକ ଜିଲ୍ଲା ଧାମନଗରରେ ପୁଲିସ ଡିଜି ୱାଇ.ବି ଖୁରାନିଆ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ବରିଷ୍ଠ ଅଧିକାରୀମାନଙ୍କ ସହ ଧାମନଗର ଥାନାରେ ଆଲୋଚନା କରିଛନ୍ତି। ଏଥିରେ ପୂର୍ବାଞ୍ଚଳ ଡିଆଇଜି ଓ ଭଦ୍ରକ ଏସ୍ପି ମଧ୍ୟ ଉପସ୍ଥିତ ଥିଲେ।
ସମୀକ୍ଷା ପରେ ଶାନ୍ତି ଶୃଙ୍ଖଳା ରକ୍ଷା!-->!-->!-->…
ଜଣେ ଓଲିଉଡ୍ ହିରୋଙ୍କୁ ଅପହରଣ କରିପାରନ୍ତି ନକ୍ସଲ; ସତର୍କ କରାଇଲା ଗୁଇନ୍ଦା ବିଭାଗ
ଭୁବନେଶ୍ବର : ଓଲିଉଡ୍ ଷ୍ଟାରଙ୍କୁ ରହିଛି ନକ୍ସଲ ଭୟ। ଜଣେ ଓଲିଉଡ୍ ହିରୋଙ୍କୁ ନକ୍ସଲ ଅପହରଣ କରିବାକୁ ଯୋଜନା କରୁଥିବା ଆଶଙ୍କା ପ୍ରକାଶ କରିଛି ଓଡ଼ିଶା ପୁଲିସର ଗୁଇନ୍ଦା ବିଭାଗ। ଏନେଇ ଜିଲ୍ଲା ପୁଲିସକୁ ସତର୍କ କରାଇଛି ଗୁଇନ୍ଦା ବିଭାଗ।। ସୁରକ୍ଷା ଦୃଷ୍ଟିରୁ ଆଲର୍ଟ ରହିବା ସହ ଆବଶ୍ୟକ!-->…
ଶ୍ରାଦ୍ଧ ଦେବା ପାଇଁ ଆସିଥିଲେ ୨ ସଂପର୍କୀୟ ଭାଇ, ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ିଗଲେ
ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଆଜି ୨ ସଂପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ରଜକିରଣ ଶତପଥୀ (୨୩) ଓ ନଳିନୀକାନ୍ତ ତ୍ରିପାଠୀ (୨୭)। ରଜକିରଣଙ୍କ ଘର ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡିରେ। ସେହିପରି ତାଙ୍କ ସଂପର୍କୀୟ ଭାଇ ନଳିନୀକାନ୍ତ ଇଚ୍ଛାପୁରମରେ!-->…